-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ତାଲା ବନ୍ଦ କଲେ ଗାଈସିଲେଟ ଚାଷୀ

06-Jan-2022



ପଦ୍ମପୁର:  ଗାଇସିଲେଟ ବ୍ଲକ ଅଧିନସ୍ଥ ବ୍ଲକ କୃଷି କାର୍ଯ୍ୟାଳୟରେ ପଦ୍ମପୁର ଉପଜିଲ୍ଲାପାଳ ଙ୍କ ଆଦେଶ ଚିଠି ନ ୪୧୨୧/ତା ୨୯.୧୨.୨୧ ଅନୁଯାୟୀ ଗତ ଖରିଫ ଋତୁ୨୦୨୧ ପାଇଁ pmbfy ର ରିଜେକ୍ଟ କ୍ଲେମ ମ୍ୟାନେଜର ଶ୍ରୀ ରଶ୍ମି ରଞ୍ଜନ ବିହାରୀ ବ୍ଲକ ସଂଯୋଜକ ରାଜାରାମ ଷଡ଼ଙ୍ଗୀ ତଥା ତଥା ସହକର୍ମୀ ଓ ସ୍ଥାନୀୟ ତହସିଲଦାର ଶ୍ରୀ ମନୋଜ କୁମାର ଦେବତା, ସ୍ଥାନୀୟ ଥାନା ଅଧିକାରୀ ଏବଂ ରାଜ ବୋଡୋସମ୍ବର କୃଷକ ସଙ୍ଗଠନ ର ପ୍ରତିନିଧି ବିରେନ ପଧାନ, ଗଜପତି ସାହୁ, ଅରବିନ୍ଦ ପଣ୍ଡା ରଥୀ ସାହୁ,ଚାଷୀ ନେତା କିଶୋର ଦେବତା , ଚୈତନ୍ୟ ସାହୁ, ପ୍ରଣୟ ସାହୁ ଉପସ୍ଥିତିରେ କ୍ରଫ୍ ଇନ୍ସୁରାନ୍ସ କମ୍ପାନୀ ରିଜେକ୍ଟ ଦରଖାସ୍ତ ଚାଷୀ ମାନଙ୍କ ସନ୍ତୁଷ୍ଟି କାରଣ ହିସାବରେ କୌଣସି ନିର୍କସ ବାହାରିଲା ନାହିଁ ଏବଂ କମ୍ପାନୀର କ୍ଲେମ ମ୍ୟାନେଜର ରଶ୍ମି ରଞ୍ଜନ ବିହାରୀ ସମସ୍ତ ରିଜେକ୍ଟ ଏପ୍ଲିକେସନକୁ ଅନୁମୋଦନ କରିବାରେ ଅମଙ୍ଗ ହେଲେ ଏଣୁ ଅଞ୍ଚଳର କୃଷକମାନେ ସମ୍ପୃକ୍ତ ବ୍ଲକ କୃଷି କାର୍ଯ୍ୟାଳୟକୁ ଆଜି ଦିନ ଠାରୁ ତାଲା ବନ୍ଦ କରିଦେଇଛନ୍ତି ତତ ସଙ୍ଗେ ସଙ୍ଗେ ସବୁତକ ରିଜେକ୍ଟ ଏପ୍ଲିକେସନ କମ୍ପାନୀ ବା ପ୍ରଶାସନ ଅନୁମୋଦନ ନ କଲେ ଏବଂ ସରକାରଙ୍କ ଘୋଷଣା ବୀମାରାଶି ବିମାଭୁକ୍ତ ଚାଷୀମାନଙ୍କ ଜମା ଖାତାରେ ଡିବିଟି ମାଧ୍ୟମରେ ନ ପଡିବ, ସେତେଦିନ ପର୍ଯ୍ୟନ୍ତ ତାଲା ବନ୍ଦ କରାଯିବ ବୋଲି କୃଷକମାନେ ନିଷ୍ପତି ନେଲେ ଏବଂ ଚେତାବନୀ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like