-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ପାଇକମାଳ କୃଷି ଅଫିସରେ ତାଲା ପକାଇଲେ ଚାଷୀ

05-Jan-2022



ପଦ୍ମପୁର:-ପଦ୍ମପୁର ଉପଖଣ୍ଡ  ପାଇକମାଲ ବ୍ଳକ କୃଷି କାର୍ଯ୍ୟାଳୟରେ ଚାଷୀମାନେ ଆଜି ତାଲା ପକାଇଥିଲେ । ଆଞ୍ଚଳିକ କୃଷି ମହା ସଂଘର ଶତାଧିକ ଚାଷୀମାନେ କୃଷି କାର୍ଯ୍ୟାଳୟରେ ଆସି ପ୍ରଥମେ ଘେରାଉ କରିଥିଲେ ଏବଂ ଇନ୍ସସୁରେନ୍ସ ରିଜେକ୍ଟ  କେଉଁ କାରଣରୁ ହେଲା ବୋଲି ବ୍ଳକ କୋଡିନେଟର ଗୋବିନ୍ଦ ସାହୁଙ୍କୁ ପଚାରିଥିଲେ ସେ ସନ୍ତୋଷଜନକ ଉତ୍ତର ଦେଇ ନଥିବାରୁ ମହାସଂଘ ସଭାପତି ବିଶ୍ବନାଥ ରଣାଙ୍କ ସଭାପତିତ୍ବରେ ଏକ ଆଲୋଚନା କରାଯାଇଥିଲା । ସର୍ବସମ୍ମତିକ୍ରମେ ଶ୍ରୀରଣା କୃଷି କାର୍ଯ୍ୟାଳୟରେ ତାଲା ପକାଇଥିଲେ। ଏହାର କାରଣ

ପଚାରିବାରୁ ସେ କହିଥିଲେ ଯେ ଚାଷୀମାନେ ଜୁଲାଇ ୩୧ ସୁଦ୍ଧା କୃଷି ବୀମା ଟଙ୍କା ଜମା କରିଥିଲେ। ଋଣ ନେଇଥିବା ଚାଷୀମାନେ ୧୫ ଦିନ ଓ ଅଣ ଋଣୀମାନଙ୍କର ଇନ୍ସସୁରେନ୍ସ ୩୦ ଦିନରେ ତଦାରକ ହୋଇଥାଏ । କିନ୍ତୁ ପାଇକମାଲ ବ୍ଳକର ୯୫୮ ଜଣଙ୍କ ନଭେମ୍ବର ମାସରେ ରିଜେକ୍ଟ ହୋଇଥିବା ଜଣାପଡିଛି। ଏନେଇ ଆମେ ସଂଘ ତରଫରୁ ଜିଲ୍ଲାପାଳ ଓ ଉପଜିଲ୍ଲାପାଳଙ୍କୁ ଜଣାଇଥିଲୁ। ଉପଜିଲ୍ଲାପାଳ ବୀମା କମ୍ପାନୀଙ୍କୁ ଇନକ୍ବାରୀ ପାଇଁ ଜଣାଇଥିଲେ । କିନ୍ତୁ କେହି ନ ଶୁଣିବାରୁ ଆଜି ପାଇକମାଲ କୃଷି ଅଫିସରେ ତାଲା ପକାଇଛୁ ବୋଲି ବିଶ୍ବନାଥ ରଣା ମତବ୍ୟକ୍ତ କରିଛନ୍ତି। ଏ ପରିପ୍ରେକ୍ଷୀରେ ସର୍ବଶ୍ରୀ:- ଚାଷୀନେତା ରୋହିତ ସାହୁ, ରାହାସ ବିହାରୀ ସାହୁ, ବାଳକୃଷ୍ଣ ବନଛୋର,ଗୁପତରାମ ବାରିକ,ଦହିତ ସାହୁ ସହ ଶତାଧିକ ଚାଷୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like