-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଦଶମତମ ଖ୍ରୀଷ୍ଟମାସ କପ ଉଦଯାପିତ କୁଚିପାଲି ବିଜୟୀ

03-Jan-2022



ପଦ୍ମପୁର //ପଦ୍ମପୁର ଉପଖଣ୍ଡ ଦିପ୍ତିପୁର ଯୁବକ ସଂଘ ଦ୍ବାରା ଆୟୋଜିତ ଦଶମ ତମ ଖ୍ରୀଷ୍ଟମାସ କପ ଉଦଯାପିତ ହୋଇଯାଇଛି।ଏହି ଟୁଣ୍ଣାମେଣ୍ଟରେ ୧୬ଟି ଦଳଅଂଶ ଗ୍ରହଣ କରିଥିଲେ।ପ୍ରଥମ ସେମିଫିଇନାଲ ଉପରବାହାଲ ଓ କୁଚିପାଲି ଦଳ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥଲା।ଏଥିରେ କୁଚିପାଲି ଦଳ ବିଜୟୀ ହୋଇ ଫାଇନାଲକୁ ପ୍ରବେଶ କରିଥିଲା।ଦ୍ବିତୀୟ ସେମିଫାଇନାଲ ଦିପ୍ତିପୁର ଓ ପଦ୍ମପୁର ଦଳ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା।ଏଥିରେ    ପଦ୍ମପୁର ଦଳ   ବିଜୟୀ ହୋଇ ଫାଇନାଲକୁ ପ୍ରବେଶ କରିଥିଲା।ଫାଇନାଲ ମ୍ୟାଚ କୁଚିପାଲି ଓ ପଦ୍ମପୁର ଦଳ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ପଦ୍ମପୁର  ଦଳ ପ୍ରଥମେ ଟସ ଜିଣି ପ୍ରଥମେ ଫିଡିଂଗ କରିବା ପାଇ ନିଷ୍ପତି ନେଇଥିଲା।  କୁଚିପାଲି ଦଳ ପ୍ରଥମେ ବ୍ୟାଂଟିକରି ୮ଓଭରେ ୮୭     ରନ କରିଥିଲା।ତାଜବାବରେ ପଦ୍ମପୁର ୮ଓଭରେ ୫୩ରନ କରି ଅଲଆଉଟ ହୋଇଥିଲା।କୁଚିପାଲି ଦଳ ବିଜୟୀ ହୋଇଥିଲା।   ।ଉଦଯାପନୀ ପୁରସ୍କାର ବିତରଣ ଅବସରରେ   କେମାଇକେଲ ନାଗଂକ ସଭାପତିତ୍ବରେ ମୁଖ୍ୟଅତିଥୀ ଭାବେ ପଦ୍ମପୁର ବିଧାୟକ ବିଜୟ ରଂଜନ ବରିହାଂକ ସୁପୁତ୍ର ଭୋଜରାଜ ସିଂ ବରିହା ଯୋଗଦେଇଥିବା ବେଲେ ମୁଖ୍ୟବକ୍ତା ରେଭେରେଣ୍ଡ ନକୁଲ ବାଗ,ସମ୍ମାନୀତ ଅତିଥୀ ପଦ୍ମପୁର ବ୍ଲକ ଶିକ୍ଷାଅଧିକାରୀ ଜୟ କୁମାର ସାହୁ,ମିହିର ରଞନ ସାଗର,ପରମାନନ୍ଦ ସାହା,ଜଗଦିଶ ସାଗର,ସନୁ ଷଢଙ୍ଗୀ,ଟିକିନୁ ସାହୁ,ଅମିତରାଜ ସାଗର,ବିଦ୍ୟୁତ ରଞନ ସାଗର,ରାଜେଶ କୁମାର ତାଣ୍ଡୀ,ହିରନ କପୁର ନାଗ ଯୋଗ ଦେଇଥିଲେ।ସ୍କୋରର ଭାବେ ସାବନ ପାଇକ,ଖେଳର ଧାରାବିବରଣୀ ଦେଇଥିଲେ ସୁଜୟ ସାଗର ଓ ଖେଳ ପରିଚାଳନା କରିଥିଲେ ଖ୍ରୀଷ୍ଟଦତ୍ତ ନନ୍ଦ,ସାମୁଏଲ କଲେତ କରିଥିଲେ।୨ଟି ପଂଚାୟତର ଅସହାୟ ବଋୁଦ୍ଧା ପିତା,ମାତା,ଭାଇ,ଭଉଣୀ ମାନଂକୁ ବଡଦିନ ପର୍ବ ଓ ନୂତନ ବର୍ଷ ଅବସରରେ ଖ୍ରୀଷ୍ଟିୟାନ୍ ଯୁବକସଂଘ ତରଫରୁ କମ୍ବଲ ବଣ୍ଟନ କରାଯାଇ ଥିଲା।ଖ୍ରୀଷ୍ଟିୟାନ୍ ଯୁବକସଂଘର ସମସ୍ତ କର୍ମକତ୍ତା ସହଯୋଗ କରିଥିଲେ।ଶେଷରେ ସଂଘର ସଭାପତି ହେନେରୀଆର ସାଗର ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like