ଲୋଇସିଂହା/ଆଗଲପୁର  (ବିନୋଦ କୁମାର ଦୀପ ) ଲୋଇସିଂହା ଆଦିବାସୀ ଭବନ ଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଲୋଇସିଂହା ବ୍ଲକ ଶାଖା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ଆଦିବାସୀ କଲ୍ୟାଣ ସଙ୍ଘର ଆଗାମୀ  ତ୍ରୀସ୍ତରୀୟ ପଂଚାୟତ ନିର୍ବାଚନରେ ଜନଜାତି ସଂରକ୍ଷଣ ତାଲିକାରୁ (ଭାରତୀୟ ସମ୍ବିଧାନର (243ଡି(1) 1 ରୁ 5 ପର୍ଯ୍ୟନ୍ତ ) ବାଦ ପଡ଼ିଥିବା ଉପରେ ଏକ ବୈଠକ ଅନୁଷ୍ଠିତ "/>

-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା : ରାଜ୍ୟସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜନଜାତି ସଂରକ୍ଷଣକୁ ନେଇ ଜନ ଅସନ୍ତୋଷ, ଜିଲ୍ଲା ଆାଦିବାସୀ କଲ୍ଯାଣ ସଂଘ ର ବୈଠକ

30-Dec-2021



ଲୋଇସିଂହା/ଆଗଲପୁର  (ବିନୋଦ କୁମାର ଦୀପ ) ଲୋଇସିଂହା ଆଦିବାସୀ ଭବନ ଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଲୋଇସିଂହା ବ୍ଲକ ଶାଖା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ଆଦିବାସୀ କଲ୍ୟାଣ ସଙ୍ଘର ଆଗାମୀ  ତ୍ରୀସ୍ତରୀୟ ପଂଚାୟତ ନିର୍ବାଚନରେ ଜନଜାତି ସଂରକ୍ଷଣ ତାଲିକାରୁ (ଭାରତୀୟ ସମ୍ବିଧାନର (243ଡି(1) 1 ରୁ 5 ପର୍ଯ୍ୟନ୍ତ ) ବାଦ ପଡ଼ିଥିବା ଉପରେ ଏକ ବୈଠକ ଅନୁଷ୍ଠିତ

ହୋଇଯାଇଛି l ଉକ୍ତ ବୈଠକରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଙ୍ଘର ଉପ ସଭାପତି ଶ୍ୟାମସୁନ୍ଦର ଭୋଇ ଅଧ୍ୟକ୍ଷତା କରିଥିବା ବେଳେ ଅଖିଳ ଭାରତୀୟ ଗୋଣ୍ଡାୱାନl ଗୋଣ୍ଡ ମହାସଭା ରାଜ୍ୟ ସଭାପତି ଶ୍ରୀଯୁକ୍ତ ମହେନ୍ଦ୍ର ନାଏକ, ଉପଦେଷ୍ଟା ହୋମସିଂହ ମାଝୀ, ଓରାମ ସଭାପତି ଶ୍ରୀଯୁକ୍ତ ପ୍ରଭାକର ଓରାମ (ଝାରସୁଗୁଡା), ଆଗଲପୁର ବ୍ଲକ ସଭାପତି ବଳଦେବ ଭୋଇ, ସୋନପୁର ସଭାପତି ବିରାଜ ଭୋଇ, ଝାରସୁଗୁଡା ସଭାପତି ଡମ୍ବରୁଧର ନାଏକ, ନୂଆପଡା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ସଭାପତି ଭକ୍ତବନ୍ଧୁ ଧରୁଆ, ଦେଓଗାଁ ଆଦିବାସୀ କଲ୍ୟାଣ  ସଂଘ ବ୍ଲକ ସଭାପତି ସୁରଥ ମଲ୍ଲିକ, ଆଗଲପୁର ବ୍ଲକ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ କାର୍ଯ୍ୟକାରୀ ସଭାପତି ଭୁବନେଶ୍ୱର ଧରୁଆ, ପାଟଣାଗଡ ଗୋଣ୍ଡୱାନା ଗୋଣ୍ଡ ମହାସଭା ବ୍ଲକ ସଭାପତି ଭୁବନେଶ୍ୱର କୁଅଁର,  ବିଶି ସମାଜ ସଭାପତି ବ୍ରଜମୋହନ ବିଶୋଇ, ଓ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ସକ୍ରିୟ ସଭ୍ୟ ଅଶୋକ ବରିହା ପ୍ରମୁଖ ବ୍ୟକ୍ତି ଉକ୍ତ ବୈଠକରେ ଉପସ୍ଥିତ ରହି ଓଡିଶା ସରକାରଙ୍କ ତ୍ରୀସ୍ତରୀୟ ପଂଚାୟତ ନିର୍ବାଚନ ଜନଜାତି ସଂରକ୍ଷଣ ନୀତିକୁ ଆଲୋଚନା ପର୍ଯ୍ୟlଲୋଚନ କରି ବିରୋଧ କରିଥିଲେ ଓ ଆଗାମୀ ଦିନରେ ସଶସ୍ତ୍ର ଆନ୍ଦୋଳନ କରିବା

ପାଇଁ ନିଷ୍ପତି ନେଇଥିଲେ ଏବଂ ଓଡିଶା ସରକାରଙ୍କୁ ସମାଲୋଚନା କରିଥିଲେ l ଉକ୍ତ ବୈଠକରେ ଉପସ୍ଥିତ ଟିକେଲାଲ ଧରୁଆ, ସତ୍ୟ ଦଳପତି, ସୁବ୍ରତ ଧରୁଆ, ମିହିରସନ ଭୋଇ, ଶତ୍ରୁଘ୍ନ ମଲ୍ଲିକ ସହଯୋଗ କରିଥିଲେ l ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଲୋଇସିଂହା ବ୍ଲକ ସଭାପତି ଦଶରଥ ଛତ୍ରିଆ ମଞ୍ଚ ପରିଚାଳନା କରିଥିବା ବେଳେ ସଭା ଶେଷରେ କେଶରୀ କୁଅଁର ସମସ୍ତଙ୍କୁ ଧନ୍ୟବାଦ  ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like