-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ପାନୀୟ ଜଳର ଭିତ୍ତିପ୍ରସ୍ତର ସହ ନାରୀ ସଶକ୍ତିକରଣ କାର୍ଯ୍ୟକ୍ରମରେ ଯୋଗଦେଲେ ନରସିଂହ ମା’ ଭଉଣୀ ଏକତ୍ରିତ ହେଲେ ଅଞ୍ଚଳର ଉନ୍ନତି ହୋଇଥାଏ - ନରସିଂହ

04-Jan-2022



ବଲାଙ୍ଗିର(ପ୍ରେରଣା ଖବର)- ଆଜି ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଦେଓଗାଁ ବ୍ଲକର ଗମ୍ଭାରିମାଲ ଏବଂ ଛତାପିପଲ ଠାରେ ଦୁଇଟି ପାନୀୟ ଜଳ ପ୍ରକଳ୍ପ ର ଶୁଭ ଭିତ୍ତି ପ୍ରସ୍ତର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଛନ୍ତି । ବନ୍ଧପଡା ଗ୍ରା.ପ. ଅନ୍ତର୍ଗତ ଛତାପିପଲ ଗାଁ ୯୫ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ନିର୍ମାଣ ହେବାକୁ ଥିବା ଏହି ପ୍ରକଳ୍ପରୁ ଲୋକେ ଘରକୁ ଘର ପାଇପ ଯୋଗେ ପାନୀୟ ଜଳ ପାଇପାରିବେ । ଠିକ୍ ସେହିପରି ଦେଷଣ୍ଢ ଗ୍ରା.ପ. ର ଗମ୍ଭାରିମାଲରେ ୫୯ଲକ୍ଷ ଟଙ୍କାର ପାନୀୟ ଜଳ ପ୍ରକଳ୍ପରୁ ଏହି ଅଂଚଳର ଲୋକଙ୍କୁ ଘରକୁ ଘର ପାଇପ ଯୋଗେ ପିଇବା ପାଣି ଯୋଗାଇ ଦିଆଯିବ । ଭିତ୍ତି ପ୍ରସ୍ତର ହୋଇଥିବା ଉଭୟ ପ୍ରକଳ୍ପ ଯେମିତି ୬ ମାସ ଭିତରେ କାର୍ଯ୍ୟକ୍ଷମ ହୋଇପାରିବ ସେ ଦିଗରେ କାର୍ଯ୍ୟକାରୀ ସଂସ୍ଥା ଏବଂ ଉପସ୍ଥିତ ଥିବା ଗ୍ରାମ୍ୟ ପାନୀୟଜଳ ଯୋଗାଣର ଯନ୍ତ୍ରୀ ମୃତ୍ୟୁଞ୍ଜୟ ରାଉତଙ୍କୁ ତତ୍ପରତ ସହ କାମ କରିବାକୁ ବିଧାୟକ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି । ପରେ ପରେ ଫପ୍‌ସି, ସିଆଲଯୋର, ଦେଷଣ୍ଢ ଠାରେ ସାଧାରଣ ଲୋକଙ୍କୁ ଭେଟି ସେଠାରେ ଥିବା ଲୋକଙ୍କ ସମସ୍ୟା ଉପରେ ଆଲୋଚନା କରିଥିଲେ । ସିଆଲଯୋର ଠାରେ ଗାଁକୁ ଆଲୋକିତ କରିବା ପାଇଁ ନିଜ ପାଣ୍ଠିରୁ ପ୍ରଦାନ କରିବାକୁ ବିଧାୟକ ଶ୍ରୀ ମିଶ୍ର ଘୋଷଣା କରିଥିଲେ । ଲୋକେ ପାନୀୟ ଜଳ, ଭତ୍ତା ତଥା ଇନ୍ଦିରା ଆବାସ ଉପରେ ନିଜର ଦାବି ଜଣାଇଥିଲେ । ଛତାପିପଲ ଏବଂ ଫପସି ଠାରେ ଥିବା ବନ୍ଧରେ ଗାଧିବା ପାଣି କମି ଯାଉଥିବାରୁ ସେଠାରେ ମନରେଗା ଯୋଗେ ମାଟିକାମ କରିବା ପାଇଁ ବିଧାୟକ ଶ୍ରୀ ମିଶ୍ରଙ୍କୁ ଅନୁରୋଧ କରିଥିଲେ । ସେଠାରୁ ସେ ବ୍ରାହ୍ମଣିଯୋର ଠାରେ ଅନୁଷ୍ଠିତ ହୋଇଥିବା ଏକ ମହିଳା ସମାବେଶରେ ଯୋଗଦେଇ ନାରୀ ସଶକ୍ତିକରଣ ଉପରେ ଶ୍ରୀମିଶ୍ର ନିଜ ବକ୍ତବ୍ୟ ରଖିଥିଲେ । ସେ କହିଥିଲେ ଗ୍ରାମାଞ୍ଚଳ ଲୋକଙ୍କୁ ସ୍ୱାବଳମ୍ବି, ନିଶାମୁକ୍ତ ତଥା ଛୁଆମାନଙ୍କୁ ଶିକ୍ଷିତ କରିବା ପାଇଁ ନାରୀମାନଙ୍କର ବିଶେଷ ଭୂମିକା ରହିଛି । ସେମାନେ ଏକତ୍ରିତ ରହିଲେ ସମାଜର ତଥା ଗାଁର ଉନ୍ନତି ହୋଇଥାଏ । ମା ମାନଙ୍କର ଦାବି ମୁତାବକ ସେଠାରେ ଏକ ମହିଳା ସ୍ୱୟଂ ସହାୟକ ଗୋଷ୍ଠିମାନଙ୍କର ଏକ ସଭାଗୃହ ପାଇଁ ୭ଲକ୍ଷ ଟଙ୍କା ନିଜ ବିଧାୟକ ପାଣ୍ଠିରୁ ପ୍ରଦାନ କରିବା ପାଇଁ ଘୋଷଣା କରିଥିଲେ ଏବଂ ଘୋଷଣା କରିଥିଲେ ଯେ ନାରୀ ସଶକ୍ତିକରଣ ତଥା ନାରୀ ଏକତା ପାଇଁ ଯଦି ଅଧିକ ପାଣ୍ଠି ଦରକାର ହୁଏ ସେ ତାର ବ୍ୟବସ୍ଥା ନିଶ୍ଚୟ କରିବେ ବୋଲି ପ୍ରତିଶୃତି ଦେଇଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମରେ ଦେଓଗାଁ ବ୍ଲକ ଗୋଷ୍ଠି ଉନ୍ନୟନ ଅଧିକାରୀ, ସହକାରୀ ଯନ୍ତ୍ରୀ, ପାନିୟ ଜଳ ଯୋଗାଣ ଯନ୍ତ୍ରୀ, ଉମାଶଙ୍କର ପଣ୍ଡା, ରାମଜୀ ଚୌଧୁରି, ଅସିତ ମିଶ୍ର, କାନ୍ତେଶ୍ୱର ପଧାନ, ସଂକିର୍ତ୍ତନ ବାଗ, ପପୁ ପାତ୍ର, ପ୍ରମୋଦ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like