-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ପ୍ରଥମ ପଶ୍ଚିମ ଓଡିଶା ତାଇକଣ୍ଡୋ ପ୍ରତିଯୋଗିତା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

05-Jan-2022



ସୁବର୍ଣ୍ଣପୁର:- ସୁବର୍ଣ୍ଣପୁର ଜିଲ୍ଲା ତାଇକଣ୍ଡୋ ସଂଘ ପକ୍ଷରୁ ସୋନପୁର ସହର କସ୍ତୁରୀ ହୋଟେଲ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ଜାନୁୟାରୀ ୧୫ ଏବଂ ୧୬ ତାରିଖ ଦୁଇଦିନଧରି ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରଥମ ପଶ୍ଚିମ ଓଡିଶା ତାଇକଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁଥିବାବେଳେ ଆଜି ଏନେଇ ପ୍ରସ୍ତୁତି ବୈଠକରେ ସବିଶେଷ ଆଲୋଚନା କରାଯାଇଥିଲା । ଓଡିଶା ତାଇକଣ୍ଡୋ ସଂଘ ପୁରୀ ସଂପାଦକ ମନମୋହନ ଭଂଜଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବାକୁଥିବାବେଳେ ସୁବର୍ଣ୍ଣପୁର ଜିଲ୍ଲା ତାଇକଣ୍ଡୋ ସଂଘ ଏହି ପ୍ରତିଯୋଗିତାକୁ ପରିଚାଳନା କରିବାକୁ ଯାଉଛି । ଏହି ପ୍ରତିଯୋଗିତାରେ ଆୟୋଜକ ସୁବର୍ଣ୍ଣପୁର ଜିଲ୍ଲା ତାଇକଣ୍ଡୋ ସଂଘ ସମେତ ପଶ୍ଚିମ ଓଡିଶାର ବୌଦ୍ଧ,ବଲାଙ୍ଗୀର,ବରଗଡ,ନୁଆଁପଡା,ଝାରସୁଗୁଡା,ସୁନ୍ଦରଗଡ,ସମ୍ବଲପୁର,ଦେବଗଡ ଏବଂ କଳାହାଣ୍ଡି ଜିଲ୍ଲାର ମୋଟ ୩୦୦ ରୁ ଉୁର୍ଦ୍ଧ୍ୱ ଖେଳାଳୀ ଅଂଶଗ୍ରହଣ କରିବାକୁ ଚୁଡାନ୍ତ ହୋଇଛି । ଅନୁଷ୍ଠିତ ହେବାକୁଥିବା ଏହି ଜୋନାଲ ସ୍ତରୀୟ ତାଇକଣ୍ଡୋ ପ୍ରତିଯୋଗିତାରେ ଆନ୍ତର୍ଜାତୀୟ ସ୍ତରୀୟ ପ୍ରତିଯୋଗିତା ଭଳି ପିଏସସ ଏବଂ ଇଏସଏସ ର ବ୍ୟବହାର କରାଯିବ । ଖେଳ ପରିଚାଳନା କରିବାକୁ ଓଡିଶାର ବଛା ବଛା ଜାତୀୟ ସ୍ତରର ରେଫରୀମନେ ମଧ୍ୟ ଆସିବାକୁ ସ୍ୱିକୃତି ପ୍ରଦାନ କରିଛନ୍ତି । ସବଜୁନିଅର,କ୍ୟାଡେଟ,ଜୁନିଅର ଏବଂ ସିନିଅର ବର୍ଗରେ ଉଭୟ ପୁମସେ ଓ ଖ୍ୟୁରୋଗୀ ପ୍ରତିଯୋଗିତା ଅନୁଷ୍ଠିତ ହେବ । ସୁବର୍ଣ୍ଣପୁର ଜିଲ୍ଲା ତାଇକଣ୍ଡୋ ସଂଘର ସଭାପତି ରବୀନ୍ଦ୍ର ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ବୌଦ୍ଧ ଜିଲ୍ଲା ତାଇକଣ୍ଡୋ ସଂଘ ସଂପାଦକ ଅଂଜିତ କୁମାର ସାହୁ,ବଲାଙ୍ଗୀର ଜିଲ୍ଲା ତାଇକଣ୍ଡୋ ସଂଘ ସଂପାଦକ ଅସିମ ଭୋଇ ଏବଂ ବରଗଡ ଜିଲ୍ଲା ତାଇକଣ୍ଡୋ ସଂଘ ସଂପାଦକ ବିଜୟ କୁମାର ଭୋଇ ପ୍ରମୁଖ ଯୋଗଦେଇଥିଲେ । ସୁବର୍ଣ୍ଣପୁର ଜିଲ୍ଲା ତାଇକଣ୍ଡୋ ସଂଘର ସଂପାଦକ ଏହେସାସ ହୋତା ଏହି ବୈଠକକୁ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like