-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଡାକ୍ତରଙ୍କ ଭୁଲ ଇଂଜେକସନ ଯୋଗୁଁ ଚାଲିଗଲା ଜଣଙ୍କ ଜୀବନ

31-Dec-2021



ବୀରମହାରାଜପୁର, ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ଘଟଛି ଏଭଳି ଏକ ଘଟଣା । ଦେହ ଅସୁସ୍ଥ ହେବାରୁ ଗତ ୨୮ ତାରିଖରେ ରଥପୁର ମେହେରପଡାର କାର୍ତ୍ତିକ ମହେରଂକୁ(୪୬) ତାଂକ ପରିବାର ଓ ସଂପର୍କୀୟ ବୀରମହାରାଜପୁରକୁ ଆଣିଥିଲେ । ରଥିପଡାରେ ବଙ୍ଗାଳି ଡାକ୍ତର ନାମରେ ପରିଚିତ ପ୍ରତ୍ୟୁଷ ରୟଙ୍କ କ୍ଲିନିକ କୁ ନେଇଥିଲେ । ଡାକ୍ତର ସାଜିଥିବା ପ୍ରତ୍ୟୁଷ ରୟ ସେଠାରେ ପ୍ରାଥମିକ ଚିକିତ୍ସା ସହ କାର୍ତ୍ତିକଂକୁ ଏକ ଇଂଜେକସନ ଦେବାପରେ ଘରକୁ ନେଇଯିବାକୁ କହିଥିଲେ । ତେବେ ପରେ କାର୍ତ୍ତିକଂକ ଅବସ୍ଥା ଖରାପ ହେବାରୁ ପରିବାର ଲୋକ ପୁନର୍ବାର କାର୍ତ୍ତିକଂକୁ ରୟଂକ ପାଖକୁ ଆଣିଥିଲେ । କିନ୍ତୁ ରୟ ସେ ଲେଖିଥିବା ପ୍ରେକ୍ସିସନ ରଖିନେଇ କାର୍ତ୍ତିକଙ୍କୁ ସୋନପୁର ଡାକ୍ତରଖାନାକୁ ନେବାକୁ କହିଥିଲେ । ଏଣୁ ପରିବାର ଲୋକ କାର୍ତ୍ତିକଙ୍କୁ ପ୍ରଥମେ ସୋନପୁର ଓ ପରେ ବୁର୍ଲା ବଡ ମେଡିକାଲକୁ ନେଇଥିଲେ । ସେଠାରେ ଗତକାଲି ରାତିରେ

କାର୍ତ୍ତିକଙ୍କ ମୃତ୍ୟୁ ହୋଇଗଲା । ପ୍ରତ୍ୟୁଷ ରୟଙ୍କ ଭୁଲ ଇଂଜେକସନ ଯୋଗୁଁ କାର୍ତ୍ତିକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗନେଇ ପରିବାର ଲୋକ ଏବେ ପ୍ରତ୍ୟୁଷ ରୟଙ୍କ ଘର ସାମନାରେ ଶବ ରଖି କ୍ଷତିପୁରଣ ଦାବୀ କରିଥିଲେ। ସେପଟେ ନିଜକୁ ଡାକ୍ତର ସଜାଇ ଦିର୍ଘ ବର୍ଷହେଲା ବୀରମହାରାଜପୁରରେ ଚିକିତ୍ସା ଚଳାଇଥିବା ପ୍ରତ୍ୟୁଷ ଉଭୟ ଘର ଓ କ୍ଲିନିକରେ ତାଲାମାରି କୁଆଡେ ଫେରାର ଅଛନ୍ତି । ଖବରପାଇ ବୀରମହାରାଜପୁର ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।ସେହିଭଳି ସୁବଳୟା ଅଞ୍ଚଳରେ ମଧ୍ୟ ଜଣେ ବଙ୍ଗାଳି ଡାକ୍ତର ନିଜ ଚିକିତ୍ସା ଜାରି ରଖିଥିବା ଜଣା ପଡ଼ିଛି।ଆଗକୁ ଏଭଳି ଭୁଲ ଚିକିତ୍ସା ପାଇଁ କାହାର ଜୀବନ ନଯାଉ ସେ ଦିଗରେ ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେବା ସହ ନକଲି ଡାକ୍ତର ମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜନସାଧାରଣରେ ଦାବି ହୁଏ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like