-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଧସିଲାଜାତୀୟ ରାଜପଥ କଡରେ ଥିବା କାଲିମେଳା ବ୍ଲକ ଏମ ଭି ୭୬ ର ଜୟଗୁରୁଚାନ୍ଦ ଫିଲିଂ ଷ୍ଟେସନ୍ ବା (ପେଟ୍ରୋଲ ପମ୍ପ)ର ସାଇଡ କାନ୍ଥ ଧସିଯାଇଛି।   (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||     

HOME   ଜିଲ୍ଲା

ସଂରକ୍ଷଣ କୋଟା ରୁ ଓବିସି ଙ୍କୁ ନିର୍ବାଚନ ଲଢ଼ିବା ରୁ ବାଦ ଦେଲେ ତୀବ୍ର ଆନ୍ଦୋଳନ ହେବ- ଭାଜପା ସୁବର୍ଣ୍ଣପୁର

07-Jan-2022



ସୁବର୍ଣ୍ଣପୁର/   ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନରେ ଓ ବି ସି ସଂରକ୍ଷଣ ପ୍ରସଙ୍ଗ ଜୋର ଧରିବାରେ ଲାଗିଛି l ପୂର୍ବ ୫ ଟି ନିର୍ବାଚନ ରେ ଓବିସି ବର୍ଗ ଙ୍କୁ ୨୭ ପ୍ରତିଶତ ସଂରକ୍ଷଣ ମିଳୁଥିବା ବେଳେ ଚଳିତ ଥର ଏଥିରୁ ଏହି ବର୍ଗ କୁ ବଂଚିତ କରାଯାଇ ଥିବା ପ୍ରତିବାଦରେ ଗତ କାଲି ସୁବର୍ଣ୍ଣପୁର ଜ଼ିଲ୍ଲା ଭାଜପା ଓବିସି ମୋର୍ଚ୍ଚା ପକ୍ଷରୁ ସୋନପୁର ବ୍ଲକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l ରାଜ୍ୟରେ ପଛୁଆ ବର୍ଗଙ୍କ ଜନସଂଖ୍ୟା ୫୪ ପ୍ରତିଶତରୁ ଉର୍ଧ୍ଵ ଥିବା ସତ୍ୱେ ଏହି ବର୍ଗଙ୍କୁ

ରାଜ୍ୟ ସରକାର ଏହି ନର୍ବାଚନରେ ଘୋର ଅବହେଳା ତଥା ଏମାନଙ୍କ ପ୍ରତି ବୈମାତୃକ ମନୋଭାବ ପୋଷଣ କରିଥିବା ଏବଂ ଏମାନେ ଏଥର ନିର୍ବାଚନ ରେ ଭାଗ ନେବାରୁ ବଂଚିତ ହୋଇଥିବା ବିଷୟ ଜ଼ିଲ୍ଲା ବିଜେପି  ଏକ ଧାରଣା ଦେବlସହ  ଦୃଢ଼ ଅଭିଯୋଗ କରିଛି l ଏଣୁ ପଛୁଆ ବର୍ଗଙ୍କ ସାମ୍ବାଧାନିକ ଅଧିକାର ର ସୁଯୋଗ ଦେବାକୁ  ମଧ୍ୟ  ବିଜେପି ଦାବୀ କରିଛି l ଏ ସମ୍ପର୍କ ରେ ଏକ ସ୍ମାରକ ପତ୍ର ବିଡ଼ିଓ ଙ୍କ ଜରିଆ ରେ ରାଜ୍ୟପାଳ ଙ୍କ ଉଦ୍ଦେଶ୍ୟ ରେ ପ୍ରଦାନ କରାଯାଇଛି l ଭାଜପା ର ଜ଼ିଲ୍ଲା ସଭାପତି ପ୍ରମୋଦ ମହାପାତ୍ରଙ୍କ ନେତୃତ୍ୱରେ ଇଂ ରଘୁନାଥ ଜଗଦଳା, ସାନନ୍ଦ ମେହେର, ନିରଞ୍ଜନ ତ୍ରିପାଠୀ, ପ୍ରଫୁଲ୍ଲ ସାହୁ, ସୁନିତା ଗିରି, ସଂଯୁକ୍ତା ହୋତା, ସୁଦେଗ୍ନା ନେଗୀ, ବଳରାମ ସୁନା, ପୂର୍ଣଚନ୍ଦ୍ର ବିଶି, ତ୍ରିଲୋଚନ ତରିଆ,ଗଙ୍ଗା ତରିଆ, କୁନା ବିଶ୍ୱାଳ, ମନୋଜ କୁମାର, ଅନନ୍ତ ପାଣିଗ୍ରାହୀ, ବାବୁଲୁ ସାଗର ପ୍ରମୁଖଙ୍କ ସହ ଅନ୍ୟମାନେ ଏଥିରେ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲାଜାତୀୟ ରାଜପଥ କଡରେ ଥିବା କାଲିମେଳା ବ୍ଲକ ଏମ ଭି ୭୬ ର ଜୟଗୁରୁଚାନ୍ଦ ଫିଲିଂ ଷ୍ଟେସନ୍ ବା (ପେଟ୍ରୋଲ ପମ୍ପ)ର ସାଇଡ କାନ୍ଥ ଧସିଯାଇଛି।   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026

You Might Also Like