-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ରାଣୀପୁର ଝରିଆଲ ଯୋଗିନୀପିଠ କୁ ଓଡିଶା ଟୁରିଜିମ ବିଭାଗ ରୁ ଅନୁଦାନ। ଅନୁଦାନ ର ସୁବିନିଯୋଗ କରିବାପାଇଁ ସ୍ଥିତି ପରଖିଲେ ପ୍ରସାଶନିକ ଅଧିକାରୀ l

05-Jan-2022



ସିନ୍ଧେକେଲା // ବଲାଙ୍ଗୀର ଜିଲ୍ଲାର ସର୍ବ ପୁରାତନ ଐତିହ୍ଯ ସମ୍ପନ୍ନ ରାଣୀପୁର ଝରିଆଲ ପାଇଁ ଓଡିଶା ସରକାର ପର୍ଯ୍ୟଟନ ବିଭାଗ ଭିତ୍ତିଭୁମି ଉନ୍ନୟନ ପାଇଁ ଅନୁଦାନ ମଞ୍ଜୁର କରିଥିବାରୁ ବଲାଙ୍ଗୀର ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଟୁରିଷ୍ଟ ଅଫିସର ରବୀନ୍ଦ୍ର କୁମାର ଦଲାଇ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଯୋଗିନୀପିଠ ରାଣୀପୁର ଝରିଆଲ କୁ ପହଞ୍ଚିଥିଲେ। ଏଥିପାଇଁ ବଙ୍ଗୋମୁଣ୍ଡା ତହସିଲଦାର ଗୁଣମଣି ସୁନାନି, ବଙ୍ଗୋମୁଣ୍ଡା ବିଡିଓ ରିପୁନାଥ ସୁନା , ବ୍ଲକ ଏସିଷ୍ଟାଣ୍ଟ ଇଞ୍ଜିନିୟର ନରେଶ ପ୍ରସାଦ ସିହ୍ନା, ଟୁରିଷ୍ଟ ଅଫିସ ର କିରାଣୀ ନିଲାଞ୍ଚଲ ଦୀପ ,  ପ୍ରମୁଖ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବାସହ ମନ୍ଦିର କମିଟି ସହ ଆଲୋଚନା କରିଥିଲେ । ତେବେ ବର୍ତ୍ତମାନ ରାଣୀପୁର ଝରିଆଲ ମନ୍ଦିର ସମୁହ ଆର୍କିଓଲୋଜି ଅଫ ଇଣ୍ଡିଆ ବିଭାଗ ଅଧିନକୁ ଯାଇ ଥିବାରୁ ଓଡିଶା ଟୁରିଜିମ ଅଧିନରେ ଥିବା ଜମି ଉପରେ ହିଁ ଭିତ୍ତିଭୁମି ଉନ୍ନୟନ କରାଯିବା ପାଇଁ ଆଲୋଚନା ହୋଇଥିଲା। ଯାହା ଫଲରେ ଆଗାମୀ ଦିନରେ ଉଭୟ କେନ୍ଦ୍ର ଓ ରାଜ୍ଯ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ କାମ ଆରାମରେ ହୋଇପାରିବ ବୋଲି ସମାଜ ସେବୀ ଅନିଲ କୁମାର ତ୍ରିପାଠୀ ମତ ରଖିଥିଲେ। ପ୍ରକାଶ ଥାଉକି ୨୦୧୯ ଜାନୁଆରି ୧୫ ତାରିଖ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବଲାଙ୍ଗୀର ଗସ୍ତରେ ଆସିଥିବା ସମୟରେ ଏହି ପିଠର ବିକାଶ ପାଇଁ ଅନୁଦାନ ଘୋଷଣା କରିଥିଲେ। ତେବେ ଅଦ୍ୟାବଧି ପର୍ଯ୍ୟନ୍ତ କେବଳ ୪ ଟି ଚେୟାର , ସୋମେଶ୍ବର ମହାଦେବ ମନ୍ଦିର ରେ  ଏକ କେମିକାଲ ପ୍ରଲେପ, ଓ ବିନା ବିଦ୍ୟୁତ କନେକ୍ସନ ହୋଇଥିବା ଲାଇଟ ବ୍ୟବସ୍ଥା ଛଡା ଆଉ କିଛି କାମ ବର୍ତ୍ତମାନ ପର୍ଯ୍ୟନ୍ତ ହୋଇନାହିଁ। ଏପଟେ ସିନ୍ଧେକେଲା ଠାରେ

ଏକ କାର୍ଯ୍ୟକ୍ରମ ରେ ଯୋଗ ଦେବାପାଇଁ ଆସିଥିବା ସମୟରେ  ରାଜ୍ଯ ସରକାର ଙ୍କ ଫୋକସ ରେ ରାଣୀପୁର ଝରିଆଲ ଥିବା ମନ୍ତ୍ରୀ ସୁଶାନ୍ତ ସିଂହ ଗଣମାଧ୍ୟମ କୁ କହିଥିଲେ। ପରେ ୨୨ ସେପ୍ଟେମ୍ବର ୨୦୨୧ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ବଲାଙ୍ଗୀର ଗସ୍ତ ସମୟରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଳୁଜା ଏହି ପିଠର ବିକାଶ ପାଇଁ ମଞ୍ଚ ଉପରେ ନିଜ ଅଭିଭାଷଣ ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଥିଲେ । ତେବେ ବିଳମ୍ବରେ ହେଲେ ମଧ୍ଯ ଓଡିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ତରଫରୁ ୨୦ ଲକ୍ଷ ଟଙ୍କାର ଅନୁଦାନ ଆସିଥିବା ଯୋଗୁଁ ଏହି ଟଙ୍କାର ସୁବିନିଯୋଗ କେମିତି ହୋଇପାରିବ ତାହା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା। ଏହି ସମୟରେ ଅନ୍ୟମାନଙ୍କ ମଧ୍ଯରେ ମନ୍ଦିର କମିଟିର ସଭାପତି ମାଣିକ ଚନ୍ଦ ଜୈନ, ବଙ୍ଗୋମୁଣ୍ଡା ବ୍ଲକ ସରପଞ୍ଚ ସଂଘ ସଭାପତି ଉପେନ୍ଦ୍ର ମେହେର, ଝରିଆଲ ସରପଞ୍ଚ ଙ୍କ ପ୍ରତିନିଧି ଗୋପୀନାଥ ସାହୁ , ମନ୍ଦିର ପୂଜକ ଜଗମୋହନ ତ୍ରିପାଠୀ,  କ୍ଷୀରସିନ୍ଧୁ ଭୋଇ , ମଞ୍ଜେସ ମେହେର, ସନ୍ୟାସୀ ଭୋଇ, କୃଷ୍ଣ ଚନ୍ଦ୍ର ସାହୁ , ପର୍ମାନନ୍ଦ ଭୋଇ , ଜ୍ଯୋତି ସାହୁ , ଯୁବରାଜ ବାଗ ,ପୁରୁଷୋତ୍ତମ ଭୋଇ ପ୍ରମୁଖଙ୍କ ସହ କମିଟିର ସମସ୍ତ ସଦସ୍ଯ ଉପସ୍ଥିତ ଥିଲେ। 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like