-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ନବ ବର୍ଷ ରେ ବିଜୁ ଜନତା ଦଳ ର ବନ୍ଧୁ ମିଳନ କରି ଶକ୍ତି ପ୍ରଦର୍ଶନ କଲା ବିଜେଡି

03-Jan-2022



ପରସ୍ପର ଭିତରେ ଭାଇ ଚାରା ବଜାୟ ରଖିବା ସହ ଖୁସିର ସମୟ ଅତିବାହିତ କରିବା ଉଦେଶ୍ୟ ନେଇ ନବ ବର୍ଷ ୨୦୨୨ ଉପଲକ୍ଷେ  କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ବେଗୁନିଆପଡା ବ୍ଲକ ବିଜେଡି ତରଫରୁ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଙ୍କ ତତ୍ୱାବଧାନରେ ସୌରା ଛାଚୀନା ଠାରେ ବିଜୁ ଜନତା ଦଳର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି |ଏଥିରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ମୁଖ୍ୟ ଅଥିତି ରୂପେ ଯୋଗଦେଇ କାର୍ଯ୍ୟକ୍ରମ କୁ ଶୁଭାରମ୍ଭ କରିଥିଲେ | ନୂତନ ବର୍ଷ ୨୦୨୨ ଉପଲକ୍ଷେ ବେଗୁନିଆପଡା ବ୍ଲକ ର ସମସ୍ତ ପଞ୍ଚାୟତ ରୁ ସହ ସହ ବିଜେଡି କର୍ମକର୍ତ୍ତା ଏହି କାର୍ଯ୍ୟକ୍ରମ ରେ ଯୋଗଦେଇ ଥିଲେ | ସମସ୍ତେ ମିଳିମିଶି ପରସ୍ପର ଭିତରେ ଭାଇଚାରା ବଜାୟ ରଖିବା,ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ରେ ବିଜୁ ଜନତା ଦଳ ସମର୍ଥିତ ସମସ୍ତ ପାର୍ଥି ଙ୍କୁ ବିଜୟ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରିବା ପାଇଁ ଆହ୍ୱାନ କରିଥିଲେ | ସମସ୍ତ ପଞ୍ଚାୟତରୁ ଆସିଥିବା ବିଜେଡି କର୍ମକର୍ତ୍ତା ବିଧାୟିକା ଙ୍କ ସ୍ୱର ରେ ସ୍ୱର ମିଳାଇ ବିଜେଡିକୁ ଜିତିବା ପାଇଁ

କାର୍ଯ୍ୟ କରିବେ ବୋଲି ସଂକଳ୍ପ ନେଇଥିଲେ | ଏଥିସହ ଏହି କାର୍ଯ୍ୟକ୍ରମ ରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା | ଏହି କାର୍ଯ୍ୟକ୍ରମକୁ ଲକ୍ଷ କଲେ ବେଗୁନିଆପଡା ବ୍ଲକ ବିଜୁ ଜନତା ଦଳର ଶକ୍ତି ବୃଦ୍ଧି ସହ ଏକ ଦମ ବିରୋଧୀ ଶୂନ୍ୟ ଭଳି ଲାଗୁଚି ବ୍ଲକ | ଏହି କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପରିଷଦ ମନୋଜ କୁମାର ପାଣ୍ଡୀ, କୋଦଳା ନଗର ବିଜେଡି ସଭାପତି ସଂଜୀବ କୁମାର ସାହୁ, ବ୍ଲକ ସଭାପତି ବିଜୟକୁମାର ଦୋରା ଙ୍କ ସେମେତ ବହୁ ବିଜେଡି କର୍ମୀ ଯୋଗଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like