-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ଅନଲାଇନ କ୍ଳାସ ପାଇଁ ମୋବାଇଲ ଯୋଗାଇଲା ସଂକଳ୍ପ ଚାରିଟେବଲ ଟ୍ରଷ୍ଟ 

03-Jan-2022



ଢେଙ୍କାନାଳ //କରୋନା ସଂକ୍ରମଣ ସମୟରେ ସବୁ ଆଡେ ହାହାକାର ଚାଲିଥିବା ବେଳେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ନେଇ ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥିଲେ ସରକାର ଆରମ୍ଭ ହୋଇଥିଲା ଅନଲାଇନ କ୍ଳାସ । ଆରମ୍ଭ ଏତେଟା ସହଜ ହୋଇନଥିବା ବେଳେ ପର୍ଯ୍ୟାୟ କ୍ରମେ ବହୁ ସୁଧାର ଆସିଥିଲା । ତେବେ ସଂକ୍ରମଣ ପାଇଁ ସବୁକିଛି ଠପ ପଡିଯାଇଥିବା ବେଳେ ପେଟପାଟଣା ପାଇଁ ଚାଲିଥିଲା ଲଢେଇ ମୋବାଇଲ ଥିଲା କିଛି ଛାତ୍ରଛାତ୍ରୀ ଙ୍କ ପାଇଁ ସ୍ୱପ୍ନ । 

ଏଭଳି ଜଣେ ଛାତ୍ରୀ ହେଉଛନ୍ତି ହରିୟାଣା ମେଡିକାଲ କଲେଜ ର ଶୁଭଶ୍ରୀ ମିଶ୍ର ।  ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ ଅନ୍ତର୍ଗତ ସିମୋର ଗ୍ରାମର ଶ୍ରୀକାନ୍ତ ଚରଣ ମିଶ୍ର ଓ ଜ୍ୟୋତ୍ସ୍ନା ରାଣୀ ମିଶ୍ର ଙ୍କ ଝିଅ ହେଉଛନ୍ତି ଶୁଭଶ୍ରୀ । ଶ୍ରୀକାନ୍ତ ପେସାରେ ଜଣେ ଅଟୋ ଚାଳକ ଥିବା ବେଳେ ଲିଭର ରୋଗରେ ଆକ୍ରାନ୍ତ ହୋଇ ତାଙ୍କ ନିଧନ ଘଟିଥିଲା । ବଡ଼ ଝିଅ ଭାବେ ଶୁଭଶ୍ରୀ ଙ୍କ ଉପରେ ପରିବାର ବୋଝ ତାଉପରେ ଫୁଣି ତାଙ୍କ ପାଠପଢ଼ା ।  ପରେପରେ ହଠାତ ମାଡି ଆସିଥିଲା ମହାମାରୀ, ସାଜିଥିଲା ବୋଝ ଉପରେ ଲଳିତା ବିଡା ।  ଆରମ୍ଭ ହୋଇଥିଲା ଅନଲାଇନ କ୍ଳାସ ହେଲେ ମୋବାଇଲ ଅଭାବରୁ ପାଠ ପଢିବାକୁ ଅକ୍ଷମ ଥିଲେ ଶୁଭଶ୍ରୀ ଏ ଭଳି ଦୁଃଖଦ ସମୟରେ ସାହା ହୋଇଥିଲା ସଂକଳ୍ପ ଚାରିଟେବଲ ଟ୍ରଷ୍ଟ ତାଙ୍କୁ ଯୋଗାଇଥିଲା ସ୍ମାର୍ଟ ଫୋନ । ତେବେ ଏବେ ଘରେ ଥାଇ ମଧ୍ୟ ସିଏ ଆରାମରେ ଅନଲାଇନ କ୍ଳାସ କରିପାରୁଛନ୍ତି , ବୋଲି ଖୁସି ଜାହିର କରିଛନ୍ତି ସିଏ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like