-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା କୃଷ୍ଣପ୍ରସାଦସ୍ଥିତ ଶିଳ୍ପ ତାଲିମ ପ୍ରତିଷ୍ଠାନ ଉଦଘାଟନ ସଂପର୍କିତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

30-Dec-2021



ପୁରୀ //ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ କୃଷ୍ଣପ୍ରସାଦ ବ୍ଲକ ଶିଆଣ୍ଡି ପଞ୍ଚାୟତ ଗୋପାଳପୁରସ୍ଥିତ ଶିଳ୍ପ ତାଲିମ କେନ୍ଦ୍ରର ଆସନ୍ତା ୫ ତାରିଖ ପୂର୍ବାହ୍ନ ସମୟରେ ଭିଡିଓ କନଫେରନ୍ସି ମାଧ୍ୟମରେ ଶୁଭ ଉଦଘାଟନ କରିବେ । ଏ ସଂପର୍କରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । କୃଷ୍ଣପ୍ରସାଦ ବ୍ଲକର ଚିଲିକା ପାର୍ଶ୍ବରେ ଥିବା ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ବୈଷୟିକ ଶିକ୍ଷା ପ୍ରଦାନ କ୍ଷେତ୍ରରେ ରଜ୍ୟ ସରକାରଙ୍କ ପଦକ୍ଷେପ ପ୍ରଶଂସନୀୟ ବୋଲି ଶ୍ରୀ ଦାସବର୍ମା ପ୍ରାରମ୍ଭରେ ମତବ୍ୟକ୍ତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ସମସ୍ତ ବିଭାଗ ସହ ସମନ୍ବୟ ରକ୍ଷାକରି କାର୍ଯ୍ୟ କରିବାକୁ ଅଧିକାରୀ ମାନଙ୍କୁ ସେ ପରାମର୍ଶ ଦେଇଛନ୍ତି । ଉକ୍ତ ଶିକ୍ଷାନୁଷ୍ଠାନ ପରିସରରେ ବାକିଥିବା ନିର୍ମାଣ କାର୍ଯ୍ୟ, ଏହାକୁ ସଂଯୋଗ କରୁଥିବା  ରାସ୍ତାର ଉନ୍ନତିକରଣ, ପାନୀୟ ଜଳ, ଆଲୋକୀକରଣ ଓ ପରିମଳ ବ୍ୟବସ୍ଥା କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ସେ ପରାମର୍ଶ ଦେଇଛନ୍ତି । ଏଥିସହ  ଏହାର ଚତୁଃପାର୍ଶ୍ବରେ ସୌନ୍ଦର୍ଯ୍ୟ ବୃଦ୍ଧି ପୂର୍ବକ ସବୁଜ ବନାନୀ ସୃଷ୍ଟି କରିବା ନିମନ୍ତେ ଆବଶ୍ୟକୀୟ ଚାରା ରୋପଣ ପାଇଁ ଉଦ୍ୟାନ କୃଷି ଅଧିକାରୀଙ୍କୁ ଦାୟିତ୍ବ ଦିଆଯାଇଛି । ଉକ୍ତ ସ୍ଥାନକୁ ଯାଇ ପ୍ରସ୍ତୁତି ଉପରେ ଦୃଷ୍ଟି ଦେବା ପାଇଁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ଏହି ଅବସରରେ କୃଷ୍ଣପ୍ରସାଦ ବ୍ଲକ ତହସିଲଦାର ଶ୍ରୀ ଉଲ୍ଲାସ କୁମାର ସେଠୀ, ମଣ୍ଡଳ ଉନ୍ନୟନ ଅଧିକାରୀ ଶ୍ରୀ ମନୋଜ କୁମାର ନାୟକ, ଅଧିକ୍ଷଣ ଯନ୍ତ୍ରୀ ଶ୍ରୀ ପ୍ରଶାନ୍ତ କୁମାର ଦାସ, ଶିଳ୍ପ ତାଲିମ କେନ୍ଦ୍ରର ଭାରପ୍ରାପ୍ତ ଅଧ୍ୟକ୍ଷା ଶ୍ରୀମତୀ ଶିଳ୍ପୀତା ପାଣିଗ୍ରାହୀ, ଉଦ୍ୟାନ କୃଷି ଉପ ନିର୍ଦ୍ଦେଶକ ଶ୍ରୀ ଅଜୟ କୁମାର ପ୍ରଧାନ ଓ ସହାୟକ ଯନ୍ତ୍ରୀ ଶ୍ରୀ ପ୍ରସନ୍ନ କୁମାର ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like