-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME    ଅନ୍ୟାନ୍ୟ

ସକାଳ ର ମୁଖ୍ୟ ଖବର

11-Nov-2020



୧-କୋଭିଡ୍ କଟକଣା ଯୋଗୁଁ ଫିକା ପଡିବ ଚଳିତ ବର୍ଷର ମା’ଶ୍ୟାମାକାଳୀଙ୍କ ପୂଜା । କାଳୀପୂଜା ପାଇଁ ପ୍ରଶାସନର କଟକଣା ଜାରି, ବାଣ ଫୁଟିଲେ ହେବ ନାହିଁ କଡା କାର୍ଯ୍ୟାନୁଷ୍ଠାନ ।

 

୨-ବ୍ୟାଟେରିରେ ଚାଲୁଛି ସାଇକଲ, ନିର୍ମାଣ କଲେ ବ୍ରହ୍ମପୁର ଚିକିଟିପେଣ୍ଠନିବାସୀ ଆଇଟିଆଇ ଛାତ୍ର ।

 

୩-ରାଜ୍ୟ ରେ  ହୋଇଥିବା ଉପନିର୍ବାଚନ ରେ ଦୁଇଟି ଯାକ ସିଟ୍ ବିଜୁ ଜନତା ଦଳ ହେତେଇଛି।ବାଲେଶ୍ବର ସଦର ଓ ତିର୍ତୋଲ ବିଧାନସଭା ଉପ ନିର୍ବାଚନରେ ବିଜେଡି କୁ ମିଳିଛି ସଫଳତା ।

 

୪-ଉପନିର୍ବାଚନରେ ବିଜୟୀ ଦୁଇ ବିଜେଡି ପ୍ରାର୍ଥୀ ସ୍ୱରୂପ ଓ ବିଜୟଙ୍କୁ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଶୁଭେଚ୍ଛା ।

 

୫-ବିହାର ଉପରେ ସାରା ଦେଶର ନଜର । କଡ଼ା ଟକ୍କରରେ ଏଥର ପୁଣି ହାତେଇଲା ଏନଡିଏ, ପଛରେ ପଡ଼ିଲା ମହାମେଣ୍ଟ ।

 

୬-ମୟୂରଭଞ୍ଜ ଜିଲାରେ ଖୁବଶୀଘ୍ର ଆରମ୍ଭହେବ ପାଇଲଟ୍‌ ପ୍ରକଳ୍ପ:ଭୁବନେଶ୍ୱର: ସମନ୍ୱିତ ଶିଶୁ ବିକାଶ ଯୋଜନା ଅଧୀନରେ ଅଙ୍ଗନବାଡ଼ି କେନ୍ଦ୍ରରେ ୩ରୁ ୬ ବର୍ଷ ବୟସର ଶିଶୁ, ଗର୍ଭବତୀ ଓ ପ୍ରସୂତୀ ମହିଳା ଏବଂ କିଶୋରୀମାନଙ୍କୁ ମିଳିବ ଚୂନା ମାଛ। 

 

୭-କରୋନାର ସଞ୍ଜୀବନୀ ‘ପ୍ଲାଜ୍‌ମା’: ଏମ‌୍‌କେସିଜିରେ ଆଜି ସୁଦ୍ଧା ୩୦୫ଙ୍କ ପ୍ଲାଜ୍‌ମା ଦାନ କରିଲେଣି ।

 

୮-ଘରୋଇ ସ୍କୁଲ୍‌ଗୁଡ଼ିକର ଫି ବୃଦ୍ଧି ପ୍ରସଙ୍ଗରେ ନିଜେ ହାତ ଟେକିଦେଇ ଅଦାଲତ ଭରସାରେ ଛାଡ଼ିଦେଲେ ରାଜ୍ୟ ସରକାର। କେତେ ପରିମାଣର ଫି ବୃଦ୍ଧି କରାଯିବ ସେନେଇ ଓଡ଼ିଶା ଏଜୁକେସନ ଆକ୍ଟରେ କୌଣସି ବ୍ୟବସ୍ଥା ନାହିଁ ବୋଲି ରାଜ୍ୟ ସରକାର ହାଇକୋର୍ଟଙ୍କୁ ଜଣାଇଛନ୍ତି।

 

୯-ଉପନିର୍ବାଚନରେ ନିରାଶ ହେବା ପରେ ଇଭିଏମକୁ ଦାୟୀ କଲା କଂଗ୍ରେସ ।

 

୧୦-ପୁଣି ଚର୍ଚ୍ଚାରେ ରାନୁ ମଣ୍ଡଳ,ଖୁବ୍‍ଶୀଘ୍ର ସେ ବଲିଉଡ଼ ଅଭିନେତ୍ରୀ ଦୀପିକା ଚିଖାଲିଆଙ୍କ ଆଗାମୀ ଚଳଚ୍ଚିତ୍ର ‘ସରୋଜିନୀ’ରେ ଗୀତ ଗାଇବେ। ଏନେଇ ଦୀପିକା ନିଜେ ଟ୍ୱିଟ୍‍ କରି ସୂଚନା ଦେଇଛନ୍ତି।

 

୧୧-ରାଜସ୍ଥାନ ଯୋଧପୁରରେ ଏକ ନିର୍ମାଣଧୀନ ଫ୍ୟାକ୍ଟ୍ରିରେ ବଡ଼ ଅଘଟଣ, ଫ୍ୟାକ୍ଟ୍ରିର କାନ୍ଥ ଭୁଶୁଡ଼ି ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଡଜନେରୁ ଅଧିକ ଲୋକ ଫସି ରହିଥିବାର ସୂଚନା ।

 

୧୨-ଆଇପିଏଲ୍‌-୧୩: ଅଧୁରା ରହିଗଲା ଦିଲ୍ଲୀର ସ୍ବପ୍ନ, ଦିଲ୍ଳୀ କ୍ୟାପିଟାଲ୍ସକୁ ୫ ୱିକେଟ ପରାସ୍ତ କରି ପଞ୍ଚମ ଥର ପାଇଁ ଚାମ୍ପିଅନ୍‌ ହୋଇ ବିଜୟ ମୁକୁଟ ପିନ୍ଧିଲା ମୁମ୍ବାଇ ଇଣ୍ଡିଆନ୍ସ ।

 

*ଅଧିକ ସତର୍କ ରହିବା ଦରକାର,କୋଭିଡ୍ ନିୟମ କଡ଼ାକଡ଼ି ପାଳନ କରିବା,ମାସ୍କ ପିନ୍ଧିବା, ଶାରୀରିକ ଦୂରତା ରଖିବା ଓ ନିୟମିତ ହାତ ଧୋଇବା ।*

 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like