-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||     

HOME   ଜିଲ୍ଲା

ଦୀର୍ଘ ଦିନର ସ୍ୱପ୍ନ ପୂରଣ ହେଲା, ଅଙ୍ଗ ନଦୀରେ ନବନିର୍ମିତ ପୋଲ କୁ ଉଦଘାଟନ କଲେ ସ୍ଥାନୀୟ ବିଧାୟକ ଓ ମନ୍ତ୍ରୀ

07-Jan-2022



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) : ଦୀର୍ଘ ଦଶନ୍ଧି ଧରି ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପାଇକମାଲ ବ୍ଳକ ଅଧିନସ୍ଥ ଚର୍ଦାପାଲି ଗ୍ରାମପଞ୍ଚାୟତ,ଲଖମରା ଗ୍ରାମପଞ୍ଚାୟତର ଅଧିବାସୀ ଅଙ୍ଗନଦୀ ଉପରେ ପୋଲ ଟିଏ ନିର୍ମାଣ ସକାଶେ ବାରମ୍ବାର ଅନେକ ଆନ୍ଦୋଳନ,ଅନଶନ, ରାସ୍ତାରୋକ କରି ଆସୁଥିଲେ l ହେଲେ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ ଏବଂ ପୂର୍ବତନ ଆଦିବାସୀ କଲ୍ୟାଣ ମନ୍ତ୍ରୀ ତଥା ପଦ୍ମପୁର ନିର୍ବାଚନ

ମଣ୍ଡଳୀର ବିଧାୟକ  ବିଜୟ ରଞ୍ଜନ ସିଂ ବରିହାଙ୍କ ମିଳିତ ପ୍ରଚେଷ୍ଟାରେ ଦୀର୍ଘ ଦିନର ଦାବିକୁ ପୂରଣ ଯାଉଥିବାରୁ ଅଞ୍ଚଳବାସୀଙ୍କ ତରଫରୁ  ଅଭିନନ୍ଦନ ସହ ଶୁଭେଚ୍ଛା ଗ୍ରହଣ କରାଯାଇଥିଲା lଏ ପରିପ୍ରେକ୍ଷୀରେ ଉଭୟ ନେତାଙ୍କର ନାମ ଏହି ଅଞ୍ଚଳବାସୀଙ୍କ ତରଫରୁ ଚିର ଦିନ ସକାଶେ ସ୍ମରଣୀୟ ରହିବ lଏହି ପ୍ରକଳ୍ପ ପାଇଁ ରାଜ୍ୟ ସରକାର ୨୦ କୋଟି ୪୦ ଲକ୍ଷ ଟଙ୍କା ମଞ୍ଜୁରୀ କରିଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଅଞ୍ଚଳବାସୀଙ୍କ ପକ୍ଷରୁ ଅଶେଷ ଧନ୍ୟବାଦ ଜ୍ଞାପନ କରାଯାଉଛି lଏହି ଅଞ୍ଚଳ ପାଇଁ ଏହି ସମସ୍ୟା ଟି କେବଳ ସ୍ୱାଧୀନତା ପରବର୍ତ୍ତୀ ନୁହେଁ ଏହା ସୃଷ୍ଟି ଆରମ୍ଭ ରୁ ରହି ଆସିଥିଲା ଯାହାର ସମାଧାନ କି ଆଜି

ସାକାର ହେବାକୁ ଯାଉଛି l ଏ ଶୁଭ ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ପାଇକମାଲ ବ୍ଳକ ଅଧ୍ୟକ୍ଷ ଅଲତାପ ମହମ୍ମଦ,ପାଇକମାଲ ବିଜେଡି ସଭାପତି ରାଜେନ୍ଦ୍ର କୁମାର ରାଉତ, ବିଧାୟକ ଙ୍କ ପ୍ରତିନିଧି ହୃଦାନନ୍ଦ ବାରିକ, ଚର୍ଦାପାଲି ସରପଞ୍ଚ ଗିରିଶ ଚନ୍ଦ୍ର ନାଏକ, ପାଇକମାଳ ସରପଞ୍ଚ ଧବଳେଶ୍ଵର ସାହୁ,ଗ୍ରାମ୍ୟ ଉନ୍ନୟନ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ପ୍ରମୁଖ ମଞ୍ଚାସୀନ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026

You Might Also Like