-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

୧୦ ତମ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

07-Jan-2022



ପାଟଣାଗଡ଼ ( ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ସହର ରାମ ମନ୍ଦିର ପାଖ ଖେଳ ପଡିଆ ରେ ୧୦ ତମ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଅଛି। ଆଜି ପ୍ରଥମ ଦିନ ରେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଯୋଗଦେଇ କାର୍ଯ୍ୟ କୁ ଶୁଭାରମ୍ଭ

କରିଥିଲେ।ଓ ସମ୍ମାନୀତ ଅତିଥି ଭାବେ ସମାଜସେବୀ ଶଙ୍କର ଜୈନ , ବିଧାୟକ ଙ୍କ ପ୍ରତିନିଧି ଗଣେଶ କୁମ୍ଭାର,ବ୍ଳକ ଉପାଧ୍ୟକ୍ଷ ରୁକ୍ମଣ ସୁନା, ଦୁର୍ଯୋଧନ କୁମ୍ଭାର ଯୋଗଦାନ କରି ଖେଳାଳି ମାନଙ୍କୁ ଉତ୍ସାହିତ କରୁଥିଲେ। ଏହି ଖେଳରେ ୮ଟି ଦଳ ଅଂଶଗ୍ରହଣ କରିଥିବା ବେଳେ ଆଜି ବଲାଙ୍ଗିର ସ୍ପୋଟର୍ସ ହଷ୍ଟେଲ ଓ ଲୋଇସିଂହା ସାଇସ ସୁଇଜା ଏଫ୍ ସି ମଧ୍ୟରେ ପ୍ରତିଯୋଗିତା ହୋଇଥିଲା। ଲୋଇସିଂହା କୁ ୧.୦ ଗୋଲ୍ ଦେଇ ବଲାଙ୍ଗିର ବିଜୟୀ ହୋଇଥିଲେ। ଆସନ୍ତା କାଲି ବେଲପଡା ଓ ବରପାଲି ମଧ୍ୟରେ ପ୍ରତିଯୋଗିତା ହେବ ବୋଲି ସଭାପତି ଫାଟୁ ପାଲ୍ ଓ ସମ୍ପାଦକ ଆଲୋକ ବେହେରା କହିଛନ୍ତି।କରୋନା କଟକଣା ନିୟମକୁ ପାଳନ କରିବା ସହ ଖେଳାଳି ଓ ଅତିଥି ମାନଙ୍କୁ ବିଧାୟକ ଙ୍କ ଦ୍ଵାରା ମାକ୍ସ ବଣ୍ଟନ କରିଛନ୍ତି ଏବଂ ଖେଳାଳି ମାନଙ୍କୁ ମୁଖ୍ୟ ଅତିଥି ସରୋଜ ମେହେର ପୋଷାକ ମଧ୍ୟ ବିତରଣ କରିଥିଲେ। ତାଙ୍କ ଏଭଳି କାର୍ଯ୍ୟ ପ୍ରତି ବେଲପଡା ର ଜନସାଧାରଣ ବହୁ ପ୍ରଶଂସା କରୁଛନ୍ତି। ଏହି

ପ୍ରତିଯୋଗିତାରେ ରାଜେନ୍ଦ୍ର ସେଠ, ନରସିଂହ ନାଏକ, ରାଜେନ୍ଦ୍ର ଧରୁଆ ଅମ୍ପେୟାର ଭାବେ କାର୍ଯ୍ୟ ତୁଲାଉଛନ୍ତି। ଏହି କାର୍ଯ୍ୟକ୍ରମ କୁ ବେଲପଡା ର ଅଜିତ ବେହେରା, ମୁନା ମେହେର,ବିଟୁ ମେହେର,ଭୁବନ ପଟ୍ଟନାୟକ, ବାବୁ ପଣ୍ଡା,ରୁନୁ ମେହେର,ମାନସ ପରାଭୁଏ,ସୁଦେର ମାଝୀ, ଜନାର୍ଦ୍ଦନ ବାରିକ,ବିଟୁ ମେହେର, ମୁକେଶ ବାରିକ,ବୁଲୁ ପୋଡ଼, ସୁବ୍ରତ ପୁଟେଲ, କୁନୁ ବଗର୍ତ୍ତି, ଯଦୁମଣି ଦଣ୍ଡିଆ, ରାହୁଲ ବାଗ ସହଯୋଗ କରୁଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like