-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ରୋଟାରୀ କ୍ଳବ ଇଷ୍ଟ ତରଫରୁ ଜାଭିୟର ସ୍କୁଲରେ ଇଣ୍ଟେରାକ୍ଟ କ୍ଳବ ଗଠନ

04-Jan-2022



ଗଞ୍ଜାମ (ଉମା ମହାରଣା) : ରୋଟାରୀ କ୍ଳବ ଅଫ୍ ବ୍ରହ୍ମପୁର ଇଷ୍ଟ ତରଫରୁ ଆମ୍ବପୁଆ ଠାରେ ଥିବା ଜାଭିୟର ସିନିୟର ସେକଣ୍ଡାରି ହାଇସ୍କୁଲରେ୧୪ ରୁ ୧୮ବର୍ଷ ବୟସର ଛାତ୍ର ଛାତ୍ରୀ ମାନଙ୍କୁ ନେଇ ରୋଟାରୀ ଆନ୍ଦୋଳନର ସହଯୋଗୀ କନିଷ୍ଠ ସଂଗଠନ ରୋଟାରୀ ଇଣ୍ଟେରାକ୍ଟ କ୍ଳବ ଗଠନ କରାଯାଇଛି ।ଛାତ୍ର ଛାତ୍ରୀ ମାନଙ୍କୁ ସମାଜ ସେବାରେ ନିୟୋଜିତ କରିବା ପାଇଁ ଏଇ ସଂଗଠନର ମୁଖ୍ୟ ଉଦ୍ଦେଶ୍ୟ ।ଅନୁଷ୍ଠାନର ପରିଚାଳନା ନିର୍ଦ୍ଦେଶକ ତଥା କ୍ଳବର ପୂର୍ବତନ ସଭାପତି ରୋଟାରୀଆନ୍ ଗୌରୀ ଶଙ୍କର ପଣ୍ଡାଙ୍କ ସଭାପତିତ୍ବରେ ଆୟୋଜିତ ଉକ୍ତ  କାର୍ଯ୍ୟକ୍ରମରେ କ୍ଳବର ସଭାପତି କାମରାଜୁ ମହାରଣା, ପୂର୍ବତନ ସଭାପତି  ଗଦାଧର ରାଉଳ ରୋଟାରୀ ଇଣ୍ଟେରାକ୍ଟ କ୍ଳବର ଲକ୍ଷ୍ୟ ଓ ଉଦ୍ୟେଶ ସମ୍ପର୍କରେ ଛାତ୍ର ଛାତ୍ରୀ ମାନଙ୍କୁ ଅବଗତ କରାଇଥିଲେ ।ଅନୁଷ୍ଠାନର ଅଧ୍ୟକ୍ଷ ଡଃ ବିଦ୍ୟାଭୂଷଣ ପାଢୀ,କ୍ଳବର ସଂପାଦକ ଜୟନ୍ତ କିଶୋର ପାତ୍ର, ଲିଙ୍ଗରାଜ ନାୟକ, ପ୍ରଦୀପ କୁମାର ପଟ୍ଟନାୟକ, ରବିନ୍ଦ୍ର ନାଥ ସାହୁ ପ୍ରମୁଖ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ 
।ପ୍ରାଥମିକ ଭାବେ ୩୦ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଏଇ ଇଣ୍ଟେରାକ୍ଟ କ୍ଳବ ଗଠନ କରାଯାଇଛି ଏବଂ  ସାର୍ଥକ ବେହେରା-ସଭାପତି, କିରଣ ପାତ୍ର-ଉପସଭାନତ୍ରୀ,ରାଜମିର ବେହେରା-ସଂପାଦକ, ଅଂଶୁମାନ ଚୌଧୁରୀ-ସହ ସଂପାଦକ, ଦୀପାଞ୍ଜଳୀ ସାହୁ-କୋଷାଧ୍ୟକ୍ଷ ରୂପେ ମନୋନୀତ ହୋଇଛନ୍ତି ।ବରିଷ୍ଠ ଶିକ୍ଷକ ସନ୍ତୋଷ କୁମାର ପଣ୍ଡା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like