-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ବହୁପ୍ରତିକ୍ଷିତ ଟ୍ରକ ଟର୍ମିନାଲର ଭିତ୍ତିପ୍ରସ୍ତର ଦେଲେ ନରସିଂହ ଟ୍ରାଫିକ ଓ ମାଲ ପରିବହନ ସମସ୍ୟାରେ ଆସିବ ସୁଧାର - ନରସିଂହ 

06-Jan-2022



ବଲାଙ୍ଗିର,- ବଲାଙ୍ଗିରର ଟ୍ରକ ଟର୍ମିନାଲ ଏକ ବହୁ ପ୍ରତିକ୍ଷିତ ପ୍ରକଳ୍ପ । ଏହାକୁ ନେଇ ଅନେକ ଦିନର ଦାବୀ ତଥା ପରିକଳ୍ପନା ରହିଥିଲା । ୯କୋଟି ୪୦ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ନିର୍ମାଣ ହେବାକୁ ଥିବା ଏହି ପ୍ରକଳ୍ପ ଏଠାକାର ଟ୍ରାଫିକ ସହିତ ମାଲ ପରିବହନ କ୍ଷେତ୍ରରେ ଥିବା ବିଭୀନ୍ନ ପ୍ରକାର ସମସ୍ୟାର ସମାଧାନ କରିବ । ଟ୍ରାଫିକ ତଥା ଅଂଚଳର ବ୍ୟବସାୟ ଦିଗରେ ଏହା ଏକ ବେଶ ଉପଯୋଗି ପ୍ରକଳ୍ପ ବୋଲି ଆଜି ଟିଟିଲାଗଡ ରୋଡ ସ୍ଥିତ ବିଜାଖମନର ରାସ୍ତା କଡରେ ନିର୍ମାଣ ହେବାକୁ ଥିବା ଟ୍ରକ ଟର୍ମିନାଲ ଭିତ୍ତି ପ୍ରସ୍ତର ଉତ୍ସବରେ ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, କେବଳ ଏହି ଗୋଟିଏ ଟ୍ରକ ଟର୍ମିନାଲ ଏଠାରେ ଥିବା ସମସ୍ତ ଟ୍ରାଫିକ ସମସ୍ୟାର ସମାଧାନ କରି ନପାରେ ସେଥିପାଇଁ ବଲାଙ୍ଗିର ସହରରେ ଥିବା ଟ୍ରକ ମାନଙ୍କ ଡାଇଁ ଆଉ ଏକ ଟର୍ମିନାଲ ର ଆବଶ୍ୟକତା ରହିଛି । ଏହାକୁ ନେଇ ଅନେକ ଥର ଜିଲ୍ଲା ପ୍ରଶାସନ ସହିତ ଆଲୋଚନା ସରିଛି । ଏଦିଗରେ ମଧ୍ୟ ସଫଳତା ମିଳିବ ବୋଲି ଆଶା କରାଯାଉଛି । ଏଠାରେ ସୂଚନା ଯୋଗ୍ୟ ଯେ, ଏହି ଟ୍ରକ ଟର୍ମିନାଲରେ ଟ୍ରକ ତଥା ଡ୍ରାଇଭର ଓ  ମାଲିକମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବ୍ୟବସ୍ଥା କରାଯାଇଛି । ଏଠାରେ ଅନେକ ଦୋକାନ, କାର୍ଯ୍ୟାଳୟ, ଡ୍ରାଇଭର ତଥା କର୍ମଚାରୀଙ୍କ ପାଇଁ ଡର୍ମିଟୋରି, ଢାବା ବା ହୋଟେଲ ବ୍ୟବସ୍ଥା, ଟ୍ରକ ମରାମତି ୟୁନିଟ, ଉଭୟ ମହିଳା ଓ ପୁରୁଷ ଶୌଚାଳୟ ବ୍ୟବସ୍ଥା ରହିଛି । ଏତଦ ବ୍ୟତିତ ପରିସର ଭିତରେ ଏକ ଡିଜେଲ ପମ୍ପର ବ୍ୟବସ୍ଥା ମଧ୍ୟ କରାଯିବା ନେଇ ନିଷ୍ଟତ୍ତି କରାଯାଇଛି ବୋଲି ଜାତୀୟ ରାଜପଥ ନିର୍ବାହି ଯନ୍ତ୍ରୀ ଜୟନ୍ତ ନାୟକ ସୂଚନା ଦେଇଛନ୍ତି । ଆହୁରି ଏଟାରେ ଏକକାଳିନ ସମସ୍ତ ସୁବିଧା ସୁଯୋଗ ସହିତ ପ୍ରାୟ ୭୭ଟି ଟ୍ରକ ରହିପାରିବ ।  ଏହି ପ୍ରକଲ୍ପ ନିର୍ମାଣ ଦାଇତ୍ୱରେ ଥିବା ଏଜେନ୍ସି ଏଭିଆର ଇନ୍‌ଫ୍ରାଟେକ ଗତ ଡିସେମ୍ବର ୨୩ ରେ ଚିକ୍ତି ଡତ୍ର ସ୍ୱକ୍ଷରିତ କରିଥିବା ବେଳେ ଏକ ବର୍ଷ ଭିତରେ ଏହି ପ୍ରକଳ୍ପ ସଂପୁର୍ଣ୍ଣ ହେବ ବୋଲି ଉପସ୍ଥିତ ନିର୍ବାହି ଯନ୍ତ୍ରୀ ଜନସାଧାରଣ ଏବଂ ସମ୍ବାଦ ଦାତାଙ୍କୁ ପ୍ରକାଶ କରିଛନ୍ତି ।  ଆଜିର ଏହି ଭିତ୍ତି ପ୍ରସ୍ତର କାର୍ଯ୍ୟକ୍ରମରେ ନିର୍ମାଣ ସଂସ୍ଥା ତରଫରୁ ବିଶାଲ ଅଗ୍ରବାଲ, ନିରଜ ଅଗ୍ରବାଲ, ଟ୍ରକମାଲିକ ସଂଘର ରାଜ୍ୟ କାର୍ଯ୍ୟକାରି ସଭାପତି ବିରେନ୍ଦ୍ର ମିଶ୍ର, ଜୁଲୁ ପଟ୍ଟନାୟକ, ସୁଧାଂଶୁ ପଣ୍ଡା, ଟୁନା ସାହୁ, ଶୁଭ୍ରାଂଶୁ ପଣ୍ଡା, ଜୟନାରାୟଣ ବହିଦାର, ଭାଗ୍ୟ ପଣ୍ଡା, କୁଲଦିପ ସିଂଙ୍କ ସମେତ ସ୍ଥାନୀୟ ଲୋକେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like