-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାରେ ଆଜି ୪୩ କରୋନା ସଂକ୍ରମିତ ଚିହ୍ନଟ-  ଜିଲ୍ଲାରେ ମୋଟ ପଜିଟିଭ ସଂଖ୍ୟା ୭୩୬୪ 

10-Nov-2020



ବଲାଙ୍ଗିର, (ରିତୁରାଜ ସିଂହ) ବଲାଙ୍ଗୀର ଜିଲ୍ଲାରୁ ଆଜି ୪୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିସାଇ ଆଜି ଜିଲ୍ଲାରେ ମୋଟ ୭୩୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଆଗଲପୁର ବ୍ଲକର ଭରସୁଜାରୁ ଜଣେ, ବଙ୍ଗୁମୁଣ୍ଡା ବ୍ଲକର ବଙ୍ଗୋମୁଣ୍ଡାରୁ ୨ଜଣ, ବିରିପାଲିରୁ ୫ଜଣ, ଝରିଏଲରୁ ୧ଜଣ, ସିନ୍ଧେକେଲାରୁ ୩ଜଣ ଚିହ୍ନଟ ହୋଇଛନ୍ତି । ବେଲପଡା ବ୍ଲକର ବେଲପଡାରୁ ଜଣେ, ଦେଓଗାଁ ବ୍ଲକରକୁତୁର୍ଲାରୁ ୪ଜଣ ଚିହ୍ନଟ ହୋଇଛନ୍ତି । ଗୁଡଭେଲା ବ୍ଲକର ଗୁଡଭେଲା, ଘୁନା ଓ ଜାମୁଟରୁ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କଂଟାବାଞ୍ଜି ଏନ୍‌ଏସିର ୱାର୍ଡ ନଂ- ୨ଠ ଓ ୱାର୍ଡ ନଂ-୧୫ରୁ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଖପ୍ରାଖୋଲ ବ୍ଲକର ଲାଠୋର, ଓଡିଆପାଲି ଓ ସହଜପାନିରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 
  ମୁରିବାହାଲ ବ୍ଲକର ପତ୍ରାପାଲିରୁ ଜଣେ, ମୁରିବାହାଲରୁ ୨ଜଣ, ଗୁଡିଘାଟରୁ ଜଣେ, ସିରୋଲରୁ ଜଣେ ଓ ଡଙ୍ଗରପଡାରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 
   ପାଟଣାଗଡ଼ ବ୍ଲକର ଧୁବଲପଡା ଓ ଡଙ୍ଗାବାହାଲ ଗାଁ ରୁ ଜଣେ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେିପରି ପାଟଣାଗଡ ଏନ୍‌ଏସିର ୱାର୍ଡ ନଂ-୭ରୁ ଜଣେ ସଂକ୍ରମିତକୁ ଚିହ୍ନଟ କରାଯାଇଛି । 
 ସେହିପରି ପୁଇଁତଳା ବ୍ଲକର ବହଲପଦର ଗାଁ ରୁ ଜଣେ, ସଇଁତଳା ବ୍ଲକର ସଇଁତଳା, କୁମ୍ଭାରୀ, ଧରବଗଡ଼ ଓ କୁଇକେଡାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 
  ଟିଟିଲାଗଡ଼ର କତରକେଲା ଓ ସୁର୍ଡାରୁ ଜଣେ ଲେଖାଏଁ ତଥା ଟିଟିଲାଗଡ଼ ମୁନିସିପାଲିଟିର ୱାର୍ଡ ନଂ ୬ ରୁ ୨ଜଣ କରୋନା ପଜିଟିଡ଼ ଚିହ୍ନଟ ହୋଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like