-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ସତ୍ୟବ୍ରତ ଙ୍କ ପଦଯାତ୍ରା ର 490 ଦିନ ରେ ପହଁଚିଲେ ଗଣିଆ ରେ

10-Nov-2020



  ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) (ଓଡିଶା କୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦାବିରେ ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ ର ସତ୍ୟବ୍ରତ ଦାଶ ପଦଯାତ୍ରା ମାଧ୍ୟମ ରେ 374 ଟି ବ୍ଲକ ର ବି ଡି ଓ ଙ୍କୁ ଭେଟି ବାର ପ୍ରୟାସ ଜାରି ରଖିଛନ୍ତି | ସେ 2019 ଜୁଲାଇ 10 ତାରିଖରେ ସେ ବଡ଼ଚଣା ବ୍ଲକ ରୁ ଏହି ଅଭିନବ ପଦଯାତ୍ରା ଆରମ୍ଭ କରି 490 ଦିନରେ 271ତମ ବ୍ଲକ ଭାବେ ଆଜି ଗଣିଆ ବ୍ଲକ ରେ ପଂହଁଞ୍ଚିଛନ୍ତି | ଶ୍ରୀଯୁକ୍ତ ଦାସ ଗଣିଆ ବ୍ଳକରେ ପଂହଁଚିବା ପରେ କନ୍ଧମାଳ ସାଂସଦ ଙ୍କ ନୟାଗଡ ଜିଲ୍ଲା ପ୍ରତିନିଧି ତଥା କିଶୋର ପ୍ରସାଦ ପଞ୍ଚାୟତ ର ସମିତି ସଭ୍ୟ ସଦାଶିବ ମିଶ୍ର, ଗଣିଆ ପଞ୍ଚାୟତ ସରପଞ୍ଚ ଙ୍କ ପ୍ରତିନିଧି ଅଜୟ କୁମାର ଲେଙ୍କା, ଗଣିଆ ବ୍ଲକ ର ଅନେକ ସମିତି ସଭ୍ୟ, ସମାଜସେବୀ ,  ଶିକ୍ଷକ ଏବଂ ସାମ୍ବାଦିକ ମାନେ ସ୍ବାଗତ ସମ୍ବର୍ଦ୍ଧନା ଜଣାଇବା ସହିତ ପୁଷ୍ପମାଲ୍ୟ ଏବଂ ଉତ୍ତରିୟ ପ୍ରଦାନ କରି ବ୍ଲକ କୁ ପାଛୋଟି ନେଇଥିଲେ | ଗଣିଆ ବଜାରସ୍ଥିତ ଗାନ୍ଧୀ ମୂର୍ତ୍ତି ରେ ଶ୍ରୀଯୁକ୍ତ ଦାସ ପୁଷ୍ପମାଲ୍ୟ ଅର୍ପଣ କରିବାପରେ ବିଡିଓ ସିରିୟାଲ ପଟେଲ ଙ୍କୁ ଭେଟି ନିଜର ଦାବିପତ୍ର ପ୍ରଦାନ କରିଥିଲେ | ତାପରେ ସେ ଗଣିଆ ସ୍ଥିତ ଡାକ ବଙ୍ଗଳା ରେ ମାଧ୍ୟାର୍ହ୍ନ ଭୋଜନ କରିଥିଲେ | ଏହି ପଦଯାତ୍ରା ସେ ସେ ପର୍ଯ୍ୟନ୍ତ ବଜାୟ ରଖିବେ ଯେ ପର୍ଯ୍ୟନ୍ତ ଓଡିଶା ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଲାଭ ନକରିଛି ବୋଲି ଶ୍ରୀଯୁକ୍ତ ଦାଶ କହିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like