-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଅନ୍ତଦୋୟ ଅନ୍ନ ଯୋଜନା ରୁ ବଂଚିତ ହିତାଧିକାରୀ ଙ୍କୁ ଉକ୍ତ କାର୍ଡ଼ ପ୍ରଦାନ ପାଇଁ ଦାବି- ନିଜ ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଭେଟିଲେ

10-Nov-2020



ବଲାଙ୍ଗୀର/ଟିଟିଲାଗଡ଼(ପ୍ରେରଣା ଖବର) - ତାଲିକା ଭୁକ୍ତ ଥିବା ସତ୍ୱେ  ହିତାଧିକାରୀ ଙ୍କୁ ଉକ୍ତ  କାର୍ଡ଼ ପାଇବାରୁ ବଞ୍ଚିତ ହୋଇ ଦୁର୍ଦଶା ର ଶିକାର ହେଉଛନ୍ତି। ସୂଚନାଯୋଗ୍ୟ ଯେ,ଅସହାୟ, ଭିନ୍ନକ୍ଷମ, ଏଚ ଆଇ ଭି/ଏଡ୍ସ ଆକ୍ରାନ୍ତ,ଅତ୍ୟନ୍ତ ଗରିବଶ୍ରେଣୀୟ ଲୋକମାନଙ୍କ ନିମନ୍ତେ ସ୍ୱତନ୍ତ୍ର ଯୋଜନା ପ୍ରଣୟନ କରିଛନ୍ତି। ପୂର୍ବରୁ ଉକ୍ତ ହିତାଧିକାରୀ ଙ୍କୁ ପ୍ରଦାନ କରାଯାଇ ଥିବା କାର୍ଡ ବନ୍ଦ କରି ଦିଆଗଲା। ଯଦ୍ବାରା ଅନେକ ହିତାଧିକାରୀଙ୍କ ସରକାରୀ ଚାଉଳ ଯୋଗାଣ ବନ୍ଦ କରିଦିଆଯିବା ଓ ନୂତନ ଭାବେ ଉକ୍ତ ହିତାଧିକାରୀଙ୍କ ନିମନ୍ତେ ମାତ୍ର କିଛି ଲୋକଙ୍କ କାର୍ଡ଼ ପ୍ରଦାନ କରିଛନ୍ତି। ଏହି କାର୍ଡ଼ ନିମନ୍ତେ ଜିଲ୍ଲା ଯୋଗାଣ ବିଭାଗ ଅଧିକାରୀ ଙ୍କ ନିକଟରେ ସହ,ସହ ହିତାଧିକାରୀଙ୍କ ଆବେଦନ କରିଛନ୍ତି କିନ୍ତୁ ତାଙ୍କୁ ପ୍ରଦାନ କରାଯାଇ ନାହିଁ। କୋଭିଡ-୧୯ ନିୟମ ଅନୁଯାୟୀ ଅନ ଲାଇନ ବନ୍ଦ ରହୁ  ଥିବା କୁହାଯାଇଛି । ତେବେ ସରକାରୀ ନିୟମ ଅନୁଯାୟୀ ଅନେକ ହିତାଧିକାରୀଙ୍କ ଏହି କାର୍ଡ଼ ଦୀର୍ଘ ଦିନ ଧରି ଆବେଦନ, ନିବେଦନ କରି,କରି ନିରାଶ ହେବାକୁ ବାଧ୍ୟ ହେଉଛନ୍ତି। ଜିଲ୍ଲା ଯୋଗାଣ ଅଧିକାରୀ ଓ ଅନ୍ୟ ଯୋଗାଣ ବିଭାଗ କାର୍ଯ୍ୟାଳୟ କର୍ମଚାରୀ ମାନେ ବିଶେଷ କରି ଅନଲାଇନ କରୁଥିବା କର୍ମଚାରୀ ଙ୍କ ଅଭାବ ଯୋଗୁଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଜିଲ୍ଲା ପ୍ରଶାସନ ତରଫରୁ ପ୍ରକାଶ କରାଯାଇଛି । ବିଭାଗୀୟ କର୍ମଚାରୀ ଙ୍କ ଖାମ ,ଖିଆଲ ମନୋଭାବ ଯୋଗୁଁ ସାଧାରଣ ଦୁର୍ଦ୍ଦଶା ର ଶିକାର ହେଉଛନ୍ତି । ପ୍ରକାଶ ଯେ ଟିଟିଲାଗଡ଼ ଯୋଗାଣ ବିଭାଗ କାର୍ଯ୍ୟାଳୟ ତରଫରୁ ସ୍ଥାନୀୟ ୧୪ ନଂ ୱାର୍ଡ ର ରାଜୀବ ବାଗ ଙ୍କ ର ମୃତ୍ୟୁ ଘଟିଥିବା ବେଳେ ତାଙ୍କ କାର୍ଡ଼ ବନ୍ଦ କରିଦିଆଯାଇଥିଲା, ଏବେ ଉକ୍ତ ଅସହାୟ ବିଧବା ମହିଳା ଓ ତାଙ୍କର ଦୁଇଟି ଛୋଟ ସନ୍ତାନ ନେଇ ଦୁର୍ବିସହ ଜୀବନ ଯାପନ କରୁଛନ୍ତି। ଏହି ପରି ଅନେକ ହିତାଧିକାରୀ ଏ ସୁବିଧା ରୁ ବଞ୍ଚିତ ହୋଇ ରହିଛନ୍ତି । ଏ ଦିଗରେ ମୂଖ୍ୟ ବିଭାଗୀୟ ଶାସନ ସଚିବ ତୁରନ୍ତ ଦୃଷ୍ଟି ଦେବାକୁ ଜନସେବା ସଙ୍ଘ ତରଫରୁ ଦାବି କରିବା ସହ ଯଥାଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯାଏ ତେବେ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରାଯିବ ବୋଲି ଜନସେବା ସଙ୍ଘ ସଭାପତି ଲମ୍ବୁଧର ଛତ୍ରୀୟା ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like