-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||     

HOME   ଜିଲ୍ଲା

ଧର୍ମଗଡ଼ ଭାରତୀୟ ଜାତୀୟ କଂଗ୍ରେସ ତରଫରୁ ବିଦ୍ୟାଳୟ ବନ୍ଦ ପ୍ରତ୍ୟାହାର ପାଇଁ ଉପଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ କଳାହାଣ୍ଡି

10-Nov-2020



ଧର୍ମଗଡ଼(ତ୍ରିନାଥ ବେଶ୍ରା ): କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଜାତୀୟ କଂଗ୍ରେସ ତରଫରୁ ବରିଷ୍ଠ କଂଗ୍ରେସ ନେତା ଶ୍ରୀଯୁକ୍ତ ଦିଗାମ୍ବର ଦୁରିଆ ଙ୍କ ନେତୃତ୍ୱରେ ବିଦ୍ୟାଳୟ ବନ୍ଦ ଓ SC,ST,ମାନଙ୍କ ପ୍ରାକ ମାଟ୍ରିକ ଛାତ୍ରବୃତି ୫୦%ରୁ ୮୦% ପର୍ଯ୍ୟନ୍ତ କାଟ ନିଷ୍ପତିର ପ୍ରତ୍ୟାହାର ଓ ବନ୍ଦ ହେଉଥିବା ବିଦ୍ୟାଳୟର ପୁନଃ ଖୋଲିବା ନିମନ୍ତେ ଧର୍ମଗଡ଼ ଉପ ଜିଲ୍ଲାପାଳଙ୍କ ଜରିଆରେ ମହାମହିମ ରାଜ୍ୟପାଳ ଓଡିଶା ଙ୍କ ଉଦେଶ୍ୱରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି ।ସୂଚନା ମୁତାବକ ଗଣଶିକ୍ଷା ବିଭାଗ ଓଡିଶା ସରକାର ଙ୍କ ନିଷ୍ପତି ଅନୁସାରେ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଖଣ୍ଡ ରେ ୨୦ରୁ କମ ଉପସ୍ଥାନ ଥିବା ସ୍କୁଲ ଗୁଡିକ ବନ୍ଦ ହେବ ଫଳରେ ଧର୍ମଗଡ଼ ଉପଖଣ୍ଡର ୧୦୦ପ୍ରାଥମିକ ସ୍କୁଲ ବନ୍ଦ ହେବା ଆଶଙ୍କା ଦେଖାଦେଇଛି।ଧର୍ମଗଡ଼ ଉପଖଣ୍ଡରେ ୧୦୦ଟି ସ୍କୁଲ ବନ୍ଦ ତାଲିକାରେ ରହିଛି । ଧର୍ମଗଡ଼ ବ୍ଲକ ର ଘଣ୍ଟିଗୁଡା ,ସାଗରପଡା, ମଝେଂନପଦର,ଟେମରିପଡା,ବେହେରାପଡା,ଗୋର୍ଲା ପଡା ,ପିପଲପଡା,ହୀରାପୁର, ଭରୁଆମୁଣ୍ଡା,ବାରିକପଡା,କେନ୍ଦୁମୁଣ୍ଡିପଡା,କଲେଜପଡାର ନା ରହିଛି ।

ସରକାର ଶିକ୍ଷାକୁ ସାର୍ବଜନୀନ କରିବା ପାଇଁ ଆରମ୍ଭ କରିଛନ୍ତି ସର୍ବ ଶିକ୍ଷାଅଭିଜାନ/ଶିକ୍ଷାଆଇନ ଏଥିରେ ୬ରୁ୧୪ବର୍ଷ ବୟସର ପିଲାଙ୍କପାଇ ମାଗଣା ଶିକ୍ଷା ବ୍ୟବସ୍ଥା କରାଯାଇଛି । ଏପରିକି ଘର ଓ ସ୍କୁଲ ମଧ୍ୟରେ କମ ଦୂରତା ରହିବା ବ୍ୟବସ୍ଥା କରାଯାଇଛି ।ଏଥିପାଇଁ ସରକାର ଗାଁ ଗାଁ ରେ ସର୍ବଶିକ୍ଷା ଅଭିଯାନ ମାଧ୍ୟମରେ ଲକ୍ଷ ଲକ୍ଷ ଭକ୍ତ ବ୍ୟୟରେ ସ୍କୁଲ କୋଠା ଗୁଡିକ ନିର୍ମାଣ କରିଛନ୍ତି ।

ଏବେ ସ୍କୁଲ ବନ୍ଦ ହେଲେ ଏସବୁ କୋଠାବାଡ଼ି ଅସାମାଜିକ ବ୍ୟକ୍ତିଙ୍କ ଆଡା ସ୍ଥଳୀ ପାଲଟିବ ଓ ଗ୍ରାମଞ୍ଚଳର ପିଲାମାନେ ବହୁତ ଅସୁବିଧାର ସମ୍ମୁଖୀନ ହେବେ ।

ତେଣୁ ସରକାର ଏଥିପ୍ରତି ଦୃଷ୍ଟି ଦେଇ ବନ୍ଦ ହେଉଥିବା ବିଦ୍ୟାଳୟକୁ ପୁନଃ ଖୋଲିବା ଓ SC, ST ଛାତ୍ରମାନଙ୍କ ଛାତ୍ର ବୃତି ୫୦ରୁ ୮୦%କାଟ ପ୍ରତ୍ୟାହାର କରିବା ପାଇଁ ଧର୍ମଗଡ଼ ଜାତୀୟ କଂଗ୍ରେସ ତରଫରୁ ଦାବି ହେଉଛି । 

ଆଗାମୀ ଦିନରେ ଏହି ସମସ୍ୟାର ସମାଧାନ କରା ନ ଗଲେ ଉପ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗଣ ଧାରଣା ଦିଆ ଯିବ ବୋଲି ବରିଷ୍ଠ କଂଗ୍ରେସ ନେତା ଦିଗାମ୍ବର ଦୁରିଆ କହିଛନ୍ତି ।

ଏହି କାର୍ଯ୍ୟକ୍ରମ ରେ ସନ୍ତୋଷ ପାଢ଼ୀ,ପ୍ରତାପ ସୁନାନୀ,ଗଙ୍ଗାଧର ମଙ୍ଗରାଜ,ଅଶ୍ୱିନ ପଣ୍ଡା,ଵିନୋଦ ମେହେର ,ଜ୍ୟୋସ୍ନା ପାଣିଗ୍ରାହୀ, ତପସ୍ୱିନୀ ଦୁର୍ଗା ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026

You Might Also Like