-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||     

HOME   ମହାନଗର

“ଉଡ୍ର” ତରଫରୁ ବସ୍ତ୍ର ବଂଟନ କାର୍ଯ୍ୟକ୍ରମ

06-Jan-2022



ଭୁବନେଶ୍ୱର, ତା.୦୬.୦୧.୨୦୨୨ରିଖ ‘ଉଡ୍ର’ ଚାରିଟେବୁଲ୍ ଟ୍ରଷ୍ଟର ନୂତନ ପ୍ରୟାସ “ଥିଲେ ଦିଅ, ନଥିଲେ ନିଅ” ଅଭିଯାନ ମାଧ୍ୟମରେ ସଂଗୃହିତ ବସ୍ତ୍ର ଗୁଡିକୁ ଆଜି ଅପରାହ୍ନ ୪ ଘଟିକା ସମୟରେ ଭୁବନେଶ୍ୱର ମହାନଗର ନିଗମର ୪୨ ନମ୍ବର ୱାର୍ଡରେ ଅବସ୍ଥିତ ମୟୁର କ୍ଲବ୍ (ଷ୍ଟେସନ୍ ବଜାର ପାଖ ଚିନ୍ତାମଣିଶ୍ୱର ପେଟ୍ରୋଲ ପମ୍ପ ସାମ୍ନା) ଠାରେ ବଂଟନ କରାଯାଇଥିଲା ।“ଥିଲେ ଦିଅ, ନଥିଲେ ନିଅ” କାର୍ଯ୍ୟକ୍ରମ ମାଧ୍ୟମରେ ସଂଗ୍ରହ କରାଯାଇଥିବା ବସ୍ତ୍ର ଗୁଡିକୁ ଯେଉଁମାନଙ୍କର ବସ୍ତ୍ରର ଅଭାବ ଅଛି ସେହିମାନଙ୍କୁ ବଂଟନ କରାଯାଇଥିଲା । ୧୪୦ ପରିବାରଙ୍କୁ ନୂତନ କମ୍ବଳ ବଂଟନ କରାଯାଇଥିଲା । ବସ୍ତ୍ର ଅଭାବ ଥିବା ଲୋକମାନଙ୍କୁ ଖଣ୍ଡେ ବସ୍ତ୍ର ଦେଇ ସେହିମାନଙ୍କ ମୁହଁରେ ଟିକେ ହସ ଫୁଟାଇବା ପାଇଁ “ଉଡ୍ର” ତରଫରୁ  ଏହା ଏକ ଛୋଟ ପ୍ରୟାସ । ଏହି ବସ୍ତ୍ର ବଂଟନ କାର୍ଯ୍ୟକ୍ରମ ଓଡିଶାର ବିଭିନ୍ନ ସ୍ଥାନ ମାନଙ୍କରେ ବିଗତ ୬ ବର୍ଷ ହେବ ହୋଇଆସୁଅଛି । ପୂର୍ବ ବର୍ଷ ୨୫ ହଜାରରୁ ଉର୍ଦ୍ଧ୍ୱ ବସ୍ତ୍ର ବଂଟନ କରାଯାଇଥିଲା ।  

ଏହି ବଂଟନ କାର୍ଯ୍ୟକ୍ରମରେ ‘ଉଡ୍ର’ ଚାରିଟେବୁଲ ଟ୍ରଷ୍ଟର ପରାମର୍ଶଦାତା ଆକାଶ ଦାସନାୟକ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ସଂପାଦିକା ଶୁଭ୍ରାଜ୍ୟୋତି ଦାସନାୟକ, ଉପସଭାପତି ଡା. ସୂର୍ଯ୍ୟପ୍ରକାଶ, ସବ୍ୟସାଚ୍ଚି ପଟ୍ଟନାୟକ, ବିରଂଚି ନାରାୟଣ ପଣ୍ଡା, ପୁଷ୍ପାଞ୍ଜଳି ସେଠୀ, ଶୁଭଶ୍ରୀ ମଙ୍ଗରାଜ, ବୈଷ୍ଣବ ଭୋଳ, ଦେବୀପ୍ରସାଦ ମଙ୍ଗରାଜ, ପ୍ରଭାତ ଶତପଥି, କିଶୋର ଦାସ, ଭାଗ୍ୟଧର ସାମଲ, ‘ଉଡ୍ର’ ପରିବାରର ସମସ୍ତ କର୍ମକର୍ତା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026

You Might Also Like