-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ବୀରତା ଦିବସ: ଦେଶ ପାଇଁ ସହିଦ ମାଧୋ ସିଂଙ୍କ ବଳିଦାନ ଅତୁଳନୀୟ – ସୁଶାନ୍ତ ସିଂ

02-Jan-2022



ଭୁବନେଶ୍ୱର(: ଦେଶର ସ୍ୱାଧୀନତା ପାଇଁ ବ୍ରିଟିଶ୍ ଶାସକଙ୍କ କବଳରୁ ଭାରତମାତାକୁ ରକ୍ଷା କରିବା ପାଇଁ ଅନେକ ବୀର ଜୀବନ ଦେଇଛନ୍ତି । ସେଥି ମଧ୍ୟରୁ ୧୮୫୭ ମସିହାରେ ମହାନ୍ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଦ୍ୱାରା ବ୍ରିଟିଶ୍ ଶାସକଙ୍କ ବିରୋଧରେ ଚଳାଇଥିବା ସଂଗ୍ରାମରେ ତାଙ୍କୁ ବିଭିନ୍ନ ଅଞ୍ଚଳରୁ ଯେଉଁ ସହଯୋଗ ମିଳିଥିଲା, ସେଥିମଧ୍ୟରୁ ବରଗଡ ଜିଲ୍ଲା ଘେଂସ ଜମିଦାର ମାଧୋ ସିଂହ ଓ ତାଙ୍କ ପରିବାରର ଅବଦାନ ଅତୁଳନୀୟ ଥିଲା । ଭାରତୀୟ ମୁକ୍ତି ସଂଗ୍ରାମରେ ଝାସ ଦେଇ ଏହି ପରିବାରର ମାଧୋ ସିଂହଙ୍କ ସମେତ ତାଙ୍କର ୪ ପୁଅ-ହଟେ ସିଂ, କୁଞ୍ଜଳ ସିିଂ, ବୈରୀ ସିଂ ଓ ଐରୀ ସିଂ ଓ ତାଙ୍କ ଜ୍ୱାଇଁ ମଧ୍ୟ ଦେଶ ପାଇଁ ପାଇଁ ପ୍ରାଣବଳି ଦେଇଥିଲେ । ଆଜିର ଯୁବପିଢି ମଧ୍ୟରେ କେବଳ ଓଡିଶା କାହିଁକି ସାରା ଭାରତ ବର୍ଷ ସହିଦ ମାଧୋ ସିଂ ଓ ତାଙ୍କ ପରିବାରର ବୀରତ୍ୱ ଓ ବଳିଦାନର କାହାଣୀ ସମ୍ପର୍କରେ ଜାଣିବାର ଆବଶ୍ୟକତା ରହିଛି ବୋଲି ଆଜି ଅପରାହ୍ଣରେ ଲୋକସମ୍ପର୍କ ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ଜାତୀୟ ବୀରତା ଦିବସ ପାଳନ ଅବସରରେ ମୁଖ୍ୟଅତିଥି ଭାବେ ଯୋଗଦେଇ ରାଜ୍ୟ ଗ୍ରାମ୍ୟ ଉନ୍ନୟନ, ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ମନ୍ତ୍ରୀ ସୁଶାନ୍ତ କୁମାର ସିଂହ ପ୍ରକାଶ କରିଛନ୍ତି ।

