-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ମହିମା ଆଶ୍ରମ ର ବାର୍ଷିକୋତ୍ସବ ପାଳନ

01-Jan-2022



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ)// ଦୀର୍ଘ ୧୦ ବର୍ଷ ହେବ ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପାଇକମାଲ ବ୍ଲକ ଅଧିନରେ ଯାଉଥିବା ବୁକୁରାମୁଣ୍ଡା ,ପଲସାନୀ ଓ ମହୁଲପାଲି ତ୍ରିବେଣୀ ଛକ ଠାରେ  ଅଞ୍ଚଳ ର ଆବାଳବୃଦ୍ଧବନିତା ଙ୍କ ଅକ୍ଳାନ୍ତ ପ୍ରଚେଷ୍ଟା ରେ ଗଢ଼ିଉଠିଥିବା ମହିମା ଧୂନୀ ମନ୍ଦିର ନିର୍ମାଣ ହୋଇ ପ୍ରତିବର୍ଷ ଶ୍ରାବଣ ପୂର୍ଣ୍ଣିମା ଦିବସରେ ବହୁ ଦୂରରୁ ମହିମାଧର୍ମୀ ଭକ୍ତ ବୃନ୍ଦ ଆସି ଏକାକାର ଭାବେ ନବାନ୍ନ ଭକ୍ଷଣ ର ପରମ୍ପରା ପରେ ଆଜକୁ ଦିର୍ଘ ୬ ବର୍ଷ ହେଲା କଳୁଷିତ ସମାଜ କୁ ପରିବର୍ତ୍ତନ ଆଣିବା ପାଇଁ ଜାନୁଆରୀ ୧ ନୂତନ ବର୍ଷ ରେ ସାଧୁ ଶିରିଜା ବାବା ଙ୍କ ପ୍ରଚେଷ୍ଟା ରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ  ସହ ପଦ୍ମପୁର ଉପଖଣ୍ଡ ଅଞ୍ଚଳ ରୁ ହଜାର ହଜାର ସଂଖ୍ୟାରେ ଜନସାଧାରଣ ଙ୍କ ସମାଗମ ହୋଇ ଆସୁଛି lଏପରିପ୍ରେକ୍ଷୀ ରେ  ମହିମା ଆଶ୍ରମ କମିଟି ଗଠନ ହୋଇ ସମସ୍ତ ଦାୟିତ୍ବ ସାଧୁ

ଶିରିଜା ବାବା ପ୍ରଦାନ କରିଦେଇଥାନ୍ତି lଏବର୍ଷ ମନୋରଞ୍ଜନ କାର୍ଯ୍ୟକ୍ରମ ପାଇଁ ସୁଦୂର ସୋନପୁର ଜିଲ୍ଲା ବିନକା ଅଞ୍ଚଳ ର ଡଭଲା ଗ୍ରାମ ର ପାରାୟଣ ଗାୟିକା ସୁଶ୍ରୀ ବନ୍ଦିତା ନାୟକ, ପ୍ରବଚିକା ଭାବେ ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ସର୍ଗିବାହାଲ ନିକଟସ୍ଥ ଧଅଁରାମୁଣ୍ଡାର ଶ୍ରୀମତୀ ସ୍ନେହଲତା ସାହୁ, ଆଞ୍ଚଳିକ ଭଜନ କୀର୍ତ୍ତନ ଦଳ ଲହଙ୍ଗୀର,ପଲସାନୀ,ମହୁଲ ପାଲି,ଖୁର୍ଷାପାଲି ଏବଂ ଫୁଲେରପାଲି ରୁ ଆସି ତାଙ୍କ କାର୍ଯ୍ୟକ୍ରମ ମାନ ପ୍ରଦର୍ଶନ କରି ଭକ୍ତ ଙ୍କ ହୃଦୟ ଜିଣିନେଇଥିଲେ lଚଳିତ ୨୦୨୨ ବର୍ଷ ପାଇଁ ମହିମା ଆଶ୍ରମ କମିଟି ର ଭଲମନ୍ଦ ତଦାରଖ କରିବା ସକାଶେ ଯଥାକ୍ରମେ: ସଭାପତି ଭାବେ

ଶ୍ରୀମାନ ଛବିଳ ବାରିକ, ଉପସଭାପତି ଡାକ୍ତର ପ୍ରଧାନ ସମ୍ପାଦକ ଭାବେ ଅଶୋକ ଭୋଇ,ସହ ସମ୍ପାଦକ ଭାବେ ପିତବାସ ଭୋଇ କୋଷାଧ୍ୟକ୍ଷ ଭାବେ ଭିଷ୍ମଦେବ ସାହୁ, କିଶୋର ରଣା ଥିବାବେଳେ ଉପଦେଷ୍ଟା କମିଟିରେ ସର୍ବଶ୍ରୀ:-ଟଙ୍କଧର ପ୍ରଧାନ, ଚିତ୍ତରଞ୍ଜନ ସାହୁ,ପୂର୍ଣ୍ଣାନନ୍ଦ ବାରିକ, ଯୋଗେଶ୍ୱର ପ୍ରଧାନ ଙ୍କୁ ଅଞ୍ଚଳ ବାସୀ ଦାୟିତ୍ଵ ପ୍ରଦାନ କରିଛନ୍ତି lଚଳିତ ବର୍ଷ ହଜାର ହଜାର ଦର୍ଶକ ତଥା ଆଗମନ କୁ ଦେଖି ପଦ୍ମପୁର ଆସିଥିବା ଏକ ବୁଦ୍ଧିଜୀବୀ ପ୍ରତିନିଧି ଦଳ ହତବାକ ହୋଇ କମୀଟି ର ସମସ୍ତ ସଦସ୍ୟ ଙ୍କୁ ଧନ୍ୟବାଦ ସହ ସାଧୁବାଦ ଜଣାଇଛନ୍ତି l  ସମସ୍ତଙ୍କ ପାଇଁ ଅନ୍ନଛତ୍ର ର ବ୍ୟବସ୍ଥା ମଧ୍ୟ ହୋଇଥିଲା ବୋଲି ଆମ ପ୍ରତିନିଧି ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like