-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||     

HOME   ଜିଲ୍ଲା

ଦେଓଗାଁ: କରୋନା ନାଁ ରେ ଲୁଟ୍, ଚାଷୀଙ୍କ ମୁଗ, ଵିରି ମିଳିମିଶି ଖାଇଗଲେ ଦେଓଗାଁ କୃଷି ଅଧିକାରୀ ଓ କୁଜିନେତା

03-Jan-2022



ଦେଓଗାଁ// ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଳକରେ ଖୁଳମଖୁଲା ଚାଳିଛି ଦୁର୍ନୀତି l ରାଜ୍ୟ ସରକାରଙ୍କ ପକ୍ଷରୁ ମାଳମାଳ ଯୋଜନା କରାଯାଉଛି କିନ୍ତୁ ଦେଓଗାଁ ଵ୍ଳକରେ ସବୁ ଯୋଜନା ଫେଲ୍ ମାରିଛି  । ଏହାର ଏକ ଜ୍ୱଳନ୍ତ ଉଦାହରଣ ହେଲା ଦେଓଗାଁ ଵ୍ଳକ ଉପାଧ୍ୟକ୍ଷ ରାଜୁ ଵାଗ ପେଟ ପୋଷିବା ପାଇଁ ଵାହାର ରାଜ୍ୟକୁ ଦାଦନ ଶ୍ରମିକ ଭାବେ ଯିବା ଘଟଣା  । ଏବେ ପୁଣି ଦେଓଗାଁ ଅଂଚଳରୁ ଆଉ ଏକ ଅଭାବନୀୟ ଘଟଣା ସାମାନାକୁ ଆସିଛି । ମନେରଗା ଯୋଯନା, ଉନ୍ନୟନମୂଳକ କାର୍ଯ୍ୟ, ଆଵାସ ଯୋଜନା ଓ ଚାଷୀମାନଙ୍କ ମୁଗ ଵିରି ଆଦି କୃଷିଜାତୀୟ ସାମଗ୍ରୀ ଵହୁ ଵର୍ଷ ଧରି ହରିଲୁଟ   କରିଚାଳିଛନ୍ତି ଦୁର୍ନୀତିଖୋର ଅଫିସର ଓ କୁଜିନେତା ମାନେ।ଏଵର୍ଷ ର ମୁଗ, ଵିରି ପ୍ରକୃତ

ଚାଷୀ ମାନଙ୍କୁ ନ ଦେଇ କିଛି ଅସାମାଜିକ ତତ୍ତ୍ୱ ଓ କୁଜିନେତା ଙ୍କ ପ୍ରରୋଚନାରେ ଅଯୋଗ୍ୟ ଲୋକ ମାନଙ୍କୁ ପ୍ରଦାନ କରାଯାଇଥିଲା ଅଭିଯୋଗ ହୋଇଛି l ପ୍ରକୃତ ଚାଷୀ ଏହାର ଲାଭ ଉଠାଇ ପାରି ନାହାନ୍ତି lପାଇନାହିଁ ମୁଗ ଵିର ,ଦାୟିତ୍ୱ ଥିବାଅଫିସ ମାନଙ୍କୁ ପଚାରିଲେ ମୁଗ,ଵିରି, ଵଣ୍ଟା ସରିଗଲାଣି ତୁମର ଲିଷ୍ଟ ନାହିଁ ଵିଚାର ଚାଷୀ ଆଉ କଣ ଵା କରିବ ଵାରମ୍ଵାର କୃଷି ଅଧିକାରୀଙ୍କୁ ଭୋଟି ହରିଲୁଟ ହୋଇ ଥିବା ଜଣାଇଲେ ମଧ୍ୟ କିଛି କାର୍ଯ୍ୟକାରୀ ହେଉନାହିଁ।ଏଦିଗରେ ଜିଲ୍ଲା କୃଷି ଅଧିକାରୀ, ବଲାଙ୍ଗୀରଜିଲ୍ଲା ପ୍ରଶାସନ ଓ ରାଜ୍ୟ ସରକାର ଦୃଢ଼ କାର୍ଯାନୁଷ୍ଠ ନେଵା ପାଇଁ ଦେଓଗାଁ ଚାଷୀ ଓ ଦେଓଗାଁ ଵ୍ଳକ ର ଚାଷୀ ମାନେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ଜରିଆରେ

ପ୍ରକାଶ କରିଛନ୍ତି।ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଚାଷୀ ମାନଙ୍କ ମୁଗ,ଵିରି ଵାଟମାରଣା ହୋଇ ଦେଓଗାଁର କିରାନା ଦେକାନରେ ଵିକ୍ରି ନ ହେଉ ଵୋଲି ଚାଷୀ ମାନଙ୍କ ମହଲରେ  ତିଵ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଆଗାମୀ ଦିନରେ ରାଜରାସ୍ତାକୁ ଓଲ୍ହାଇଵେ ଦେଓଗାଁ ଵ୍ଳକ ର ଚାଷୀ ମାନେ ।ଦେଖି ଵାର ଵାକି ରହିଲା ଜିଲ୍ଲା କୃଷି ଅଧିକାରୀ,ଜିଲ୍ଲା ପ୍ରଶାସନ ଓ ରାଜ୍ୟ ସରକାରଙ୍କ ପକ୍ଷରୁ କି ପଦକ୍ଷେପ ଗ୍ରହଣ କରାଯାଉଛି।

(ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026

You Might Also Like