-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ଗନ୍ଧମାର୍ଦ୍ଦନ ସୁରକ୍ଷା ପରିଷଦ ତରଫରୁ ସଂକଳ୍ପ ସମାବେଶ

01-Jan-2022



ପଦ୍ମପୁର/ଖପ୍ରାଖୋଲ:-ପ୍ରତିବର୍ଷ ଭଳି ଆଜି ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ମାଟିଆଭଟ୍ଟା ଗ୍ରାମ ଠାରେ ଗନ୍ଧମାର୍ଦ୍ଦନ ସୁରକ୍ଷା ପରିଷଦ ପକ୍ଷରୁ ୪୦ତମ ସଙ୍କଳ୍ପ ସମାବେଶ ଅନୁଷ୍ଠିତ ହୋଇଯାଇଛି l ବଲାଙ୍ଗୀର ଜିଲ୍ଲା ହରିଶଙ୍କର ଶାଖା ଖପ୍ରାଖୋଲ ର ସଂଯୋଜକ ଶ୍ରୀମାନ ଟେକେନ୍ଦ୍ର ଜାଲ ଙ୍କ ଆହ୍ୱାନ କ୍ରମେ ଶ୍ରୀମାନ ରାଜକୁମାର ସେଠ ବୈଠକ ସଞ୍ଚାଳନ ଓ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ lଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ଆନ୍ଦୋଳନ ର ବରିଷ୍ଠ ମାର୍ଗଦର୍ଶକ ସ୍ବାମୀ ସୋମବେଶ ସ୍ୱରସ୍ୱତୀ, କେନ୍ଦ୍ରୀୟ ଆବାହକ ଶ୍ରୀ ରବିନାରାୟଣ ସାହୁ ଏବଂ ନୂତନ ନିର୍ବାଚିତ ଖପ୍ରାଖୋଲ ବ୍ଳକ ଆବାହକ ଅଭିଳାଷ ଭୋଇ ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା lପଣ୍ଡିତ ମଧୂସୁଦନ ସାହୁ ଯଜ୍ଞକାର୍ଯ୍ୟ ପରିଚାଳନା କରିଥିଲେ lଯଜ୍ଞରେ କର୍ତ୍ତା ଭାବେ ବରଗଡ ଜିଲ୍ଲା ପଦ୍ମପୁର ଅଞ୍ଚଳ ର ବିଶିଷ୍ଟ ଆଇନଜୀବୀ ଶ୍ରୀମାନ ପ୍ରଶାନ୍ତ ମାଝୀ ଏବଂ ତାଙ୍କ ଧର୍ମପତ୍ନୀ ଶ୍ରୀମତୀ ସଞ୍ଜୁକ୍ତା ମାଝୀ ଯୋଗଦାନ କରି ଯଜ୍ଞକାର୍ଯ୍ୟ ଟିକୁ ଆଗେଇ ନେଇଥିଲେ lସ୍ୱର୍ଗତ ସଂଗ୍ରାମୀ ମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ, ତୃଟି ପୂର୍ଣ୍ଣ ଇତିହାସ ର ସଂଶୋଧନ ଗନ୍ଧମାର୍ଦ୍ଦନ ପର୍ବତମାଳା ର ସୁରକ୍ଷା ପାଇଁ ଲୋକସଭା ଏବଂ ବିଧାନସଭା ରେ ଆଇନ ପ୍ରଣୟନ ଆଦି ଉପରେ ବିଶଦ ଭାବେ ଆଲୋଚନା ପର୍ଯ୍ୟାଲୋଚନା ହୋଇଥିଲା lଏହି ଗୁରୁତ୍ୱପୂର୍ଣ୍ଣ ଆଲୋଚନା ରେ ଭାଗନେଇ ସର୍ବଶ୍ରୀ:-ପାଲା ସାଗର ଭୋଇ, ନୀଳମାଧବ ପାଣିଗ୍ରାହୀ, ଦେବରାଜ ଭୁଏ, ମୀନକେତନ ସାହୁ, ସାଗର ମେହେର,ମଲଖାନ ସିଂ,ଜଶଲାଲ ବାବା, ସୁଶିଲ ନାୟକ ପ୍ରମୁଖ ଅଂଶ ଗ୍ରହଣ କରି  ତାଙ୍କ ନିଜସ୍ୱ ମତାମତ ପ୍ରଦାନ କରିଥିଲେ lଆଗାମୀ ଜାନୁୟାରୀ ଶେଷ ସପ୍ତାହରେ ଖପ୍ରାଖୋଲ ବ୍ଳକ ଠାରେ ଆନ୍ଦୋଳନ କାର୍ଯ୍ୟକ୍ରମ କରିବା ପାଇଁ ଆବାହକ ଅଭିଳାଷ ଭୋଇ ସୂଚନା ପ୍ରଦାନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like