-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ପୂର୍ବତନ ମନ୍ତ୍ରୀ ଅନଙ୍ଗଙ୍କ ସପ୍ତାହବ୍ୟାପୀ 75 ତମ ଜନ୍ମୋତ୍ସବ ପାଳନ କରିବ ବଲାଙ୍ଗିର ଓ ସୋନପୁର ବିଜେଡ଼ି

10-Nov-2020



ବଲାଙ୍ଗିର, (ପ୍ରେରଣା ଖବର) - ଆଜି  ଓଡିଶା ର ପୂର୍ବତନ ମନ୍ତ୍ରୀ ତଥା ରାଜ୍ଯସଭା ସାସଂଦ ବର୍ଷୀୟାନ ନେତା ଶ୍ରଯୁକ୍ତ ଅନଙ୍ଗ ଉଦୟ ସିଂହଦେଓ ଙ୍କ ୭୫ତମ ଜନ୍ମ ଦିନ  । ଅନଙ୍ଗ ଙ୍କ ପ୍ଲାଟିନମ୍ ଜନ୍ମ ଦିନ କୁ ବଲାଙ୍ଗିର ଜିଲ୍ଲା ଓ ସୋନପୁର ଜିଲ୍ଲାର ବିଜେଡି କର୍ମ କର୍ତ୍ତା ମାନେ ଆନନ୍ଦ ଉଲ୍ଲାସ ରେ ସପ୍ତାହ ବ୍ଯାପି ଗତ ରବିବାର ୦୮ ତାରିଖ ରୁ ପାଳନ କରୁଛନ୍ତି। ୦୮ ତାରିଖରେ ବଲାଙ୍ଗିର ଛାତ୍ର ବିଜେଡି ତରଫରୁ ରାଜେନ୍ଦ୍ର ୟୁନିଭରସିଟିଠାରେ ମାକ୍ସ୍ ବଣ୍ଟନ ୦୯ ତାରିଖ ସୋମବାର ମହିଳା ବିଜେଡି ତରଫରୁ ବଲାଙ୍ଗିର ପୌରସଂସ୍ଥା ର ମେହେନ୍ତର  କରୋନା ଯୋଦ୍ଧା ମାନଙ୍କୁ ମହାମାରୀ ପାଇଁ ସତର୍କ ରହିବା ପାଇଁ ସଚେତନ କରାଯାଇ ମାକ୍ସ୍ ବଣ୍ଟନ କରାଯାଇ ଥିବା ବେଳେ ଛାତ୍ର ବିଜେଡି ତରଫରୁ ବଲାଙ୍ଗିର ର ସମସ୍ତ ମହାପୁରୁଷ ମାନଙ୍କ ପ୍ରତିମୁର୍ତ୍ତି କୁ ସଫେଇ କରି ମାଲ୍ଯାର୍ପଣ କରାଯାଇଛି। ୧୦ ତାରିଖ ମଙ୍ଗଳବାର ଦିନ ବଲାଙ୍ଗିର ରାଜେନ୍ଦ୍ର ସ୍ପୋର୍ଟ୍ସ କମ୍ପ୍ଲେକ୍ସ ଠାରେ ପୁର୍ବତନ ଲୋକସଭା ସାସଂଦ କଳିକେଶ ନାରାୟଣ ସିଂହଦେଓ ଓ ଯୁବନେତା ଅର୍କେଷ ନାରାୟଣ ସିଂହଦେଓ ଙ୍କ ଦ୍ବାରା  ବ୍ରୁକ୍ଷ ରୋପଣ କରାଯାଇଥିବା ବେଳେ ଆସନ୍ତାକାଲି ସକାଳ ୮ ଘଣ୍ଟା ସମୟରେ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସପିଟାଲ ରେ ଫଳ ବଣ୍ଟନ ସହିତ ବଲାଙ୍ଗିର ଜିଲ୍ଲା ଓ ସୋନପୁର ଜିଲ୍ଲା ଓଡିଶା ମୋ ପରିବାର ବିଜୁ ଜନତା ଦଳ ଆନୁକୂଲ୍ୟରେ ଜିଲ୍ଲା ର ସମସ୍ତ ନିର୍ବାଚନ ମଣ୍ଡଳୀ ରେ ଯଥା ବଲାଙ୍ଗିର , ଲୋଇସିଂହା , ପାଟଣାଗଡ଼  , ଟିଟିଲାଗଡ଼  , କଣ୍ଟାବାଞ୍ଜି  , ସୋନପୁର  , ବୀରମହାରାଜପୁର ନିର୍ବାଚନ ମଣ୍ଡଳୀ ରେ ରକ୍ତଦାନ ଶିବିର ଅନୁଷ୍ଠିତ ହେବ  । ଏହା ସହିତ ଆଗାମୀ ୧୨ ତାରିଖ ରୁ ୧୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଥିବାର ସୁଚନା ବଲାଙ୍ଗିର ବିଜୁ ଜନତା ଦଳ ତରଫରୁ ଦିଆଯାଇଛି  । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like