-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ସୋନପୁର : ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

31-Dec-2021



ସୋନପୁର(ପ୍ରେରଣା ଖବର)// ମାୟାବହାଁ ହାଇସ୍କୁଲର ଜୁନିଅର  ରେଡକ୍ରସ ୟୁନିଟ ଓ ସୁବର୍ଣ୍ଣପୁର ଜିଲ୍ଲା ରକ୍ତ ଭଣ୍ଡାରର ମିଳିତ ଆନୁକୂଲ୍ୟରେ ସୋନପୁର ରକ୍ତ ଭଣ୍ଡାର ଠାରେ ଦୁଇ ଦିନ ବ୍ୟାପୀ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଜିଲ୍ଲା ଶିକ୍ଷାଅଧିକାରୀ ଲକ୍ଷ୍ମଣ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ବ୍ଲଡ ବ୍ୟାଙ୍କ ଅଧିକାରୀ ଡ. ଦୁର୍ଗାଦତ ଦାଶ, ସମ୍ମାନୀତ ଅତିଥି ଭାବରେ ଜିଲ୍ଲା ଜୁନିଅର ରେଡକ୍ରସ ସଂପାଦକ ହିମାଂଶୁ ଶେଖର କର, ଜିଲ୍ଲା ଜୁନିଅର ରେଡକ୍ରସ ଉପସଭାପତି ଗତିକୃଷ୍ଣ ମିଶ୍ର, ବରଗଡ ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ମହେନ୍ଦ୍ର ଆଚାର୍ଯ୍ୟ, ଓଡିଶା ରକ୍ତଦାତା

ମହାସଂଘର ସଭ୍ୟ ତଥା ରେଡକ୍ରସ କର୍ମ ରାମ ନାରାୟଣ ଦାଶ , ଖଲିଆପାଲି ସ୍କୁଲର ପ୍ରଧାନଶିକ୍ଷକ ତଥା ଜୁନିଅର ରେଡକ୍ରସ ପରାମର୍ଶଦାତା ଦୁର୍ଯ୍ୟୋଧନ ପଶାୟତ, ମହାନଦୀଧାରା ମୁଖ୍ୟ ପ୍ଲାବନ ମହାପାତ୍ର, ମୁରଷୁଣ୍ଢି ହାଇସ୍କୁଲର ପ୍ରଧାନଶିକ୍ଷକ କାଳିଆ କର୍ମ ଯୋଗଦେଇଥିଲେ । ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ ବ୍ଲଡ ବ୍ୟାଙ୍କ ଡାଟା ଏନଟି ଅପେରେଟର ଜଗତ ଦରଓ୍ବାନ ମିଳିତ ଭାବରେ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଖବର ଲେଖା ବେଳକୁ ପ୍ରଥମ ଦିନରେ ୩୪ ୟୁନିଟ ରକ୍ତ ସଂଗୃହିତ ହୋଇସାରିଥିଲା । ବ୍ଲଡବ୍ୟାଙ୍କ ଅଧିକାରୀ ଶ୍ରୀଦାଶଙ୍କ ସମେତ ବ୍ୟାଙ୍କର ସମସ୍ତ କର୍ମଚାରୀ ରକ୍ତଦାନ କରିଥିଲେ । କାର୍ଯ୍ୟକ୍ରମରେ ମାୟାବହାଁ ହାଇସ୍କୁଲର ପୁରାତନ ଛାତ୍ର ହେମନ୍ତ ମେହେର, ଜୁନିଅର ରେଡକ୍ରସ ସାଧନ କର୍ମଚନ୍ଦ୍ର ଶେଖର ମହାପାତ୍ର, ବିସିସି ଉଲୁଣ୍ଡା, ପ୍ରହାଲ୍ଲାଦ ନାଏକ, ପ୍ରତାପପୁର ସ୍କୁଲର ପରାମର୍ଶଦାତା ଗୋପେଶ ପଣ୍ଡା ପ୍ରମୁଖ ସହଯୋଗ କରିଥିଲେ। ରକ୍ତଦାତା

ଭାବରେ ରେବତୀ ମହାପାତ୍ର,ସୌମିତ୍ରୀ ମେହେର,ନେରାଷ୍ ସା,ରବୀନ୍ଦ୍ର ସଥୌଆ,ମଞ୍ଜୁଳାତ ନାୟକ,ଅଜିତ ସେଠି, ଦେବେରଜ ନାଗ, ଚିକଣ ସାହୁ,ମିକୁନା, ବନମାଳୀ ସାହୁ,ସନ୍ତୋଷ କୁମାର ପୁଝରି, ପ୍ରମୋଦ ପୋଢ଼, ନାରାୟଣ ମେହେର,ଚନ୍ଦ୍ର ଶେଖର ମହାପାତ୍ର , କାଳିଆ କର୍ମୀ, ହେମନ୍ତ ମେହେର, ଶ୍ରୀକାନ୍ତ ଦର୍ବନ ପ୍ରମୁଖ ରକ୍ତଦାନ  କରିଥିଲେ । ରକ୍ତ ଭଣ୍ଡରର ସୁବାଷ ପଣ୍ଡା, ଟିଟୁ ଭୋଇ , ସୁଦାମ ବିଶ୍ୱାଳ, ଯୁଧିଷ୍ଠିର ନାୟକ,ଟଙ୍କଧାର କଂହର ବିଶେଷ ସହଯୋଗ କରିଥିଲେ ।
 ପ୍ରାରମ୍ଭରେ ବରିଷ୍ଠ ସାଧନ କର୍ମ ଝସକେତନ ମେହେର ଅତିଥୁ ପରିଚୟ ପ୍ରଦାନ କରିଥିବା ବେଳେ ମାୟାବହାଁ ହାଇସ୍କୁଲର ପୁରାତନ ଜୁନିଅର ରେଡକ୍ରସର ଛାତ୍ର ବନମାଳୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like