-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ରାଜ୍ୟ

ସେକ୍ସନ ଅଫିସର ଙ୍କ ବଦଳି କାଳିନ ସମ୍ବର୍ଦ୍ଧନା

03-Jan-2022



ପାଟଣାଗଡ଼ (ପୂର୍ଣ୍ଣ ଶଶି ଶେଖର ରାଓ ) ବଲାଙ୍ଗୀର ଜିଲ୍ଲା ବେଲପଡା ବ୍ଳକ ସେକ୍ସନ ଅଫିସର ଙ୍କ ବଦଳି ହୋଇଯାଇଛି । ସୂଚନାଯୋଗ୍ୟ ଯେ ବେଲପଡା ବ୍ଳକ ରେ କାର୍ଯ୍ୟରତ ଥିବା ସେକ୍ସନ ଅଫିସର ସୁଧାକର ମହାପାତ୍ର ଦୀର୍ଘ ଦୁଇ ବର୍ଷ ଧରି କାର୍ଯ୍ୟ କରି ଆସୁଥିଲେ । ତାଙ୍କ କାର୍ଯ୍ୟ କାଳରେ ଜଣେ ସୁଦକ୍ଷ,

ଶାନ୍ତି ପ୍ରିୟ ,ମିଷ୍ଠ ଭାଷି, କର୍ତ୍ତବ୍ୟ ନିଷ୍ଠା ଭାବରେ କାର୍ଯ୍ୟ ନିର୍ବାହ କରୁଥିଲେ ।ତାଙ୍କ କାର୍ଯ୍ୟ କଲାପ ପ୍ରତି ଅଞ୍ଚଳବାସୀ ଏବଂ ବ୍ଳକ କାର୍ଯ୍ୟାଳୟ ର କର୍ମଚାରୀଙ୍କ ହୃଦୟ ଜିଣି ନେଇ ପାରିଥିଲେ। ହେଲେ ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ ତାଙ୍କର ହଠାତ୍ ବଲାଙ୍ଗିର ବଦଳି କରାଯାଇଛି ବୋଲି ଜାଣିବା ପରେ ଅଞ୍ଚଳର ଲୋକମାନେ ବହୁ ଦୁଃଖ ଅନୁଭବ କରୁଥିବା ଜଣାପଡିଛି। ସରକାରୀ ଅଧିକାରୀ ମାନେ ବଦଳି ହେଲେ ଲୋକେ କିଛି ଭାବନ୍ତି ନାହିଁ କିନ୍ତୁ ଏଭଳି ଅଧିକାରୀ ମାନଙ୍କ ବଦଳି ହୋଇ ଗଲା ପରେ ଲୋକଙ୍କ ମନରେ ସ୍ମୃତି ହୋଇ ରହିଯାଇଥାନ୍ତି । ସରକାର ଯଦି ପୁଣି ଥରେ ଏଭଳି ଲୋକ ଙ୍କୁୁୁ ବ୍ଳକ ରେ ଯୋଗଦେବାକୁ ସୁଯୋଗ ଦିଅନ୍ତି ତାହେଲେ ବହୁ ଭଲ ହୁଅନ୍ତା ବୋଲି ଜନସାଧାରଣରେ ମତ ପ୍ରକାଶ ପାଉଛି। ତାଙ୍କ ବଦଳି ପରେ ଏବେ ଖପ୍ରାଖୋଲ ବ୍ଳକ ଦାୟିତ୍ଵ ରେ ଥିବା ସେକ୍ସନ ଅଫିସର ଦିଲ୍ଲୀପ କୁମାର ସାହୁ ଯୋଗଦେଇଥିବା ଜଣାପଡିଛି। ନୂତନ ଭାବେ ଯୋଗଦେଇ ଥିବା ଶ୍ରୀ ସାହୁ ଙ୍କୁ ବ୍ଳକ କର୍ମଚାରୀ ମାନେ ସ୍ବାଗତ ଜଣାଇବା ସହ ପୂର୍ବତନ ସେକ୍ସନ ଅଫିସର ଶ୍ରୀ ମହାପାତ୍ର ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜଣାଇଥିଲେ। ଏହି କାର୍ଯ୍ୟ ରେ ବ୍ଳକ କାର୍ଯ୍ୟାଳୟ ର ବିଡ଼ିଓ,ଏବିଡିଓ,ଜିପିଇଓ, ସମସ୍ତ କାର୍ଯ୍ୟ ନିର୍ବାହ ଅଧିକାରୀ,ଏସିଷ୍ଟାଣ୍ଡ ଇଞ୍ଜିନିୟର, ସମସ୍ତ କନିଷ୍ଠ ଯନ୍ତ୍ରୀ ଓ ବ୍ଳକ କର୍ମଚାରୀ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like