-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ସହିଦ ଦିବସ ଅବସରରେ ରାଜମିଡିଆ ଲକ୍ଷ୍ମିଟେଲିଭିଜନ ଓ ଭରଷା ପରିବାର ତରଫରୁ ରକ୍ତଦାନ ଶିବିର ଓ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

02-Jan-2022



 ବରଗଡ:-ପବିତ୍ର ସହିଦ ଦିବସ ଅବସରରେ ବରଗଡ ଜିଲ୍ଲା ୫୩ ନମ୍ବର ଜାତୀୟ ରାଜପଥ ବରଗଡ଼-ସମ୍ବଲପୁର ୱେ ଅତାବିରା ଅଗ୍ରସେନ ଭବନ ଠାରେ ରାଜ୍ ମିଡିଆ ଲକ୍ଷ୍ମୀ ଟେଲିଭିଜନ ନେଟୱର୍କ ଉଦ୍ୟମରେ ଭରଷା ପରିବାର ଓ ଭିମସାର ବୁର୍ଲା ରକ୍ତଭଣ୍ଡାରର ମିଲିତ ଆନୁକୁଲ୍ୟରେ ସ୍ୱେଚ୍ଛାକୃତ ରକ୍ତଦାନ ଏବଂ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ସର୍ବପ୍ରଥମେ ଜଗତର ନାଥ ମହାପ୍ରଭୁ ଜଗନ୍ନାଥ ଏବଂ ମାଁ ସମଲେଇ ଙ୍କ ଫଟୋଚିତ୍ର ରେ ଧୁପ ଦିପ,ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ସୁମଧୁର ଭଜନ ସଂଗିତ ଗାନ କରି କାର୍ଯ୍ୟକ୍ରମ ଟି ଆରମ୍ଭ କରାଯାଇଥିଲା।ରାଜମିଡିଆର ପଶ୍ଚିମ ଓଡିଶା ବ୍ୟୁରୋ ଚିଫ ନବିନ ଦାଶ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ରୁପେ ଯୋଗ ଦେଇ ଥିଲେ ରାଜ ମିଡିଆର ନିର୍ଦେଶକ ରାଜେଶ କୁମାର ମହାନ୍ତି ,ସରୋଲା ପାଢି ସମାଜ ସେବୀ ତଥା ବିଦ୍ରୋହି କବି କୈଲାସ ମହାରଣା,ସମାଜସେବୀ ତଥା ଭରଷା ପରିବାରରୁ ନିହାଲ ସିଂ,ମାମିନା ଖାତୁନ,ଚୁମକି ପାଲ,ଲୋକସାହିତ୍ୟ ଗବେଷକ ତଥା ଅଧ୍ୟାପକ ଡ.ଅଜିତ କୁମାର ନାଥ,ଜେସିଆଇ ରୁ ସମାଜସେବୀ ଅମୃତ କୁମାର ବାରିକ,ସମାଜସେବୀ ଡକ୍ଟର ସୁଷମା ସାହୁ,ସଙ୍ଗୀତ ଶିକ୍ଷକ ଶଙ୍କର ବାରିକ,ଗିତିକାର ମନୋଜ ଭୋଇ, ସମାଜସେବୀ ବୀଣାପାଣି ପଣ୍ଡା,ଦୁର୍ଲ୍ଲଭ ଗଡତିଆ ପ୍ରମୁଖ ଉପସ୍ଥିତ ଥିଲେ।
ସହିଦ ପରିବାର ମାନଙ୍କୁ ଅର୍ପିତ ଆଜିର ଏହି ଅବସରରେ

ଅନୁଷ୍ଠିତ ଏକ ସାଂସ୍କୃତିକ କାର୍ଯ୍ୟକ୍ରମକୁ ପରିଚାଲନା କରିଥିଲେ ଅଧ୍ୟାପକ ଡକ୍ଟର ଅଜିତ କୁମାର ନାଥ।ଏହି ଅବସରରେ ନିର୍ଦ୍ଧାରିତ ଅନୁଯାୟୀ ତିନି ଜଣଙ୍କୁ ଯଥା ଯବାନ,କିଷାନ,ବିଦ୍ୱାନ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।କିଷାନ ବୃଷଭାନୁ ସାହୁ,ଯବାନ ଭୁବନ ବାରିକ୍ ଓ ବିଦ୍ୱାନ ଭୋଜରାଜ ସ୍ୱାଇଁ ଙ୍କୁ ଉପଢୌକନ ଏବଂ ପୁଷ୍ପମାଲ୍ୟ ଦେଇ ସମ୍ବର୍ଦ୍ଧିତ କରା ଯାଇଥିଲା।ରାଜ ମିଡିଆର ନିର୍ଦେଶକ ରାଜେଶ ମହାନ୍ତି,ଏବଂ ସଭାପତି ନବିନ ଦାଶଙ୍କୁ ଉପଢୌକନ ସହ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତକରାଯାଇଥିଲା।ଏହି ଅବସରରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ମନୋଜ ଭୋଇ ଏବଂ ଶଙ୍କର ବାରିକ ପରିଚାଲନା କରିଥିଲେ ଯେଊଁଥିରେ ଜିତେନ୍ଦ୍ରୀୟ ବଢେଇ ଏବଂ ମୁଗ୍ଧା ଦାଶ ସୁମଧୁର ଭଜନ ସଂଗିତ ଗାନକରି କାର୍ଯ୍ୟକ୍ରମ କୁ ଆଗକୁ ବଢାଇଥିଲେ ଏବଂ ସଚେତନତା କାର୍ଯ୍ୟକ୍ରମ ଏବଂ ରକ୍ତଦାନ ଶିବିର କୁ ଅମୃତ ବାରିକଙ୍କ ସହ ଭିମସାର ବୁର୍ଲା ରକ୍ତଭଣ୍ଡାର ର ସଦସ୍ୟ ମାନେ ସୁଚାରୁ ରୁପେ ପରିଚାଲନା କରିବା ସହ ଏଥିରେ   ସ୍ୱେଛ୍ଛାକୃତ ଭାବରେ ୩୬ଜଣ ରକ୍ତଦାତା ରକ୍ତଦାନ କରିଥିବାବେଲେ ୩୬ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା।ଶେଷରେ ଡକ୍ଟର ଅଜିତ କୁମାର ନାଥ ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like