-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ମନୋରଞ୍ଜନ

୧୪ ତମ ଜୟପୁର ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଅନୁଷ୍ଟିତ

08-Jan-2022



 'ରତୁପ୍ରିୟାପ୍ରଡକ୍ସନ୍ସ ର ଓଡ଼ିଆ ଚଳଚ୍ଚିତ୍ର 'ଡାଲଚିନି' ପ୍ରଯୋଜକ ଅତିଶ କୁମାର ରାଉତଙ୍କ ପ୍ରଯୋଜିତ ଚଳଚ୍ଚିତ୍ର କୁ ଆଉ ଏକ ସଫଳତା।

ଓଡ଼ିଆ ଚଳଚ୍ଚିତ୍ର ଡାଲଚିନି ସିମଲା ଆନ୍ତର୍ଜାତିୟ ଚଳଚ୍ଚିତ୍ର ମହୋତ୍ସବ ରେ ଜାତୀୟ ବିଭାଗରେ ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ପୁରସ୍କୃତ ହେଲା ପରେ ,ଇନ୍ଦସଭାଲି ଅନ୍ତର୍ଜାତୀୟ ମହୋତ୍ସବ ରେ ଶ୍ରେଷ୍ଠ ଚିତ୍ରଉତୋଳନ ର ପୁରସ୍କାର ଯୁଧିଷ୍ଠିର ବେହେରା ଙ୍କୁ ମିଳିଥିଲା। ଏବେ ଚଳଚ୍ଚିତ୍ର ଟି  ୧୪ ତମ ଜୟପୁର ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ରେ ଶ୍ରେଷ୍ଠ ରୋମାଣ୍ଟିକ ଚଳଚ୍ଚିତ୍ର ଭାବେ ପୁରସ୍କୃତ ହୋଇଛି। ପ୍ରଯୋଜକ ଅତିସ କୁମାର ରାଉତ କୁହନ୍ତି ଏହା ଓଡିଶା ପାଈଁ ଏକ ଖୁସି ଓ ଗର୍ବର କଥା। ସମସ୍ତ କୋବିଡ଼ ନିୟମ କୁ ମାନି ୭ ଜାନୁଆରୀ ରେ ଜୟପୁର ର ମହାରଣପ୍ରତାପ ପ୍ରେକ୍ଷାଳୟରେ ଶ୍ରୀମତୀ ବିନା ମୋଦାରୀ ଙ୍କ ଠାରୁ ମଞ୍ଚ ଉପରେ ପ୍ରଯୋଜକ ଅତିସ କୁମାର ରାଉତ, ନିର୍ଦ୍ଧେଶକ ଶିଶିର ସାହୁ, ପିନାକୀ ସିଂହ, କାହାଣୀକାର ଜିତେନ୍ଦ୍ରୀୟ ପ୍ରଧାନ ଓ ନାୟକ ପାର୍ଥସାରଥୀ ରାୟ ପୁରସ୍କାର ଗ୍ରହଣ କରିଥିଲେ।
7ଜାନୁଆରୀ  ରୁ 11ଜାନୁଆରୀ ପର୍ଯ୍ୟନ୍ତ ମହୋତ୍ସବ ରାଜସ୍ଥାନ ର ଜୟପୁର ରେ ଅନୁଷ୍ଠିତ ହେଉଛି। ୫୨ଦେଶରୁ ୧୫୦୦ ରୁ ଅଧିକ ଚଳଚ୍ଚିତ୍ର ଭାଗ ନେଇଥିଲେ।ଓଡ଼ିଆ ଚଳଚ୍ଚିତ୍ର ପ୍ରେମୀଙ୍କ ମନରେ ଏକ ଖୁସିର ଲହରୀ ସୃଷ୍ଟି ହୋଇଛି। ପ୍ରଯୋଜକ ଅତିଶ ବାବୁ ଙ୍କୁ କବିଭିନ୍ନ ମହଲରୁ  ଶୁଭେଛାର ବାର୍ତ୍ତା ଛୁଟୁଛି। ନିର୍ଦେଶକ ଶିଶିର ଓ ପିନାକୀ ଚଳଚ୍ଚିତ୍ର କୁ ନେଇ ବହୁ ଆଶାବାଦୀ ଅଛନ୍ତି। କାହାଣୀ କାର ଜିତେନ୍ଦ୍ରିୟ କୁହନ୍ତି ଏହା ଓଡ଼ିଆ ସିନେମା ପାଇଁ ନୂତନ ଦିଗନ୍ତ ଓ ଖୁସି ର କଥା। ମୁଖ୍ୟ ଭୂମିକାରେ ପାର୍ଥସାରଥୀ ଓ ସୂର୍ଯ୍ୟମୟୀ ଅଭିନୟ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm