-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ନିଆରା ଢଙ୍ଗରେ ଶିକ୍ଷକ ଙ୍କ ନୂଆବର୍ଷ ପାଳନ

01-Jan-2022



ପଦ୍ମପୁର:-ବାଦିକଟା କ୍ଲଷ୍ଟର ର ସି.ଆର.ସି.ସି.ଶ୍ରୀମାନ ଧରଣୀ ଧର ଶବର ଙ୍କ ପ୍ରସ୍ତାବ କ୍ରମେ ଶିକ୍ଷକ ଗଣ ନୂତନ ବର୍ଷ ପ୍ରାରମ୍ଭିକ ଦିବସ ରେ କୌଣସି ଭୋଜିଭାତ ନ କରି ସମାଜ ର ଗରିବ, ନିଃସହାୟ,ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗ ମାନଙ୍କୁ ଶୀତ ବସ୍ତ୍ର ଖଣ୍ଡିଏ ଲେଖାଏଁ ବଣ୍ଟନ କରି ଆଜି ଅଭିନଵ ଶୈଳୀରେ   ନୂଆବର୍ଷ ପାଳନ କରିଛନ୍ତି l ସରେଇକେଲା ଗ୍ରାମର ଦାୟିତ୍ୱ ସମ୍ପନ୍ନ ଦୁଇଜଣ ଶିକ୍ଷକ ନିରାକାର ପ୍ରଧାନ, ପୂର୍ଣ୍ଣ ନେଗୀ ସରେଇକେଲା ଗ୍ରାମର 20ଜଣ ବରିଷ୍ଠ ନାଗରିକ ଙ୍କୁ ଚି଼ହ୍ନଟ କରିଥିଲେ  l ଆଜିର ଦିନରେ ଶିକ୍ଷକ ଗଣ ମହାନନ୍ଦ ବରିହା, ସୁଭଦ୍ରା ନେଗୀ, ମନୋହର ବରିହା, ଚିଦାନନ୍ଦ ସାହୁ, ଚକାମନ ସୁନା, ଶୋଭାସାଗର ମେହେର, ନିରାକାର ପ୍ରଧାନ, ପୂର୍ଣ୍ଣନେଗୀ, ବୈଷ୍ଣବ ପଟେଲ, ବସନ୍ତ ଡନସନା, ବିନୋଦ ଚୋଖି, ଦିଲ୍ଲୀପ କୁମାର ଭୋଇ, ଦେବାଶିଷ ନାଗ, ପିଛାଲୁ ବାରିକ, ସୁଶୀଲ କୁ. ପ୍ରଧାନ, ଜିତେନ୍ଦ୍ର ସାହୁ,ବିନୋଦ ପ୍ରଧାନ, ସୁଷମା ପାତ୍ର, ତପସ୍ୱିନୀ କିସାନ,ଧରଣୀଧର ଶବର  ଆଦି 20 ଜଣ ବରିଷ୍ଠ ନାଗରିକଙ୍କୁ କମ୍ବଳ ଖଣ୍ଡିଏ ଲେଖାଏଁ ଦେଇ ତାଙ୍କ ଠାରୁ

ଆଶୀର୍ବାଦ ଗ୍ରହଣ କରିଥିଲେ l ପ୍ରତିବର୍ଷ ନୂଆବର୍ଷ ପ୍ରାରମ୍ଭିକ ଦିବସ କୁ ଏହିପରି ପାଳନ କରାଯିବ ଏବଂ ଜୀବନ ବ୍ୟାପି କରିବା ପାଇଁ ଉପସ୍ଥିତ ଶିକ୍ଷକ ଶିକ୍ଷୟତ୍ରୀ  ଗଣ ଶପଥ ନେଇଥିଲେ l ସମାଜପାଇଁ ଆହୁରି ଅନେକ କାର୍ଯ୍ୟକ୍ରମ ଆଗାମୀ ଦିନରେ କରିବାକୁ ଶ୍ରୀମାନ ଶବର ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ l ନୂତନ ବର୍ଷ ର ପ୍ରଥମ ଦିବସ ରେ ଶିକ୍ଷକ ଶିକ୍ଷୟତ୍ରୀ ଙ୍କ ଏହିପରି ମହତ ଓ ନିଆରା  କାର୍ଯ୍ୟକ୍ରମ କୁ ସରେଇକେଲା ଗ୍ରାମର ତଥା ଅଞ୍ଚଳ ବାସି ପ୍ରଶଂସା କରୁଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like