-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ବିଜୟ ଦିବସ ଓ ଶିକ୍ଷକ ଦିବସ ପାଳିତ

04-Jan-2022



ନର୍ଲା(ସଞ୍ଜିବ ଦାସ) ଜ୍ଞାନ ଜ୍ୟୋତି ସାବିତ୍ରୀବାଇ ଫୁଲେଙ୍କ ଜନ୍ମ ଜୟନ୍ତୀକୁ ଶିକ୍ଷକ ଦିବସ ଭାବେ ପାଳନ କରିଛି ଅଲ ଓଡିଶା ସିଡ୍ୟୁଲକାଷ୍ଟ ଫେଡେରେସନ କଳାହାଣ୍ଡି ନର୍ଲା ବ୍ଲକ । ଏହାସହ ବିଜୟ ଦିବସ ଓ ଶିକ୍ଷା ଦିବସ ପାଳିତ ହୋଇଯାଇଛି । ନର୍ଲା ପେସିଫିକ ପବ୍ଲିକ ସ୍କୁଲ ପରିସରରେ ଏନେଇ ଆୟୋଜିତ ଭବ୍ୟ ସମାରୋହରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ସଂଘର ସଦସ୍ୟ/ସଦସ୍ୟା ତଥା ଆମ୍ବେଦକରବାଦିମାନେ ଯୋଗ ଦେଇଥିଲେ । ପ୍ରଥମେ ଏକ ବିଶାଳ ଶୋଭାଯାତ୍ରାରେ ଅଲ ଓଡିଶା ସିଡ୍ୟୁଲକାଷ୍ଟ ଫେଡେରେସନର କାର୍ଯ୍ୟକର୍ତ୍ତା ଓ ସଦସ୍ୟମାନେ ସଭା ସ୍ଥଳକୁ ଆସି ପହଞ୍ଚିଥିଲେ । ନୂତନ ବର୍ଷ ୨୦୨୨ ପ୍ରାରମ୍ଭରେ ଆଜି ଶିକ୍ଷକ ଦିବସ ସହ ବିଜୟ ଦିବସ ପାଳନ କରାଯାଇଥିଲା ।

ନର୍ଲା ବ୍ଲକ ସିଡ୍ୟୁଲକାଷ୍ଟ ଫେଡେରେସନ ସଭାପତି ରଘୁନାଥ ଦୀପଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ଅଲ ଓଡିଶା ସିଡ୍ୟୁଲକାଷ୍ଟ ଫେଡେରେସନ କଳାହାଣ୍ଡି ଜିଲ୍ଲା ସଭାପତି ଧନଞ୍ଜୟ ଦୀପ, ଅଧ୍ୟାପକ ଜିତେନ୍ଦ୍ର ସୁନା, ରମଣୀ ଦୁରିଆ, ରଜନୀକାନ୍ତ କୁମାର, କବିତା ବାଗ, ବିଜୟଲକ୍ଷ୍ମୀ ସ୍ବର୍ଣ୍ଣ, ବାସନ୍ତୀ ସତନାମି, ଡ଼ଃ ବିବେକାନନ୍ଦ ମହାନନ୍ଦ, ଅଭିରାମ ନନ୍ଦ, ଦେବେଶ୍ବର ସାଗର, ଏସ ସୁଜାତା, କାମରାଜ ଦୁରିଆ, ଅଇନଜିବୀ ଦିଗାମ୍ବର ଦୁରିଆ, ଜିତେନ୍ଦ୍ର କର, ଶ୍ରୀବତ୍ସ ତାଣ୍ଡି ଜ୍ୟୋର୍ତିମୟୀ ଜାଲ ଓ ଲିଙ୍ଗରାଜ ଆଜାଦ ପ୍ରମୁଖ ମଞ୍ଚାସୀନ ଥିଲେ।

ପ୍ରାରମ୍ଭରେ ମହାପୁରୁଷମାନଙ୍କ ପ୍ରତିକୃତରେ ଦୀପ ପ୍ରଜ୍ବଳନ, ପୁଷ୍ପମାଲ୍ୟ ଅର୍ପଣ ସହ ତ୍ରିଶରଣ ପଞ୍ଚଶୀଳ ଗାନ କରାଯାଇଥିଲା । ଅତିଥିମାନେ ଆଜିର କାର୍ଯ୍ୟକ୍ରମର ଆଭିମୁଖ୍ୟ ଉପରେ ଆଲୋକପାତ କରିବାସହ ଦଳିତ ସମାଜ ଅଧିକ ଶସକ୍ତ ହେବାକୁ ଆହ୍ବାନ କରିଥିଲେ ।   ପ୍ରକାଶ ସାଗର, ସୁଷମା ସୁନା ଓ ଗୋପାଳ ଦାସ ମହାନନ୍ଦ ମଞ୍ଚ ପରିଚାଳନା କରିଥିଲେ । ଏହି ଅବସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like