-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ରାଜ୍ୟ

କଣ୍ଟାବାଞ୍ଜି ପ୍ରେସ କ୍ଲବ ମିଳିତ ସହଯୋଗରେ ଶିଶୁ ଟୀକା କରଣ ଅଭିଯାନ

03-Jan-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) // ରାଜ୍ୟରେ ଧୀରେ ଧୀରେ ପୁଣି କରୋନା ଗ୍ରାଫ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ମାତ ଦେବା ପାଇଁ ରାଜ୍ୟ ସରକାର ଜୋର ସୋରରେ ଟୀକା କରଣ ଚଳେଇଛନ୍ତି ଏହି ସମୟରେ  ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଅଞ୍ଚଳରେ ଆଜି ପ୍ରେସ କ୍ଲବ କଣ୍ଟାବାଞ୍ଜି ସହଯୋଗ ରେ ସ୍ଥାନୀୟ ହରିଭବନ ଠାରେ ୧୫ ରୁ ୧୮ ବର୍ଷ  ଶିଶୁଙ୍କ  କରୋନା ପଞ୍ଜୀକରଣ ଓ ଟୀକା କରଣ ଅଭିଯାନ ଆରମ୍ଭ ହୋଇ ଯାଇଛି । ଉଦଘାଟନ ସମୟରେ ମୁଖ୍ୟ ଅତିଥି ଭାବରେ କଣ୍ଟାବାଞ୍ଜି ଡାକ୍ତରଖାନା ମେଡିକାଲ ଅଫିସର ଡାକ୍ତର ଏସ.ପି.ଡି ପଣ୍ଡା, ଏନ.ଏ.ସି ନୋଡାଲ ଅଫିସର ଚନ୍ଦ୍ରଶେଖର ଭୋଇ , ଏଲ.ଏଚ. ଭି ଅହଲ୍ୟା ନାୟକ, ପ୍ରେସ କ୍ଳବ ସଭାପତି ପ୍ରଭଜିତ ସିଂ ସାଲୁଜା , କାର୍ଯ୍ୟକାରୀ ସଭାପତି ସୁରଦାସ ବାଗ, ପରାମର୍ଶ ଦାତା ଆଶୀଷ ଖେତାନ , ଆନନ୍ଦ ମୋଟେ, କାର୍ଯ୍ୟକାରୀ ସଭ୍ୟ ରୋହନ ମହତ , ଯୁଗଲ କିଶୋର ସବର , ବିସିକେସନ ମାଝୀ  ପ୍ରମୁଖ ଉପସ୍ଥିତ ଥିଲେ। କଣ୍ଟାବାଞ୍ଜି ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ  ଜୟନ୍ତୀ ସେଠ, ନଳିନୀ ପୁଟେଲ, ମମତା ଧରୁଆ, ଲିଙ୍ଗରାଜ ଭୋଇ ପ୍ରମୂଖ ଉପସ୍ଥିତ ରହି ଟୀକା କରଣ କରିଥିଲେ। ଆଜି ପ୍ରଥମ ଦିନରେ ଟୀକା କରଣ କୁ ନେଇ ପିଲା ମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା। ଏହି କାର୍ଯ୍ୟକ୍ରମ ଆଉ ଆଗକୁ ନିରନ୍ତର ଏହି ସେବା ଚାଲୁରହିବ ହରି ଭବନରେ ଚାଲୁ ରହିବ ବୋଲି ପ୍ରେସ କ୍ଲବ କଣ୍ଟାବାଞ୍ଜି ର ସମ୍ପାଦକ ସୁବ୍ରତ ମହାକୁର କହିଛନ୍ତି । ଏହି କାର୍ଯ୍ୟକ୍ରମରେ ଅଗ୍ରୱାଲ ସଭା କଣ୍ଟାବାଞ୍ଜି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like