-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

ଧାନ କ୍ରୟ ବିକ୍ରୟକୁ ବ୍ୟବସ୍ଥିତ କରିବା ନିମନ୍ତେ ପ୍ରଶାସନ ତରଫରୁ କଡା ଆଭିମୁଖ୍ୟ ଗ୍ରହଣ - ଅସାଧୁ ବ୍ୟବସାୟିଙ୍କ ପ୍ରତି ପ୍ରଶାସନର ତୀକ୍ଷ୍ଣଣ ନଜର - ଜିଲ୍ଲାର ବିଭିନ୍ନ ମଣ୍ଡି ଓ ବେଆଇନ ଧାନ ଚାଲାଣ ବେଳେ ଧରପଗଡ଼, 780 କୁଇଣ୍ଟାଲ ବେ-ଦାବିଦାର ଓ ବେନିୟମ ଧାନ ସ୍କ୍ୱାଡ଼ ଦ୍ୱାରା ଜବତ

08-Jan-2022



 ସୁବର୍ଣ୍ଣପୁର,,ସୁବର୍ଣ୍ଣପୁର ଜିଲ୍ଲାରେ ଧାନ କ୍ରୟ ବିକ୍ରୟକୁ ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ ଭାବେ ନିର୍ବାହ କରିବାକୁ ଜିଲ୍ଲପ୍ରଶାସନ ତରଫରୁ ବିଶେଷ ବ୍ୟବସ୍ଥା କରାଯାଇଛି l ଜିଲ୍ଲପାଳ ସୁବର୍ଣ୍ଣପୁର ଶ୍ରୀମତୀ ଆବୋଲୀ ସୁନିଲ ନରୱଣେ ଧାନ କ୍ରୟ ବିକ୍ରୟରେ କଡା ଆଭିମୁଖ୍ୟ ଗ୍ରହଣ ପୂର୍ବକ କୌଣସି ପ୍ରକାର ଅନିୟମିତତା କୁ ବରଦାସ୍ତ କରାଯିବ ନାହିଁ ବୋଲି ସତର୍କ ଚେତାବନୀ ଦେଇଛନ୍ତି l ଜିଲ୍ଲାର ଚାଷୀଙ୍କ ଧାନ ଯେପରି ସୁରୁଖୁରୁରେ ବିକ୍ରି ହୋଇପାରିବ ଏବଂ ବିକ୍ରୀମୂଲ୍ୟ ଚାଷୀଙ୍କ ଜମାଖାତାକୁ ନିର୍ଦ୍ଧିଷ୍ଟ ସମୟ ଅବଧିରେ ଜମା ହୋଇପାରିବ ତାକୁ ସୁନିଶ୍ଚିତ କରିବା ସହ ଚାଷୀଙ୍କ ଟୋକନ ଲାପ୍ସ ନ ହେବ ସେଥିପ୍ରତି ସମ୍ପୃକ୍ତ ବିଭାଗ ଯତ୍ନବାନ ହେବାକୁ ପରାମର୍ଶ ଦେଇଛନ୍ତି l ଏହି ପ୍ରକ୍ରିୟାକୁ ସ୍ୱଚ୍ଛ ଓ ବ୍ୟବସ୍ଥିତ ଭାବେ ସମ୍ପାଦନ କରିବା ଉପରେ ଗୁରୁତ୍ୱାରୋପ କରାଯାଇ ଜିଲ୍ଲାର ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ତତ୍ୱାବଧାନରେ ସ୍କ୍ୱାଡ଼ ଗଠନ କରାଯାଇ ମଣ୍ଡି ପରିଦର୍ଶନ ସହ ବ୍ୟବସ୍ଥା ର ସୁପରିଚାଳନା ପାଇଁ ୨୪ ଘଣ୍ଟିଆ ତୀକ୍ଷ୍ଣ ନଜର ରଖାଯାଇଛି l ଜିଲ୍ଲାର ବିଭିନ୍ନ

ମଣ୍ଡି ଓ ବିଭିନ୍ନ ରାସ୍ତା ରେ ଧାନ ର ବେନିୟମ ଓ ଅସାଧୁ ଧାନଚlଳାନ କୁ ରୋକିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇ ସନ୍ଦେହ ପୂର୍ଣ୍ଣ ଧାନ ବୋଝେଇ ଗାଡି ସହ ମଣ୍ଡି ଗୁଡିକୁ ଅଚାନକ ଚଢାଉ କରାଯିବାକୁ ସ୍ପଷ୍ଟ ନିର୍ଦେଶ ଦିଆଯାଇଛି l ଏହି ପରିପ୍ରେକ୍ଷୀରେ ତା ୦୭/୦୧/୨୨ ରେ ସ୍କ୍ୱାଡ଼ ଦ୍ୱାରା ଦିଗସିରା ମାଁ ସମଲେଶ୍ୱରୀ ଏସଏଚ ଜି ଦ୍ୱାରା ପରିଚାଳିତ ମଣ୍ଡି ପରିଦର୍ଶନ ସହ ଚଢ଼ାଉ କରାଯାଇ ୧୧୫.୦୮ କୁଇଣ୍ଟାଲ ବେ ନିୟମ ଗଛିତ ଧାନକୁ ଜବତ କରାଯାଇଛି,ସେହିପରି ପୃଥକ ପୃଥକ ପାଞ୍ଚ ଗୋଟି ଅତର୍କିତ ଚଢ଼ାଉ ରେ ଅଦ୍ୟାବଧି ଜିଲ୍ଲାର ବିଭିନ୍ନ ମଣ୍ଡି ତଥା ରାସ୍ତା ରେ ଧାନ ବୋଝେଇ ଗାଡି ଗୁଡିକରେ ଚଢ଼ାଉ କରାଯାଇ ସମୁଦାୟ 780 କୁଇଣ୍ଟାଲ  ବେନିୟମ, ବେ-ଦାବିଦାର ଧାନକୁ ଜବତ କରାଯାଇ ନିକଟସ୍ଥ ଧାନମିଲ ଗୁଡିକରେ ସୁରକ୍ଷିତ ରଖାଯାଇଥିବା ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୁବର୍ଣ୍ଣପୁର ଶ୍ରୀ ସୁରେଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି l ପ୍ରଶାସନ ର ଏ ପଦକ୍ଷେପ କୁ ଜ଼ିଲ୍ଲା ର ଚାଷୀ ସ୍ୱାଗତ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like