-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ପଞ୍ଚାୟତ ନିର୍ବାଚନରେ ଆଦିବାସୀଙ୍କୁ ସଂରକ୍ଷଣ ଦାବିରେ ବିରାଟ ଆନ୍ଦୋଳନ

03-Jan-2022



ବଲାଙ୍ଗୀରରେ ଆଦିବାସୀଙ୍କ ଆନ୍ଦୋଳନ । ଆଗାମୀ ପଞ୍ଚାୟତ ନିର୍ବାଚନରେ ଆଦିବାସୀଙ୍କୁ ସଂରକ୍ଷଣ ଦିଆଯାଇ ନ ଥିବାକୁ ନେଇ ଗର୍ଜିଲେ ଆଦିବାସୀ। ସରକାର ତୁରନ୍ତ ସଂଶୋଧନ କରି ଆଦିବାସୀଙ୍କୁ ସୁଯୋଗ ଦେବା ପାଇଁ ଦାବି କରିଛନ୍ତି ।
 ବଲାଙ୍ଗୀର: ପଞ୍ଚାୟତ ନିର୍ବାଚନରେ ଆଦିବାସୀଙ୍କୁ ସଂରକ୍ଷଣ ଦାବି ନେଇ ଗର୍ଜିଲେ ଆଦିବାସୀ। ବଲାଙ୍ଗୀରରେ ଆଦିବାସୀଙ୍କ ଆନ୍ଦୋଳନ। ଆଗାମୀ ପଞ୍ଚାୟତ ନିର୍ବାଚନରେ ଆଦିବାସୀଙ୍କୁ ସଂରକ୍ଷଣ ଦିଆଯାଇ ନ ଥିବାକୁ ନେଇ ଗର୍ଜିଲେ ଆଦିବାସୀ।

ତୀବ୍ର ଉତ୍ତେଜନା ସହ ରାସ୍ତାଘାଟ ଅବରୋଧ ।
 ଜିଲ୍ଲାର କୋଣ ଅନୁକୋଣରୁ ପନ୍ଦର ହଜାର ରୁ ଅଧିକ
 ଆଦିବାସୀ ଆସି ସହର ମଧ୍ୟରେ କରିଛନ୍ତି ବିରାଟ ଆନ୍ଦୋଳନ । ତାଙ୍କର ପାରମ୍ପରିକ ବାଦ୍ୟ ଶହ ଅସ୍ତ୍ରଶସ୍ତ୍ର ନେଇ ଏମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ବଲାଙ୍ଗୀରର ସବୁ ମୁଖ୍ୟ ରାସ୍ତାକୁ ଅବରୋଧ ମଧ୍ୟ କରିଛନ୍ତି। ଯାହା ଫଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସେପଟେ ଏଥିପାଇଁ ସହରରେ ବ୍ୟାପକ ପୋଲିସ ମଧ୍ୟ ମୁତୟନ କରାଯାଇଛି । ତେବେ ଆଦିବାସୀଙ୍କର ଅଧିକାରକୁ ସରକାର ଅଣଦେଖା କରି ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକାରେ ତାଙ୍କୁ ବାଦ ଦେବାକୁ ତୀବ୍ର ବିରୋଧ କରିଛନ୍ତି। ସେହିପରି ସରକାର ତୁରନ୍ତ ଏହି ତାଲିକାକୁ ପ୍ରତ୍ୟାହାର କରି ସଂରକ୍ଷଣ ଦେବା ପାଇଁ ଦାବି କରିଛନ୍ତି। ନ ହେଲେ ଆଗକୁ ରାଜଧାନୀରେ ଆନ୍ଦୋଳନ କରିବା ସହ ବିଧାନସଭା ଘେରାଉ କରିବେ ବୋଲି ଚେତାବନୀ ଦେଇଛନ୍ତି।
 ତେବେ ଆଗାମୀ ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ତାଲିକା ନିକଟରେ ପ୍ରକାଶ ପାଇଛି। ଯେଉଁଥିରେ 23 ଟି ଜିଲ୍ଲାରେ ପଞ୍ଚାୟତ ଓ ବ୍ଲକ ପାଇଁ ଗୋଟିଏ ବି ଏସଟି ବର୍ଗ ପାଇଁ ପଦବୀ ସଂରକ୍ଷିତ କରାଯାଇ ନାହିଁ । ସେହିପରି ବଲାଙ୍ଗୀରରେ ମଧ୍ୟ ଏହାର ସଂଖ୍ୟା ଶୂନ ରହିଛି। ଯାହାକୁ ନେଇ ଆଦିବାସୀ ଏହି ବିରାଟ ଆନ୍ଦୋଳନ ଆଜି କରିଛନ୍ତି।
 ସେପଟେ ଆଦିବାସୀଙ୍କୁ ଭାରତୀୟ ସମ୍ବିଧାନ ସଂରକ୍ଷଣ ଦେଇଥିବା ବେଳେ ଓଡ଼ିଶାରେ ତାର ବ୍ୟତିକ୍ରମ ଦେଖା ଦେଇଛି ବୋଲି ଏମାନଙ୍କ ଆନ୍ଦୋଳନରେ ସାମିଲ ହୋଇ କଂଗ୍ରେସ

ନେତା ନରସିଂହ ମିଶ୍ର କହିଛନ୍ତି। ସେହିପରି ଏମାନେ ତାଙ୍କ ହକ ପାଇଁ ଲଢେଇ କରିବା ଯୁକ୍ତି ଯୁକ୍ତ ବୋଲି ସେ କହିବା ସହ ସରକାର ଶୀଘ୍ର ଏମାନଙ୍କର ଦାବି ମାନି ନେବା ଉଚିତ୍ ବୋଲି କହିଛନ୍ତି। ତେବେ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ବ୍ୟବସ୍ଥାକୁ ନେଇ ଆଦିବାସୀଙ୍କ ଏହି ବିରାଟ ଆନ୍ଦୋଳନରେ ସରକାର କେତେ କ୍ରିୟାଶୀଳ ହେଉଛନ୍ତି ତାହା ଆଗକୁ ଦେଖିବାକୁ ବାକି ରହିଲା।

(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like