-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ନବ ବର୍ଷରେ ଦୁର୍ଘଟଣାଗ୍ରସ୍ତଙ୍କୁ ଉଦ୍ଧାର କଲେ ରକ୍ଷକ

01-Jan-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ)// ନବ ବର୍ଷକୁ ସ୍ୱ।ଗତ କରିବାରେ ଜନସାଧାରଣ ମସଗୁଲ ଥିବାବେଳେ ତୁରେକେଲାଠାରେ ଏକ ସଡକ ଦୁର୍ଘଟଣା ଘଟିଯାଇଛି।ତୁରେକେଲା ଶେଷ ମୁଣ୍ଡରେ ଥିବା ତାରିଣୀ ମନ୍ଦିର ମୋଡରେ ଦୁଇଟି ମୋଟରସାଇକଲ ମୁହାଁମୁହିଁ ହେବାଫଳରେ ତିନିଜଣ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଛନ୍ତି।ଜୁନିୟର ରେଡକ୍ରସ

ପରାମର୍ଶଦାତା ତଥା ରକ୍ଷକ ବିରଞ୍ଚି ନାରାୟଣ ଦାଶ ଘଟଣା ସ୍ଥଳରେ ପହଞ୍ଚି ୧୦୮ଆମ୍ବୁଲାନ୍ସ ଯୋଗେ ତୁରେକେଲା ଡାକ୍ତରଖାନାକୁ ନେଇ ପ୍ରାଥମିକ ଚିକିତ୍ସା କରେଇଥିଲେ।ବଡଡକଲା ଗ୍ରାମର  ମୁରଲୀ ପରାଭୁଏ ଓ ମକରଧ୍ୱଜ ପୁଟେଲଙ୍କ ବାଇକ  ରାଉତମୁଣ୍ଡାର ଶକ୍ତି ଭୋଇଙ୍କ ବାଇକ ଦୁଇଟି ଧକ୍କା ହେବା ଫଳରେ ଉଭୟଙ୍କ ଶରୀରରେ ଆଘାତ ଲାଗିଛି।ଡାକ୍ତର ସ୍ୱ।ଗତ ଖମାରି,ଡାକ୍ତର ଉମାଶଙ୍କର ସାହୁ

ଆହତଙ୍କୁ ଚିକିତ୍ସା କରିବା ପରେ ବଲାଙ୍ଗୀର ଡାକ୍ତରଖାନାକୁ ଅଧିକ ଚିକିତ୍ସା ପାଇଁ ପଠେଇବାର ବ୍ୟବସ୍ଥା କରିଥିଲେ।ଏହି ଦୁର୍ଘଟଣା ସ୍ଥଳରେ ପୋଲିସ ଏଏସଆଇ ପ୍ରଭାତ କୁମାର ସାହୁ, ବିକ୍ରମ ଚନ୍ଦ୍ର ପ୍ରଧାନ,ଶିକ୍ଷକ ବିବେକାନନ୍ଦ ରାଏ,ସୋନୁ ନାୟକ ଉପସ୍ଥିତ ରହି ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କରିଥିଲେ।ପ୍ରକାଶ ଥାଉକି ତୁରେକେଲାର ତାରିଣୀ ମନ୍ଦିର ମୋଡ,ମହାବିଦ୍ୟାଳୟ ମୋଡ ଓ ଲାଠୋରରାସ୍ତା ମୋଡପାଖରେ ସଦାସର୍ବଦା ଦୁର୍ଘଟଣା ଘଟୁଛି ତେଣୁ ପ୍ରଶାସନ ପକ୍ଷରୁ ଉକ୍ତ ଯାଗାରେ ସ୍ପିଡ ବ୍ରେକର ଦେବା ପାଇଁ ଜନସାଧାରଣରେ ଦାବି ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like