ବୈଠକର ପ୍ରାରମ୍ଭରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ କ୍ରାନ୍ତିବୀର ସହିଦ ମାଧୋ ସିଂଙ୍କର ବଳିଦାନ ସଂପର୍କିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା କରାଯାଇଥିବା ଟ୍ୱିଟ୍‌କୁ ପ୍ରଦର୍ଶିତ କରାଯାଇଥିଲା । ଉଭୟ ଆଭାସୀ ଓ ମଞ୍ଚ ବ୍ୟବସ୍ଥା ମାଧ୍ୟମରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ସହିଦ କୁଞ୍ଜଳ ସିଂ କ୍ଲବ, ଘେଁସ୍ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ଦିବସରେ ପ୍ରଥମେ ଅତିଥି ଭାବେ ସହିଦ ମାଧୋ ସିଂଙ୍କ ଫଟୋ ଚିତ୍ରରେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ମୁଖ୍ୟଅତିଥି ଶ୍ରୀ ସିଂ ତାଙ୍କ ଅଭିଭାଷଣରେ ମାଧୋ ସିଂଙ୍କ ସ୍ମୃତିରେ ଘେଁସଠାର ରହିଥିବା ସହିଦ ସ୍ମୃତିପୀଠର ସୁରକ୍ଷା, ସହିଦ କୁଞ୍ଜଳ ସିଂ ପାର୍କ ନିର୍ମାଣ ଓ ନୂତନ କଲ୍ୟାଣ ମଣ୍ଡପ ଆଦି ନିର୍ମାଣ କରାଯାଉଥିବା ସମ୍ପର୍କରେ ପ୍ରକାଶ କରିଥିଲେ । ସୂଚନା ଓ ଲୋକ ସଂପର୍କ ବିଭାଗ ନିର୍ଦ୍ଦେଶକ ତଥା ସ୍ୱତନ୍ତ୍ର ଶାସନ ସଚିବ ଇନ୍ଦ୍ରମଣି ତ୍ରିପାଠୀ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା ପୂର୍ବକ ସ୍ୱାଗତ ଭାଷଣ ପ୍ରଦାନ କରି ସହିଦ ମାଧୋ ସିଂ ଓ ତାଙ୍କ ପରିବାରର ବଳିଦାନର କାହାଣୀ ଇତିହାସରେ ବିରଳ ବୋଲି ପ୍ରକାଶ କରିଥିଲେ । ସମ୍ମାନିତ ଅତିଥି ଭାବେ ଉତ୍କଳ ପ୍ରସଙ୍ଗ ଏବଂ ଓଡିଶା ରିଭ୍ୟୁର ସଂପାଦକ ଡକ୍ଟର ଲେନିନ୍ ମହାନ୍ତି ଯୋଗଦେଇ ସହିଦ ମାଧୋ ସିଂଙ୍କ ପରି ଆମ ଦେଶ ପାଇଁ ପ୍ରାଣ ବଳି ଦେଇଥିବା ପୂର୍ବସୂରୀମାନଙ୍କ ପ୍ରଦର୍ଶିତ ଆଦର୍ଶରେ ଅନୁପ୍ରାଣିତ ହୋଇ ଦେଶ ଓ ଜାତିପାଇଁ କାମ କରିବାକୁ ଆହ୍ୱାନ ଦେଇଥିଲେ । ମୁଖ୍ୟବକ୍ତା ଭାବେ ବିଶିଷ୍ଟ ଶିକ୍ଷାବିତ୍ ତଥା ଗବେଷକ ଡଃ. ସୁବାସ ମେହେର ଯୋଗଦେଇ ଶହୀଦ୍ ମାଧୋ ସିଂ କିପରି ଶକ୍ତିଶାଳୀ ଇଂରେଜ ଶାସକ ବିରୁଦ୍ଧରେ ରଣକୌଶଳ ପ୍ରସ୍ତୁତି କରୁଥିଲେ ସେ ସମ୍ପର୍କରେ ଉପସ୍ଥାପନ କରିବା ସହିତ ତାଙ୍କର ବଳିଦାନର କାହାଣି ସଂପର୍କରେ ସାହିତ୍ୟ ଓ ଇତିହାସରେ ସ୍ଥାନିତ କରାଯିବା ଉପରେ ଗୁରୁତ୍ୱାରୋପ କରିଥିଲେ । ସମ୍ମାନିତ ବକ୍ତା କୁଞ୍ଜଲ ସିଂ କ୍ଲବ, ଘେଁସର ସଭାପତି ଅଶୋକ କୁମାର ପୁଜାହାରୀ, ମାଧୋ ସିଂଙ୍କର ସ୍ମୃତିର ପ୍ରଚାର ପ୍ରସାର ପାଇଁ ତାଙ୍କର ଅନାଲୋଚିତ ବହୁ ଗବେଷଣାତ୍ମକ ତଥ୍ୟ ଯାହାକି ଜାତୀୟ ଚେତନାକୁ ଉଦ୍‌ବୁଦ୍ଧ କରିବ, ସେ ସମ୍ପର୍କରେ ପ୍ରକାଶନ କରାଯିବା ଉପରେ ମତ ଉପସ୍ଥାପନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ସାଂସଦ ପ୍ରଭାସ ସିଂ ଯୋଗଦେଇ ଘେଁସ ଜମିଦାର ପରିବାରଙ୍କ ସରଳତା, ବୀରତ୍ୱ ଓ ଦେଶପ୍ରେମର କାହାଣୀ ଉପରେ ବର୍ଣ୍ଣନା କରିଥିଲେ । ଅତିରିକ୍ତ ନିର୍ଦ୍ଦେଶକ ସୁରେନ୍ଦ୍ରନାଥ ପରିଡା ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ । ସୂଚନା ଅଧିକାରୀ ସଚ୍ଚିଦାନନ୍ଦ ବେହେରା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

• 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like