-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଚିକିତ୍ସା ଅଭାବରୁ ନିରିହ ନିଷ୍ପାପି ଝିଅ ଟି ମୃତ୍ୟୁ ସହିତ ସଂଗ୍ରାମ କରୁଛି ସ୍ବାସ୍ଥ୍ୟ ମନ୍ତ୍ରୀ ଜାଣି ବି ନିରବ। ଗରିବ ଙ୍କୁ କିଏ ହେବ ସାହା??

11-Nov-2020



(ସାଲେପୁର ରୁ ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ ଙ୍କ ରିପୋର୍ଟ) କଟକ ଜିଲ୍ଲା ସାଲେପୁର ବ୍ଳକ ଅନ୍ତର୍ଗତ ଓଡାସିଂହ ଗ୍ରାମ ର ଦିପାଞ୍ଜଳି ସାମଲ ବୟସ 28 ବର୍ଷ ପାଠ ପଢା ସାରି ସାରିବା ପରେ ବାପା ଙ୍କ ବୋଝକୁ ହାଲୁକା କରିବା ପାଇଁ ଭୁବନେଶ୍ବର ଠାରେ ଏକ ଘରୋଇ କମ୍ପାନୀରେ ଚାକିରୀ କରୁଥିଲି ।ହଠାତ୍ ଏକ ବର୍ଷ ହେବ କିଡିନ୍ ରୋଗ ରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳ ଡାକ୍ତର କହିଛନ୍ତି କିଡନୀ ଟ୍ରାସ୍ପ୍ଲାଣ୍ଟ କରିବା ପାଇଁ ପାଖରେ ଅର୍ଥ ନଥିବାରୁ ତାଙ୍କ ମା କିଡନୀ ଦେବାକୁ ରାଜି ଥିବା ବେଳେ ଅର୍ଥାଭାବରୁ ଚିକିତ୍ସା ହୋଇ ପାରୁ ନାହିଁ। ପ୍ରଥମେ ସମ୍ଭବ ଚାରିଟେବୁଲ ଟ୍ରଷ୍ଟ ସହାୟତା ପ୍ରଦାନ କରିବା ପରେ ଖବର ପାଇ ଅନେକ ସ୍ବେଛାସେବୀ ସଂଗଠନ ଜାହା ସାହାଯ୍ୟ କରୁଛନ୍ତି ଔଷଧ ଖର୍ଚକୁ ନିଅଣ୍ଟ । ବହୁ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ବି ମିଳୁନାହିଁ ସରକାରୀ ସହାୟତା । ଏମିତି ସ୍ଵାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ ଙ୍କ ଟୁଇଟରରେ ଟୁଇଟ୍ କଲାପରେବି ପହଞ୍ଚି ପାରିନାହିଁ ପ୍ରଶାସନ ଏହା ଆମ ଓଡ଼ିଶାର ରାଜନିତୀ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like