-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ଦିବ୍ୟାଙ୍ଗ ଛାତ୍ର ଛାତ୍ରୀଙ୍କୁ ଶୈକ୍ଷିକ ସହାୟତା ପ୍ରଦାନ ନିମନ୍ତେ ତାଲିମ ଶିବିର

01-Jan-2022



ବଲାଙ୍ଗୀର ସ୍ଥାନୀୟ ପି.ପି. ଏକାଡେମୀ ଠାରେ ସମଗ୍ର ଶିକ୍ଷା ବଲାଙ୍ଗିର ଆନୁକୁଲ୍ୟରେ ଦିବ୍ୟାଙ୍ଗ ଛାତ୍ର ଛାତ୍ରୀମାନଙ୍କୁ ଅନ୍ତର୍ନିବେଶୀ ଶିକ୍ଷା ମାଧ୍ୟମରେ ଶୈକ୍ଷିକ ତଥା ତଥ୍ୟ ଭିତ୍ତିକ ଶିକ୍ଷା ପ୍ରଦାନ ନିମନ୍ତେ ସମସ୍ତ ବ୍ଲକର ବିଶେଷ ଆବଶ୍ୟକତା ଥିବା ଶିଶୁମାନଙ୍କ ନିମନ୍ତେ ନିଯୁକ୍ତିପ୍ରାପ୍ତ ବ୍ଲକ ସାଧନକର୍ମୀମାନଙ୍କୁ ନେଇ ତିନି ଦିନିଆ ଶୈକ୍ଷିକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନି ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସିନୁ ସୁନ୍ଦର ପାଢୀଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ କେଶବ ଚନ୍ଦ୍ର ମେହେର ମୁଖ୍ୟ ଅତିଥି ଓ ଅନ୍ତର୍ନିବେଶୀ ଜିଲ୍ଲା ସଂଯୋଜକ, ସମଗ୍ର ଶିକ୍ଷା ପ୍ରଶାନ୍ତ ସରାଫ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ତାଲିମ ଶିବିରର ସାଧନ କର୍ମୀ ଭାବେ ପ୍ରଜ୍ଞା ପରିମିତା ବହିଦାର, ଦିବ୍ୟକାନ୍ତ ମେହେର ଓ ଭାରତୀ ପଟ୍ଟନାୟକ ଯୋଗଦେଇ ଜାତୀୟ ଶିକ୍ଷାନୀତି -୨୦୨୦, ଭାଷା, ଗଣିତ ଓ ଇଂରାଜି ଉପରେ ସାଧାରଣ ଛାତ୍ର ଛାତ୍ରୀମାନଙ୍କ ସହିତ ଦିବ୍ୟାଙ୍ଗ ଛାତ୍ର ଛାତ୍ରୀମାନଙ୍କୁ ଏକ ଶ୍ରେଣୀ ପ୍ରକୋଷ୍ଠରେ ଅନ୍ତର୍ନିବେଶୀ ଶିକ୍ଷା ମାଧ୍ୟମରେ କିଭଳି ଶିକ୍ଷାଦାନ ଦିଆଯାଇ ପାରିବ ସେ ଉପରେ ତାଲିମ ପ୍ରଦାନ କରିଥିଲେ । ଉଦ୍‌ଯାପନି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଶିକ୍ଷାଧିକାରୀ ରାଘବ ପାଣିଗ୍ରାହୀ ଓ ଲୋକନାଥ ସୁନା ଯୋଗଦେଇ ତାଲିମର ବିଷୟବସ୍ତୁ ଛାତ୍ର ଛାତ୍ରୀମାନଙ୍କ ପାଖରେ ଠିକ୍ ଭାବରେ ପ୍ରୟୋଗ କରିବା ନିମନ୍ତେ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମକୁ ବଙ୍ଗୋମୁଣ୍ଡା ବ୍ଲକ ସାଧନକର୍ମୀ ଲକ୍ଷ୍ମୀକାନ୍ତ ଷଡଙ୍ଗୀ ସଂଯୋଜନା କରିଥିବା ବେଳେ ଆଗଲପୁର ବ୍ଲକ ସାଧନକର୍ମୀ ନବ କିଶୋର ସାମଲ ତାଲିମ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଶେଷରେ ପୁଇଁନ୍ତଲା ବ୍ଲକ ସାଧନକର୍ମୀ ଅଳକା ଦାଶ ଧନ୍ୟବାଦ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like