-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଉଠା ଦୋକାନୀମାନଙ୍କ ଉଚ୍ଛେଦ ଦାବିରେ ମାର୍କେଟ ବିଲ୍ଡିଂ ବନ୍ଦ

05-Jan-2022



ଭୁବନେଶ୍ୱର (ସୁଭାସିସ ନାୟକ): ଉଠା ଦୋକାନୀମାନଙ୍କ ଉଚ୍ଛେଦ ଦାବିରେ ମାର୍କେଟ ବିଲ୍ଡିଂ ବନ୍ଦ ହେଲା  ଭୁବନେଶ୍ୱରର ଜନବହୁଳ ମାକେର୍ଟ ମାର୍କେଟ ବିଲ୍ଡିଂ । ଉଠା ଦୋକାନୀମାନଙ୍କ ଉଚ୍ଛେଦ ଦାବି ପୂରଣ ନହେବାରୁ ମାର୍କେଟ ବିଲ୍ଡିଂ ବ୍ୟବସାୟ ସଙ୍ଘ ଏହି ବନ୍ଦ ଡାକରା ଦେଇଛି । ଉଠା ଦୋକାନୀଙ୍କ ଯୋଗୁଁ ସମସ୍ୟା ସୃଷ୍ଟି ହେଉଥିବାରୁ ମାର୍କେଟ ବିଲ୍ଡିଂ ବ୍ୟବସାୟ ସଙ୍ଘ ଉଚ୍ଛେଦ ଦାବି କରିଥିଲେ । ତେବେ ସେମାନଙ୍କର ଦାବି ପୂରଣ ହୋଇ ନ ପାରବାରୁ ଅର୍ନିଦ୍ଧିଷ୍ଟ କାଳ ପାଇଁ ମାର୍କେଟ ବିଲ୍ଡିଂକୁ ବନ୍ଦ କରାଯାଇଛି ।ଦୀର୍ଘଦିନ ଧରି ଉଠା ଦୋକାନୀଙ୍କୁ ଉଚ୍ଛେଦ କରିବା ପାଇଁ ସଂଘ ବିରୋଧ କରିଆସୁଛି । ଉଠା ଦୋକାନୀ ମାର୍କେଟ ବିଲ୍ଡିଂରେ ରାସ୍ତା ଅବରୋଧ କରିବା ସହ ମାର୍କେଟ ବିଲ୍ଡିଂର ସୌନ୍ଦର୍ଯ୍ୟକରଣକୁ ନଷ୍ଟ କରୁଥିବା ଅଭିଯୋଗ ହୋଇଛି । ସମସ୍ୟାର ସମାଧାନ ନେଇ ବୁଧବାର ବିଏମସି ଅଧିକାରୀ ଓ କମିଶନର ପୁଲିସ ଓ ସଂଘ ମଧ୍ୟରେ ବୈଠକ ଅନୁଷ୍ଠିତ ହେବ । ବୈଠକ ପରେ ସମସ୍ୟାର ସମାଧାନ ଉପରେ ନିଷ୍ପତି ବାହାରିପାରେ । 

ଏହାସହ ସହ ଅସାମାଜିକ ବ୍ୟକ୍ତିଙ୍କ ଅସାମାଜିକ କାର୍ଯ୍ୟ ବଢୁଥିବା ଅଭିଯୋଗ ହୋଇଛି । କେବଳ ସେତିକି ନୁହେଁ ରାସ୍ତାରେ ଦୋକାନ ପକେଇବାରୁ ପ୍ରବଳ ଭିଡ଼ ହେଉଥିଲା । ଯାହାକୁ ନିୟନ୍ତ୍ରଣ କରିବା ସଂଘ ପକ୍ଷେ କଷ୍ଟକର ହୋଇ ପଡ଼ିଥିଲା । ଭିଡ଼ କାରଣରୁ ବିଏମସି ବାରମ୍ବାର୍ ଚଢ଼ାଉ କରୁଥିବା ସଂଘ ଅଭିଯୋଗ କରିଛି । ତେଣୁ ଉଠା ଦୋକାନୀଙ୍କୁ ବିଏମସି ଉଚ୍ଛେଦ ନକରିବା ଯାଏ ମାର୍କେଟ୍ ବିଲ୍ଡିଂ ବନ୍ଦ ରହିବ ବୋଲି ସଂଘ କହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like