-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଗୋପାଳପୁର : ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ୫୬ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ

02-Jan-2022



ଗୋପାଳପୁର(ଭଗବାନ ପାଢୀ) //ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ୫୬ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ  ହୋଇଯାଇଛି । 
ଏଥିରେ କୁଳପତି ଡ. ଗୋବିନ୍ଦ ଚକ୍ରପାଣି,ପଦ୍ମ ଭୂଷଣ ରମାକାନ୍ତ ରଥ, ପଦ୍ମଶ୍ରୀ ହଳଧର ନାଗ,ରାଜେନ୍ଦ୍ର ମହାପାତ୍ର,ଶାନ୍ତି କବାସୀ, ମନ୍ମଥ କୁମାର ଶତପଥୀ,କୃଷ୍ଣ ଚନ୍ଦ୍ର ତ୍ରିପାଠୀ,ମୃତ୍ୟୁଞ୍ଜୟ ମହାପାତ୍ର,ସଂଘମିତ୍ରା ପତି ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ଅବସରରେ ଭାଷା ପାଇଁ ରମାକାନ୍ତ ରଥଙ୍କୁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଜାତୀୟ ପୁରସ୍କାର, ରାଜେନ୍ଦ୍ର ମହାପାତ୍ର ଓ ଶାନ୍ତି କବାସୀଙ୍କୁ ଦକ୍ଷିଣ ଓଡିଶା ଲୋକ ସଂସ୍କୃତି ସମ୍ମାନ ଭାବେ ପୁରସ୍କୁତ ସହ ବିଭିନ୍ନ କ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରିଥିବା ପ୍ରତିଭାବାନଙ୍କୁ  ସମ୍ମାନିତ କରାଗଲା।

 ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ  ପରିସରେର ଆଜିର ୫୬ ତମ ବିଶ୍ଵବିଦ୍ୟାଳୟ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଷ୍ଠା ଉତ୍ସବରେ ବହୁ ପ୍ରତିଭାବାନ୍ ଯୋଗ ଦେଇଥିବା ବେଳେ ବିଭିନ୍ନ ପୁରସ୍କାରରେ ପୁରସ୍କୃତ ଓ ସମ୍ମାନୀତ କରାଯାଇଥିଲା ।

 ପ୍ରତିଷ୍ଠା ଉତ୍ସବର ମୁଖ୍ୟ ଅତିଥି ଭାବେ  ଲୋକ କବି ରତ୍ନ ତଥା ପଦ୍ମ ଶ୍ରୀ ଡଃ ହଳଧର ନାଗ୍ ଯୋଗ ଦେଇ ଉଚ୍ଚ ଶିକ୍ଷାର ମହତ୍ତ୍ବ ଏବଂ ସାହିତ୍ଯ,  କଳା, ସଂସ୍କୃତିର ଗାରିମା ଉପରେ ଉପଯୋଗୀ ପରାମର୍ଶ ଦେଇଥିଲେ । ବିଶିଷ୍ଟ ଆଧୁନିକ କବି ରମାକାନ୍ତ ରଥଙ୍କୁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଜାତୀୟ ପୁରସ୍କାର ଭାବେ ପୁରସ୍କୃତ କରାଯାଇଥିଲା। ଏକ ଲକ୍ଷ ଟଙ୍କା ସହ ଅଙ୍ଗ ବସ୍ତ୍ର ପ୍ରଦାନ କରାଯାଇ ସମ୍ମାନୀତ କରାଯାଇଥିଲା। ଭଞ କବି, ଭାଷା ଉପରେ ବହୁ ଉପାଦେୟ ବିଷୟ କହିଥିବା ବେଳେ  ଭାଷାକୁ ଉପଯୁକ୍ତ ସମ୍ମାନ ଦେବା ଆବଶ୍ୟକ ବୋଲି କହିଛନ୍ତି । ସେପଟେ ଯୋଡି ଶଙ୍ଖ,  ଚଢେୟା ନୃତ୍ଯ, ରଣପା ଭଳି ବହୁ ଲୋକକଳାରେ ପାରିଦର୍ଶିତା ପ୍ରଦର୍ଶନ କରିଥିବା କଳାକାର ରାଜେନ୍ଦ୍ର ମହାପାତ୍ର ଏବଂ ଆଦିବାସୀ କୋୟା ନୃତ୍ଯ ରେ ଦକ୍ଷତା ପ୍ରତିପାଦନ କରି ସମସ୍ତ ଦେଶରେ ଦୃଷ୍ଟି ଆକର୍ଷଣ କରିଥିବା ସଂସ୍କୃତି ପ୍ରେମୀ ଶାନ୍ତି କବାସୀଙ୍କୁ ଦକ୍ଷିଣ ଓଡିଶା ଲୋକ ସଂସ୍କୃତି ସମ୍ମାନ ଭାବେ ସମ୍ମାନିତ କରାଯାଇଥିଲା । ବିଶିଷ୍ଟ ଲେଖକ,  ନିର୍ଦ୍ଦେଶକ,  ପ୍ରଯୋଜକ ମନ୍ମଥ କୁମାର ଶତପଥୀଙ୍କୁ ଅଙ୍ଗବସ୍ତ୍ର ପ୍ରଦାନ କରି ସମ୍ମାନୀତ କରାଯାଇଥିବା ବେଳେ ବିଶିଷ୍ଟ କବି,  ଶିକ୍ଷାବିତ୍ କୃଷ୍ଣ ଚନ୍ଦ୍ର ତ୍ରିପାଠୀଙ୍କୁ ପ୍ରତିଭା ସମ୍ମାନରେ ସମ୍ମାନୀତ କରାଯାଇଥିଲା ।

 ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ପ୍ରତିଷ୍ଠା ଦିବସ ଅବସରରେ ମୃତ୍ଯୁଞ୍ଜୟ ମହାପାତ୍ର ଓ ସଂଘମିତ୍ରା ପତି ଦୁଇ ଜଣ ପ୍ରତିଭାବାନ୍ ବ୍ଯକ୍ତି ବିଶେଷଙ୍କୁ ଆଲୁମିନା ପୁରସ୍କାରରେ ପୁରସ୍କୃତ କରାଯାଇଛି। ସେହିଭଳି ବିଭିନ୍ନ କ୍ଷେତ୍ରରେ ଉତ୍କୃଷ୍ଟତା ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା ହେବାର ୫୬ ବର୍ଷ ପୂର୍ତ୍ତି ହୋଇଥିବା ବେଳେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଏହି ବିଶ୍ବବିଦ୍ୟାଳୟ ବହୁ ମାଇଲଖୁଣ୍ଟ ଛୁଇଁଥିବା କହିଛନ୍ତି କୁଳପତି ଗୋବିନ୍ଦ କେ ଚକ୍ରପାଣି । ବିଶ୍ଵ ବିଦ୍ୟାଳୟ ର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ର ପ୍ରୋମତେଶ୍ ସାହୁ ଏବଂ ରତିକାନ୍ତ ବେହେରା ଯଥାକ୍ରମେ ଅନ୍ତଃ ବିଶ୍ବଦ୍ୟାଳୟ ପ୍ରତିଯୋଗିତା ର ଲୋଗ ପ୍ରସ୍ତୁତ ଓ ନୀଳକଣ୍ଠ ଦାସ ବକ୍ତୃତା ପ୍ରତିଯୋଗିତା ରେ ପ୍ରଥମ ହୋଇ ସମ୍ମାନିତ ହୋଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like