-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

ସ୍ଥାୟୀ ବସ ଷ୍ଟାଣ୍ଡ ପ୍ରତିଷ୍ଠା ସହ ଜରାଜୀର୍ଣ୍ଣ ଅବସ୍ଥାରେ ଥିବା ଗୋଛାପଡା ଯାତ୍ରି ବିଶ୍ରାମ ଗାର କୁ ପୁନଃରୁଦ୍ଧାର କରାଯାଉ

08-Jan-2022



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ର ଏକ ପ୍ରମୁଖ ସହର ଭାବେ ପରିଚିତ ଗୋଛାପଡା ଏଠାରେ ଥାନା, ବନ ଉପ ବିଭାଗ , ଆର୍ ଆଇ ଅଫିସ , ପଞ୍ଚାୟତ କାର୍ଯ୍ୟାଳୟ ,ପ୍ରାଥମିକ ଚିକିତ୍ସାଳୟ , ଏବଂ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ମାନ ରହିଛି l ଏତଦ  ବ୍ୟତୀତ ପଡୋଶୀ ଜିଲ୍ଲା ବୌଦ୍ଧ ଓ ସୋନପୁର ଜିଲ୍ଲାକୁ ଏହା ପାଖ ବାଟ ହେଉଥିବାରୁ ଗୋଛାପଡ଼ା ଏକ ପ୍ରମୁଖ ଛୋଟିଆ ସହର ପାଲଟିଯାଇଛି l ଯାହା ଫଳରେ ଅଞ୍ଚଳର ପ୍ରାୟ ଲୋକ

ଗୋଛାପଡା କୁ ନିର୍ଭର କରିଥାନ୍ତି ।ତେଣୁ ଦୈନିକ ଏଠାକୁ ଶହ ଶହ ଗାଡ଼ି ମଟର ଚଳାଚଳ କରିଥାଏ l ସରକାରୀ କାର୍ଯ୍ୟାଳୟ ଗୁଡିକ ବଙ୍ଗଳା ଛକ ପାଖାପାଖି ରହିଛି , ହେଲେ ବସ୍ ଷ୍ଟେଟବ୍ୟାଙ୍କ ଛକ ଠାରେ ରହୁଥିବା ବେଳେ ଏହି ଦୁଇ ଛକ ମଧ୍ୟରେ ଦୁରତ୍ଵ ରହୁଥିବା ଯୋଗୁଁ ଲୋକେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ଅନ୍ୟ ପଟେ ଗାଡ଼ି ମଟର ବଙ୍ଗଳା ଛକ କୁ ନଯାଇ ଷ୍ଟେଟବ୍ୟାଙ୍କ ଛକ ଠାରେ ରହୁଥିବା ରୁ ଟ୍ରାଫିକ ସମସ୍ୟା ମଧ୍ୟ ଦେଖାଦେଉଛି l ଏଠାରେ ସ୍ଥାୟୀ ବସ୍ ଷ୍ଟାଣ୍ଡ ନଥିବାରୁ ହାଟପଦା ଠାରେ ଗାଡ଼ି ବୁଲିବାକୁ ହୋଇ ଥାଏ , ତେବେ ସାପ୍ତାହିକ ହାଟ ସୋମବାର ହୋଇ ଥିବାରୁ ଜିଲ୍ଲା ତଥା ପଡେ଼ାଶୀ ଜିଲ୍ଲା ବୌଦ୍ଧ  ଅଞ୍ଚଳ ରୁ ବହୁ ବେପାରୀ ହାଟକୁ ଆସିଥାନ୍ତି, ଅଞ୍ଚଳ ବାସୀ ଏହି ହାଟକୁ ନିର୍ଭର କରିଥାନ୍ତି, ପ୍ରବଳ ଭିଡ଼ ସାଙ୍ଗକୁ ଛୋଟ ଉଠା ଦୋକାନ ମାନଙ୍କପାଇଁ ହାଟ ଦିନ ଏଠାରେ ଗାଡ଼ି ବୁଲାଇ ବା ପାଇଁ ଅସୁବିଧା ସୃଷ୍ଟି ହେଉଛି , ଯାହା ଫଳରେ ଗାଡ଼ି ମଟର ମନ ଇଚ୍ଛା ରାସ୍ତା ଅବରୋଧ କରୁଛନ୍ତି , ଏଠାରେ ପରିଶ୍ରା ଗାର ଟିଏ ନଥିବାରୁ  ମହିଳା ଯାତ୍ରୀ ମାନେ  ନାହିଁ ନଥିବା ହଇରାଣ ହେଉଥିବା ଦେଖିବାକୁ ମିଳିଛି l ସେ‌ହିପରି ବଙ୍ଗଳା ଛକ ଠାରେ ଏକ ଯାତ୍ରୀ  ବିଶ୍ରାମ ଗାର ରହିଛି l କିନ୍ତୁ  କୈାଣସି ଯାତ୍ରି ଙ୍କ କାମରେ ଲାଗିପାରୁ ନାହିଁ ।ଏହାର ରକ୍ଷଣାବେକ୍ଷଣ ଅଭାବରୁ ତାହା ବର୍ତ୍ତମାନ

ଜରାଜୀର୍ଣ୍ଣ ଅବସ୍ଥାରେ ଭୁତ କୋଠି ପାଲଟିଛି , ଆଜି ପର୍ଯ୍ୟନ୍ତ ଏଠାରେ ସ୍ଥାୟୀ ବସ୍ ଷ୍ଟାଣ୍ଡ ଟିଏ ନାହିଁ ,ଏସମ୍ପର୍କରେ ଏ ନେଇ ଗୋଛାପଡା ପଞ୍ଚାୟତ ନିର୍ବାହୀ ଅଧିକାରୀ ଙ୍କୁ ଯୋଗାଯୋଗ କରିବା ରୁ ଏହା ପାଇଁ ପଞ୍ଚାୟତ ସ୍ତରୀୟ ବ୍ୟାବସ୍ଥା ନାହିଁ ଏହା ବିଧାୟକ ପାଣ୍ଠିରୁ ଅର୍ଥ ହେଲେ ହୋଇ ପାରିବ ବୋଲି ସେ କହିଛନ୍ତି , ଏହାକୁ ଦୃଷ୍ଟିରେ ରଖି ଗୋଛାପଡା ଠାରେ ଏକ ସ୍ଥାୟୀ ବସ୍ ଷ୍ଟାଣ୍ଡ ଓ ପରିଶ୍ରା ଗାର ଟିଏ ନିର୍ମାଣ କରିବାକୁ ଜନ ସାଧାରଣ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like