-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଧର୍ମଗଡ଼ ଭାରତୀୟ ଜାତୀୟ କଂଗ୍ରେସ ତରଫରୁ ବିଦ୍ୟାଳୟ ବନ୍ଦ ପ୍ରତ୍ୟାହାର ପାଇଁ ଉପଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ

10-Nov-2020



କଳାହାଣ୍ଡି -କୋକସରା-(ତ୍ରିନାଥ ବେଶ୍ରା )
 କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଜାତୀୟ କଂଗ୍ରେସ ତରଫରୁ ବରିଷ୍ଠ କଂଗ୍ରେସ ନେତା ଶ୍ରୀଯୁକ୍ତ ଦିଗାମ୍ବର ଦୁରିଆ ଙ୍କ ନେତୃତ୍ୱରେ ବିଦ୍ୟାଳୟ ବନ୍ଦ ଓ SC,ST,ମାନଙ୍କ ପ୍ରାକ ମାଟ୍ରିକ ଛାତ୍ରବୃତି ୫୦%ରୁ ୮୦% ପର୍ଯ୍ୟନ୍ତ କାଟ ନିଷ୍ପତିର ପ୍ରତ୍ୟାହାର ଓ ବନ୍ଦ ହେଉଥିବା ବିଦ୍ୟାଳୟର ପୁନଃ ଖୋଲିବା ନିମନ୍ତେ ଧର୍ମଗଡ଼ ଉପ ଜିଲ୍ଲାପାଳଙ୍କ ଜରିଆରେ ମହାମହିମ ରାଜ୍ୟପାଳ ଓଡିଶା ଙ୍କ ଉଦେଶ୍ୱରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି ।ସୂଚନା ମୁତାବକ ଗଣଶିକ୍ଷା ବିଭାଗ ଓଡିଶା ସରକାର ଙ୍କ ନିଷ୍ପତି ଅନୁସାରେ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଖଣ୍ଡ ରେ ୨୦ରୁ କମ ଉପସ୍ଥାନ ଥିବା ସ୍କୁଲ ଗୁଡିକ ବନ୍ଦ ହେବ ଫଳରେ ଧର୍ମଗଡ଼ ଉପଖଣ୍ଡର ୧୦୦ପ୍ରାଥମିକ ସ୍କୁଲ ବନ୍ଦ ହେବା ଆଶଙ୍କା ଦେଖାଦେଇଛି।ଧର୍ମଗଡ଼ ଉପଖଣ୍ଡରେ ୧୦୦ଟି ସ୍କୁଲ ବନ୍ଦ ତାଲିକାରେ ରହିଛି । ଧର୍ମଗଡ଼ ବ୍ଲକ ର ଘଣ୍ଟିଗୁଡା ,ସାଗରପଡା, ମଝେଂନପଦର,ଟେମରିପଡା,ବେହେରାପଡା,ଗୋର୍ଲା ପଡା ,ପିପଲପଡା,ହୀରାପୁର, ଭରୁଆମୁଣ୍ଡା,ବାରିକପଡା,କେନ୍ଦୁମୁଣ୍ଡିପଡା,କଲେଜପଡାର ନା ରହିଛି ।
ସରକାର ଶିକ୍ଷାକୁ ସାର୍ବଜନୀନ କରିବା ପାଇଁ ଆରମ୍ଭ କରିଛନ୍ତି ସର୍ବ ଶିକ୍ଷାଅଭିଜାନ/ଶିକ୍ଷାଆଇନ ଏଥିରେ ୬ରୁ୧୪ବର୍ଷ ବୟସର ପିଲାଙ୍କପାଇ ମାଗଣା ଶିକ୍ଷା ବ୍ୟବସ୍ଥା କରାଯାଇଛି । ଏପରିକି ଘର ଓ ସ୍କୁଲ ମଧ୍ୟରେ କମ ଦୂରତା ରହିବା ବ୍ୟବସ୍ଥା କରାଯାଇଛି ।ଏଥିପାଇଁ ସରକାର ଗାଁ ଗାଁ ରେ ସର୍ବଶିକ୍ଷା ଅଭିଯାନ ମାଧ୍ୟମରେ ଲକ୍ଷ ଲକ୍ଷ ଭକ୍ତ ବ୍ୟୟରେ ସ୍କୁଲ କୋଠା ଗୁଡିକ ନିର୍ମାଣ କରିଛନ୍ତି ।
ଏବେ ସ୍କୁଲ ବନ୍ଦ ହେଲେ ଏସବୁ କୋଠାବାଡ଼ି ଅସାମାଜିକ ବ୍ୟକ୍ତିଙ୍କ ଆଡା ସ୍ଥଳୀ ପାଲଟିବ ଓ ଗ୍ରାମଞ୍ଚଳର ପିଲାମାନେ ବହୁତ ଅସୁବିଧାର ସମ୍ମୁଖୀନ ହେବେ ।
ତେଣୁ ସରକାର ଏଥିପ୍ରତି ଦୃଷ୍ଟି ଦେଇ ବନ୍ଦ ହେଉଥିବା ବିଦ୍ୟାଳୟକୁ ପୁନଃ ଖୋଲିବା ଓ SC, ST ଛାତ୍ରମାନଙ୍କ ଛାତ୍ର ବୃତି ୫୦ରୁ ୮୦%କାଟ ପ୍ରତ୍ୟାହାର କରିବା  ପାଇଁ ଧର୍ମଗଡ଼ ଜାତୀୟ କଂଗ୍ରେସ ତରଫରୁ ଦାବି ହେଉଛି । 
ଆଗାମୀ ଦିନରେ ଏହି ସମସ୍ୟାର ସମାଧାନ କରା ନ ଗଲେ ଉପ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ  ଗଣ ଧାରଣା ଦିଆ ଯିବ ବୋଲି ବରିଷ୍ଠ କଂଗ୍ରେସ ନେତା ଦିଗାମ୍ବର ଦୁରିଆ କହିଛନ୍ତି ।
ଏହି କାର୍ଯ୍ୟକ୍ରମ ରେ ସନ୍ତୋଷ ପାଢ଼ୀ,ପ୍ରତାପ ସୁନାନୀ,ଗଙ୍ଗାଧର ମଙ୍ଗରାଜ,ଅଶ୍ୱିନ ପଣ୍ଡା,ଵିନୋଦ ମେହେର ,ଜ୍ୟୋସ୍ନା ପାଣିଗ୍ରାହୀ, ତପସ୍ୱିନୀ ଦୁର୍ଗା ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like