-+91-9937148622 |
prerana_bgr@rediffmail.com |
Thursday 24th September 2026 |
R.N.I. Regd No. ODIODI/2010/46693
Breaking News
02-Jan-2022
ସୁବର୍ଣ୍ଣପୁର!// ଗତକାଲି ଅପରାହ୍ନ ରେ ଜିଲ୍ଲାପାଳ ତଥା ଆଞ୍ଚଳିକ ପରିବହନ ପ୍ରାଧିକରଣ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଗୁଡ଼ ସାମରିଟନ ପଲିସି ଅଧୀନରେ ଜିଲ୍ଲାର ୩ଜଣ ଶ୍ରୀ ଶିବ ଶଙ୍କର ନାଏକ, ବୁଢାରଜା ଛକ, ସୋନପୁର, ଭୀମ ମୁନା, ଜନମୁରା, ଚିତ୍ତରଞ୍ଜନ ଭୋଇ,
ପଟାଭାଡ଼ି, ସୋନପୁର ପ୍ରତ୍ୟେକ ବ୍ୟକ୍ତିଙ୍କୁ ୨୦୦୦ ଟଙ୍କା ଲେଖାଏଁ ଓ ପ୍ରମାଣ ପତ୍ର ପ୍ରଦାନ କରି ସମ୍ମାନିତ କରିଛନ୍ତି l ପରିବହନ ଅଧିକାରୀଙ୍କ କାର୍ଯ୍ୟାଳୟ ରେ ଅନୁଷ୍ଠିତ ଏହି ସମର୍ଦ୍ଧନା କାର୍ଯ୍ୟକ୍ରମ ରେ ଆଞ୍ଚଳିକ ପରିବହନ ଅଧିକାରୀ ସୁବର୍ଣ୍ଣପୁର ଶ୍ରୀ ରବିନ୍ ପଟ୍ଟନାୟକ,ଅତିରିକ୍ତ ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ଶିବାଶିଷ ସାହୁ ଏବଂ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।