-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଅପରାଧ

ବିବାହିତ ଯୁବତୀଙ୍କ ମୃତ୍ୟୁ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

31-Dec-2021



ବୀରମହାରାଜପୁର// ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଟିକିରାପଡା ଗ୍ରାମର( ହରିଜନ )ଗଣ୍ଡା ପଡାରେ ଗତକାଲି ବିଳମ୍ବିତ ରାତିରେ ଘଟି ଯାଇଛି ଏକ ହତ୍ୟାକାଣ୍ଡ।
ଅଗ୍ନିକୁ ସାକ୍ଷୀ ରଖି ଯାହାକୁ ଜନମ ଜନମର ସାଥିଭାବେ ହାତ ଧରିଥିଲେ ଶେଷରେ ସେ ସାଜିଲା ତାର ହତ୍ୟାକାରୀ । ସାମାନ୍ୟ ପାରିବାରିକ କଳହରୁ ନିଜ ପତ୍ନୀକୁବି ହତ୍ୟା କରିବାକୁ ପଛଘୁଂଚା ଦେଲାନାହିଁ ହତ୍ୟାକାରୀ ସ୍ବାମୀ । ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଟିକିରାପଡାର ହରିଜନ ସାହିରେ ଘଟିଛି ଏଭଳି ଏକ ବିଭତ୍ସ ହତ୍ୟାକାଣ୍ଡ । ଆଉ ହତ୍ୟାକାଣ୍ଡର ଶିକାର ହୋଇଛନ୍ତି ୨୬ ବର୍ଷୀୟ ସୁନିତା ସିଂ କର । ଗତ ଆଠବର୍ଷ ତଳେ ବିନିକା ଥାନା ସିନ୍ଦୁରପୁର ଗାଁର ସୁନିତା ଟିକିରାପଡା ହରିଜନ ସାହୀର ଲକ୍ଷ୍ମଣ ସିଂକୁ ବିବାହ କରିଥିଲେ । ତାଙ୍କର ୨ଟି ପୁତ୍ର ସନ୍ତାନ ମଧ୍ୟ ଅଛନ୍ତି ସେମାନେ ବର୍ତ୍ତମାନ ମା ଛେଉଣ୍ଡ ଓ ବେସାହାରା ହୋଇପଡିଛନ୍ତି । ପୁର୍ବରୁ ଉଭୟ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ କଳହ ହେଉଥିଲେବି ପରେ ସମାଧାନ ହୋଇଯାଉଥିଲା । ତେବେ ଗତକାଲି ଉଭୟଙ୍କ ମଧ୍ୟରେ ହୋଇଥିବା ଝଗଡା ଭୟଙ୍କର ରୁପ ନେଇଥିଲା । ଉତ୍ୟକ୍ତ ସ୍ବାମୀ ଲକ୍ଷ୍ମଣ  ପତ୍ନୀ ସୁନିତାକୁ ଏକ ହାତୁଡିରେ ପିଟି ପିଟି ଅତି ନିର୍ମବ ଭାବେ ହତ୍ୟା କରିଥିଲା । ହତ୍ୟାକାରୀ ପୋଲିସ ବୀରମହାରାଜପୁର ଥାନାରେ ଆତ୍ମ ସମର୍ପଣ କରିଛି ।

ସୁନିତାଙ୍କ ବାପଘର ଲୋକ ଏବେ ସୁବଳୟା ଥାନାରେ ଲକ୍ଷ୍ମଣ ଏବଂ ତାଙ୍କ ବାପା ମାଙ୍କ ବିରୁଦ୍ଧରେ ଏକ ମାମଲା ଦାୟର ସହ ଅଭିଯୁକ୍ତମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବୀ କରିଛନ୍ତି ।  ସେପଟେ ସୁବଳୟା ପୋଲିସ ଥାନା ଅଧିକାରୀ ଅନିତା କିଡୋ  ଶବକୁ ଜବତ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ବୀରମହାରାଜପୁର ଉପଖଣ୍ଡ ଡାକ୍ତରଖାନା କୁ ପଠାଇଥିବା ବେଳେ ସୁବଳୟା ପୋଲିସ କେସ ନମ୍ବର ୧୩୫/୨୧ରେ ଏକ ମାମଲା ରୁଜ୍ଜୁ କରି ଅଧିକ ତଦନ୍ତ ଜାରି ରଖିଥିବା କହିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like