-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ମହାନଗର

ସମ୍ବଲପୁର ଜ଼ିଲ୍ଲାପାଳ ଭାବେ ଦିବ୍ୟଜ୍ୟୋତି ପରିଡ଼ାଙ୍କ କାର୍ଯ୍ୟଭାର ଗ୍ରହଣ

06-Jan-2022



ସମ୍ବଲପୁର,(ସଂଜୀବ ପାଣିଗ୍ରାହୀ): ସମ୍ବଲପୁର ଜ଼ିଲ୍ଲାର ୫୫ତମ ନୂତନ ଜ଼ିଲ୍ଲାପାଳ ଭାବେ  ୨୦୧୫ ବ୍ୟାଚର ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଦିବ୍ୟଜ୍ୟୋତି ପରିଡା ଦାୟିତ୍ୱ ଗ୍ରହଣ କରିଛନ୍ତି I ସୋମବାର ସମ୍ବଲପୁର ଜ଼ିଲ୍ଲାର ଜ଼ିଲ୍ଲାପାଳ ଥିବା ଶୁଭମ ସକ୍ସେନାଙ୍କୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି ପରେ ଅତିରିକ୍ତ ଜ଼ିଲ୍ଲାପାଳ ଉମାକାନ୍ତ ରାଜ ଏହି ଦାୟିତ୍ୱରେ ଥିଲେ I ତେବେ  ଶ୍ରୀ ପରିଡା  ଅପରାହ୍ନରେ ୫ ଟା ରେ ଜ଼ିଲ୍ଲାପାଳ ଅଫିସରେ ପହଂଚି ଜ଼ିଲ୍ଲାପାଳ ଦାୟିତ୍ୱରେ ଥିବା ଅତିରିକ୍ତ ଜ଼ିଲ୍ଲାପାଳ ଉମାକାନ୍ତ ରାଜଙ୍କ ଠାରୁ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ I ଏହି ଅବସରରେ ନୃତନ ଜ଼ିଲ୍ଲାପାଳଙ୍କୁ ଜ଼ିଲ୍ଲାର ବରିଷ୍ଠ ଅଧିକାରୀ ମାନେ ସ୍ୱାଗତ କରିଥିଲେ I ଶ୍ରୀ ପରିଡା  ସମ୍ବଲପୁର ଜ଼ିଲ୍ଲାବାସୀଙ୍କ ସହଯୋଗ କାମନା କରିବା ସହିତ ଆଗାମୀ ଦିନରେ ଜ଼ିଲ୍ଲା ପ୍ରଶାସନକୁ କ୍ରିୟାଶିଳ କରି ଜ଼ିଲ୍ଲାର ବିକାଶପ୍ରତି ଦୃଷ୍ଟିଦେବାକୁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି I ସୂଚନାଯୋଗ୍ୟ ଯେ, କଟକ ରେଭେନ୍ସା ବିଶ୍ବବିଦ୍ୟାଳୟ ପରେ ଦିଲ୍ଲୀ ବିଶ୍ବବିଦ୍ୟାଳୟରେ ଶିକ୍ଷା ଲାଭ କରିଥିବା ଶ୍ରୀ ପରିଡ଼ା ପୂର୍ବରୁ ୨୦୧୭ ମସିହା ତାଲିମ

ସମୟରେ ସମ୍ବଲପୁର ମହାନଗର ନିଗମର ଉପ- ଆୟୁକ୍ତ, ଧନକଉଡା ବ୍ଲକର ଭାରପ୍ରାପ୍ତ ଗୋଷ୍ଠୀ ଉର୍ଣ୍ଣୟନ ଅଧିକାରୀ ଭାବରେ କାର୍ଯ୍ୟ କରିଥିଲେ I ବାଲେଶ୍ୱର ଜ଼ିଲ୍ଲା ନୀଳଗିରି ବ୍ଲକ ଅଯୋଧ୍ୟା ଗ୍ରାମ ମୂଳନିବାସୀ କଟକ ବାସିନ୍ଦା ପିତା ପ୍ରସନ୍ନ କୁମାର ପରିଡା ଏବଂ ମାତା ଡ. ମାୟାବିନୀ ଜେନାଙ୍କ ସୁପୁତ୍ର ଓଡ଼ିଆ ପୁଅ ଦିବ୍ୟଜ୍ୟୋତି ପରିଡାଙ୍କ ବାପା ମାଆ କଟକ ବିଦ୍ୟାଧରପୁର ସ୍ଥିତ ଜାତୀୟ କୃଷି ଗବେଷଣା କେନ୍ଦ୍ରରେ କାର୍ଯ୍ୟରତ ଅଛନ୍ତି I ତେବେ ଇସ୍ପାତ ନଗରୀ ରାଉରକେଲାର ସ୍ମାର୍ଟ ଆଯୁକ୍ତ ଭାବେ ଅନେକ ସୁନାମ ଅର୍ଜନ କରିଥିବା ଜଣେ ଓଡ଼ିଆ ପୁଅ ଦିବ୍ୟଜ୍ୟୋତି ପରିଡାଙ୍କୁ ଦୀର୍ଘ ବର୍ଷର ବ୍ୟବଧାନ ପରେ ସମ୍ବଲପୁରବାସୀ ଜ଼ିଲ୍ଲାପାଳ ଭାବରେ ପାଇ ବେଶ ଉତ୍ସାହିତ ଥିବା ଦେଖାଯାଇଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like