-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ସମାଡାଙ୍କି ଜଙ୍ଗଲରେ ଗଳିତ ଶର ଉଦ୍ଧାର

04-Jan-2022



କଣ୍ଟାମାଳ(ଅକୃର ସାହୁ)// କଣ୍ଟାମାଳ ଥାନା ଘଣ୍ଟାପଡା ଫାଣ୍ଡି ଅଧିନ ଉମା ପଞ୍ଚାୟତ ଅନ୍ତର୍ଗତ ସମାଡାଙ୍କି ଗ୍ରାମର ଫୁଲିଝରନ୍ ଜଳପ୍ରପାତକୁ ଯାଇଥିବା ଜଙ୍ଗଲି ରାସ୍ତା ପାର୍ଶ୍ବରୁ ଏକ ଯୁବକର ଗଳିତ ଶବ ଉଦ୍ଧାର । ଉକ୍ତ ଅଞ୍ଚଳ ବୌଦ୍ଧ-କନ୍ଧମାଳ ଜିଲ୍ଲାର ସୀମାନ୍ତବର୍ତ୍ତୀ ଇଲାକା ଏବଂ ଅଞ୍ଚଳରେ ବିଭିନ୍ନ ସମୟରେ ମାଓ ଗତିବିଧି ମଧ୍ୟ ରହିଛି । ଗତବର୍ଷ ଜୁଲାଇ ୧୦ ତାରିଖ ଦିନ ମାଓବାଦି ଓ ଏସଓଜି ଯବାନ ମଧ୍ୟରେ ଗୁଲି ବିନିୟମ ହୋଇ ୨ଜଣ ଯବାନ ଆହତ ହୋଇଥିଲେ । ଏହାପରେ ଅଞ୍ଚଳବାସୀ ଭୟଭିତ ଅବସ୍ଥାରେ ରହିଆସୁଛନ୍ତି । ଉକ୍ତ ଜଙ୍ଗଲରେ ଶବ ପଡିଥିବା ଦେଖି ଲୋକେ ଆହୁରୀ ଭୟଭିତ ହୋଇପଡିଥିଲେ । ନାରାୟଣପ୍ରସାଦ ଅଞ୍ଚଳର କିଛି ଯୁବକ ଫୁଲିଝରନ ଜଳପ୍ରପାତକୁ ପିକନିକ ପାଇଁ ବାହାରିଥିଲେ । ଜଙ୍ଗଲ ରାସ୍ତାରେ ଶବ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ । କଣ୍ଟାମାଳ ଭାରପ୍ରାପ୍ତ ଥାନା ଅଧିକାରୀ ଡିଏସପି ତପସ୍ବିନୀ କଅଁରଙ୍କ ନେତୃତ୍ତ୍ବରେ ଘଣ୍ଟାପଡା ଫାଣ୍ତି ଅଧିକାରୀ ପ୍ରଶାନ୍ତ ମଲିକ ଏବଂ କଣ୍ଟାମାଳ ଓ ଘଣ୍ଟାପଡା ପୋଲିସ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚିଥିଲେ । ତଦନ୍ତ କଲାପରେ ଗଳିତ ଶବଟି କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ବାରଖମାର ଫାଣ୍ତି ଅଧିନ ଖମନଖୋଲ ପଞ୍ଚାୟତ ସୁତାଲଦା ଗ୍ରାମର ସୁଦର୍ଶନ ମଲିକ(୨୭) ବୋଲି ଜଣାପଡିଛି । ଖବର ପାଇ ପରିବାର ଲୋକ ଘଟଣା ସ୍ଥଳରେ ପହଞ୍ଚିଥିଲେ । ପରିବାର ଲୋକଙ୍କ କହିବା ପ୍ରକାରେ ସୁଦର୍ଶନ ନିଶାଶକ୍ତ ଅବସ୍ଥାରେ ଘରୁ ବାହାରି ଥିଲା ଏବଂ ଘରକୁ ଫେରି ନଥିଲା । ଅନ୍ୟଦିନ ମାନଙ୍କରେ ମଧ୍ୟ ପ୍ରାୟତଃ ନିଶା ସେବନ କରି  କୁଆଡେ ଗଲେ ଦିନେ ଦୁଇଦିନ ଅନ୍ତରରେ ଘରକୁ ଫେରୁଥିଲା । ତେବେ ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ମନମୁଣ୍ତା ଡାକ୍ତରଖାନା ପଠାଇଛି । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ପ୍ରକୃତ ତଥ୍ୟ ଜାଣିହେବ ବୋଲି କଣ୍ଟାମାଳ ଥିନା ଭାରପ୍ରାପ୍ତ ଅଧିକାରୀ ତପସ୍ବିନୀ କଅଁର କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like