-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ରାଜ୍ୟ

ବରଗଡ଼ ରେଳ ଷ୍ଟେସନ ପରିଦର୍ଶନ କଲେ ବରଗଡ଼ ଜିଲ୍ଲା ରେଳ ଉପଭକ୍ତା ସଂଘ, ଷ୍ଟେସନ ର ବିଭିନ୍ନ ସମସ୍ୟା ଉପରେ ଆର୍ ପି ଏଫ୍ ଙ୍କ ସହ କଲେ ଆଲୋଚନା

02-Jan-2022



ବରଗଡ(ନିରଞ୍ଜନ ତ୍ରିପାଠୀ) // ବରଗଡ ଜିଲ୍ଲା ରେଳ ଉପଭୋକ୍ତା ସଂଘର ସଦସ୍ୟମାନେ  ଆଜି  ବରଗଡ ରୋଡ ରେଳଷ୍ଟେସନ ପରିଦର୍ଶନରେ ଯାଇଥିଲେ। ଷ୍ଟେସନର ବିଭିନ୍ନ ସୁବିଧା ଅସୁବିଧା ସମ୍ପର୍କରେ ବୁଲି ଦେଖିଥିଲେ। କରୋନା ସମୟରୁ ବନ୍ଦ ପଡି ରହିଥିବା ପାନୀୟ ଜଳ କାଉଣ୍ଟର ଏ ପର୍ଯ୍ୟନ୍ତ ବନ୍ଦ ରହିଛି। ସେହିପରି ପେ ଏଣ୍ଡ ୟୁଜ୍ ୱାସ୍ ରୁମ୍ ଟେଣ୍ଡର ଅବଧି ସରିଯାଇଥିବାରୁ ମଧ୍ୟ ବନ୍ଦ ରହିଛି। ରେଳଗାଡିର ଦୈର୍ଘ୍ୟ ତୁଳନାରେ ପ୍ଲାଟଫର୍ମ ସେଡ୍ ବହୁତ କମ ରହୁଥିବାରୁ ଯାତ୍ରୀମାନଙ୍କୁ ଖରା, ବର୍ଷା ଓ ଶୀତ ଋତୁରେ ଖୋଲା ଆକାଶ ତଳେ ଛୋଟ ପିଲାମାନଙ୍କୁ ନେଇ ଘଣ୍ଟା ଘଣ୍ଟା ଧରି ଟ୍ରେନର ଅପେକ୍ଷାରେ ରହିବାକୁ ପଡୁଛି। ଷ୍ଟେସନ ମେନେଜର ରାଧେଶ୍ୟାମ ଦାଶ ସଦସ୍ୟମାନଙ୍କୁ ସମସ୍ତ ପ୍ରକାର ସହଯୋଗ କରିଥିଲେ। ପରେ ସଦସ୍ୟମାନେ ରେଳ ସୁରକ୍ଷା ବଳ (RPF) ର ଆଇ ଆଇ ସି ଶ୍ରୀ ଡି କେ ମିଶ୍ରଙ୍କ ସହ ସାକ୍ଷାତ କରି ତିନୋଟି ମୁଖ୍ୟ ସମସ୍ୟା ଉପରେ ଆଲୋଚନା କରିଥିଲେ।

୧.ଯାତ୍ରୀମାନେ ଟ୍ରେନରୁ ଓହ୍ଲାଇ ଷ୍ଟେସନରୁ ବାହାରିଲା ବେଳେ ଅଟୋଚାଳକମାନେ ଯାତ୍ରୀମାନଙ୍କୁ ବହୁତ ହଇରାଣ କରି ଜୋର ଜବରଦସ୍ତି ଲଗେଜକୁ ଟାଣିବାକୁ ଚେଷ୍ଟା କରିଥାନ୍ତି।
୨.ଲୋକମାନେ ନିଜ ବନ୍ଧୁବାନ୍ଧବମାନଙ୍କୁ ଷ୍ଟେସନକୁ ଛାଡିବାକୁ ଯାଇ ଷ୍ଟିଲ ବେରିକେଡ ନିକଟରେ ଏପରି ଭାବେ ବାଇକଗୁଡିକ ରଖିଥାନ୍ତି ଯେ, ଲୋକେ ଜିନିଷପତ୍ର ଧରି ଯିବାରେ ଅସୁବିଧା ହେଉଛି।
୩.ଦ୍ୱିତୀୟ ପ୍ଲାଟଫର୍ମ ଅଧିକାଂଶ ସମୟ ଖାଲି ରହୁଥିବାରୁ ମଝିରେ ମଝିରେ RPF କର୍ମଚାରୀମାନେ ପଇଁତରା ମାରି ନିରୀକ୍ଷଣ କରିବା ଆବଶ୍ୟକ। ଅନାକାଂକ୍ଷିତ ବ୍ୟକ୍ତିଙ୍କୁ ପ୍ଲାଟଫର୍ମକୁ ବାରଣ କରିବାକୁ ପଦକ୍ଷେପ ନେବାକୁ କୁହାଯାଇଥିଲା।

ସଂଘର ସଦସ୍ୟମାନେ ବହୁଦିନର ଦାବି ବରଗଡ-ନୂଆପଡା ଭାୟା ବିଜେପୁର ଓ ପଦମପୁର ନୂତନ ରେଳପଥକୁ ରେଳୱେ ବୋର୍ଡ ନୀତିଗତ ଅନୁମୋଦନ କରିଥିବାରୁ ଆନନ୍ଦ ପ୍ରକାଶ କରିଥିଲେ। ଆଜିର କାର୍ଯ୍ୟକ୍ରମରେ ସଂଘର ସଭାପତି ପ୍ରଦୀପ ଦେବତା, ଉପସଭାପତି କୃଷ୍ଣ ଚନ୍ଦ୍ର ପଣ୍ଡା ଓ ପ୍ରିତମ ସିଂହ, ସମ୍ପାଦକ କମଳ ଯୋଷୀ, ଯୁଗ୍ମ ସମ୍ପାଦକ କିଶୋର କୁମାର ରଥ, କୋଷାଧ୍ୟକ୍ଷ ଅଭିଜିତ ପ୍ରତିହାର ତଥା ଅନ୍ୟ ସଦସ୍ୟ ନିର୍ମଳ କର, ତୁଳସୀ ଦାଶ, ସତ୍ୟନାରାୟଣ ପଣ୍ଡା, ଦେବୀ ପଟ୍ଟନାୟକ, ଅଚ୍ୟୁତାନନ୍ଦ ବାରିକ, ମଳୟ ମହାନ୍ତି, ସି ଏମ ରାଓ, ଭରତ ଭୂଷଣ ଦାଶ, ଅଭୟ ଭୋଇ, ହରଦୀପ ସିଂହ ପ୍ରମୁଖ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like