-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   (05-Jul-2026)       ||      ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   (05-Jul-2026)       ||      ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||     

HOME   ଜିଲ୍ଲା

ଆସନ୍ତାକାଲିଠୁ ଶୀତ ଲହରି; ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

02-Jan-2022



ଭୁବନେଶ୍ୱର: ଖସୁଛି ପାରଦ, ବଢୁଛି ଶୀତ। ଆସନ୍ତାକାଲି ଅର୍ଥାତ ଜାନୁଆରୀ ୩ ତାରିଖରୁ ଫେରିବ ଶୀତ ଲହରି। ରାଜ୍ୟରେ ଏବେ ସ୍ବାଭାବିକ ଶୀତ ପରିଲକ୍ଷିତ ହେଉଥିବା ବେଳେ ଆସନ୍ତା ପାଞ୍ଚ ଦିନ ପର୍ଯ୍ୟନ୍ତ ପାଗ ପ୍ରାୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡିଶାରେ ହାଲୁକା କୁହୁଡି ଦେଖାଦେବାର ସମ୍ଭାବନା ରହିଛି। ରବିବାର ସକାଳ ୮ଟା ୩୦ ମଧ୍ୟରେ ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦେଖାଦେବ। ଏହାସହ ଆସନ୍ତା ୩ ଦିନ ମଧ୍ୟରେ ରାତିର ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ନେଇ କେନ୍ଦ୍ର ଆକଳନ କରିଛି।

ତେବେ ଆସନ୍ତା ୩ ତାରିଖରୁ ପୁଣି ଶୀତ ଲହରି ଫେରିବ। କୋଲ୍ଡ ୱେଭ୍ ନେଇ ପଶ୍ଚିମ ଓଡିଶାରେ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   05-Jul-2026
  ରାଜ୍ୟ  
ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   05-Jul-2026
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026

You Might Also Like