-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ରାଜ୍ୟ

ପୋଲିସ ବାବୁ ଭୋଜି ପାଇଁ ଛେଲି ଚୋରୀକରିବା ମହଙ୍ଗା ପଡିଲା ,ନିଲମ୍ବିତ କଲେ ବଲାଙ୍ଗୀର ଏସପି

01-Jan-2022



ସିନ୍ଧେକେଲା / ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ପୋଲିସ ଗତ କିଛିମାସ ହେଲା ବେଶ ଚର୍ଚ୍ଚାରେ ରହିଛି। ଠିକ ବର୍ଷ ଶେଷ ଦିନରେ ସିନ୍ଧେକେଲା ପୋଲିସ ଷ୍ଟେସନ ରେ ଘଟିଛି ଏକ ଲଜ୍ଜାଜନକ ଘଟଣା । ସିନ୍ଧେକେଲା ପୋଲିସ ଷ୍ଟେସନ ରେ ଏଏସଆଇ ଥିବା ସୁମନ ମଲ୍ଲିକ ଓ କିଛି ଷ୍ଟାଫ ଥାନା ପରିସର କୁ ଚରିବା ପାଇଁ ଆସିଥିବା ଦୁଇ ଗୋଟି ଛେଳି କୁ ଭୋଜି ଭାତ କରି ଖାଇବା ପାଇଁ ଛେଳି କୁ  କାଟୁ ଥିବା ବେଳେ ଛେଳି ମାଳିକ ସଂକୀର୍ତ୍ତନ ଗୁରୁ ଛେଳି ଖୋଜି ଖୋଜି ଥାନା ପଛପଟେ ଥିବା ଷ୍ଟାଫ କ୍ବାଟର ଆଡକୁ ଗଲାବେଲେ ଛେଳି ଚିତ୍କାର କରୁଥିବା ଆବାଜ ଶୁଣି ଖୋଜି ଖୋଜି କଟା ଯାଉଥିବା ସ୍ଥାନ କୁ ଯାଇ ଦେଖି ଏଇଟା ମୋ ଛେଳି କାହିଁକି କାଟିଛନ୍ତି ଆପଣକୁ ମୋ ଛେଳି କାଟିବା ପାଇଁ କିଏ କହିଲା ବୋଲି କହିବାରୁ ଛେଲି ମାଳିକ କୁ ଧକ୍କା ମାରିବା ସହ କଳର ଧରି ଥାନାରେ ପୁରାଇ ଦେବି ବୋଳି ଏଏସଆଇ ସୁମନ ମଲ୍ଲିକ ଧମକ ଦେଇଥିବା

ଅଭିଯୋଗ ହୋଇଛି। ଏହି ଖବର ପ୍ରଚାରିତ ହେବାପରେ ସିନ୍ଧେକେଲା ଥାନା ସାମ୍ନାରେ ଉତ୍ତେଜନା ଦେଖାଦେବା ସହ ଲୋକେ ଏ ପ୍ରକାର କାର୍ଯ୍ୟର ନିନ୍ଦା କରିବାସହ ଦୋଷୀ ଉପରେ କାର୍ଯ୍ୟାନୁଷ୍ଠାନ ନେବାପାଇଁ ଉତ୍ତେଜିତ ଲୋକେ ଦାବି କରିଥିଲେ । ତେବେ ଆଜି ଆଇଆଇସି ଆଲୋକ ବେହେରା ବଲାଙ୍ଗୀର ଏସପି ଅଫିସ କୁ ମିଟିଙ୍ଗ ଯାଇଥିଲେ । ଥାନା ସାମ୍ନାରେ ଉତ୍ତେଜନା ହେଉଥିବା ଜାଣି ବଣିକସଂଘ ସଭାପତି ସୁବାସ ଜୈନ, ପୂର୍ବତନ ସରପଞ୍ଚ ନରେଶ ଅଗ୍ରବାଲ , ସମାଜ ସେବୀ ଅନିଲ କୁମାର ତ୍ରିପାଠୀ , ଜିଲ୍ଲା ବିଜେପି ସମ୍ପାଦକ ଅନିଲ ନାଏକ ,ସାମ୍ବାଦିକ ଦିନେଶ ଜୈନ ପ୍ରମୁଖ ପହଞ୍ଚି ଥାନାଧିକାରି ନାହାନ୍ତି ତାଙ୍କୁ ଫୋନରେ ଜଣାଇବା ପରେ ସେ ଦୋଷୀ ବିରୁଦ୍ଧ ରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପ୍ରତିଶୃତି ଦେଇଛନ୍ତି କହିବାରୁ ଉତ୍ତେଜନା କମିଥିଲା। ପରେ ଆଇଆଇସି ଶ୍ରୀ ନାଏକ ଥାନାକୁ ପହଞ୍ଚି ଛେଳି ମାଳିକ ସଂକୀର୍ତ୍ତନ ଗୁରୁ ଓ ତାଙ୍କ ପରିବାର ବର୍ଗଙ୍କ ସହ ଆଲୋଚନା କରିବାସହ ଦୋଷୀ କୁ ଆଇନ ଅନୁଯାଇ ପଦକ୍ଷେପ ନେବାର ଦୃଢ ପ୍ରତିଶୃତି ଦେଇଥିଲେ। ଏବଂ ପରିବାର ବର୍ଗ କିପରି ନ୍ୟାୟ ପାଇବାକୁ ଚାହୁଁଛନ୍ତି ବୋଳି ଆଇଆଇସି ପଚାରିଥିଲେ। ଛେଳି ମାଳିକ ଙ୍କ ପରିବାର ପକ୍ଷରୁ ଛେଳିର କ୍ଷତିପୂରଣ ଯୋଗାଇ ଦେବା ପାଇଁ ଦାବି କରିଥିଲେ । ତେବେ ଆଜି ଏହି ଘଟଣା ଉପରେ ବଲାଙ୍ଗୀର ଏସପି ନିତିନ କୁସଲକର ଏଏସଆଇ ସୁମନ ମଲ୍ଲିକ କୁ ନିଲମ୍ବିତ କରିଥିବା ଜଣାପଡିଛି। 


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like